-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ପରାକ୍ରମ ରାଲି" ଅପରେସନ ସିନ୍ଦୂରରେ ଭାରତୀୟ ସେନାର ଗୌରବଗାଥାକୁ ସମ୍ମାନ :-

15-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲାପ୍ରଶାସନ ସୁବର୍ଣ୍ଣପୁର ଓ ପୌର ପରିଷଦ ସୋନପୁର ଦ୍ୱାରା ଆୟୋଜିତ ଜିଲ୍ଲା ସ୍ତରୀୟ "ପରାକ୍ରମ ବାଇକ ରାଲି" ଭାରତୀୟ ସେନାଙ୍କ ଅଭୂତପୂର୍ବ ତ୍ୟାଗ, ସାହସ ଓ ଦୁଃସାହସିକତା ପ୍ରତି ସମ୍ମାନ ଓ ସ୍ମୃତିସ୍ୱରୂପ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଥିଲା ଭାରତର ସୁରକ୍ଷା ପାଇଁ ସେନାର ଅଗାଢ ପରିଶ୍ରମକୁ ସମ୍ମାନ ଦେବା ଓ ନାଗରିକଙ୍କ ମଧ୍ୟରେ ଦେଶପ୍ରେମ ଓ ସୁରକ୍ଷା ଜ୍ଞାନ ବୃଦ୍ଧି କରିବା।
ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ପତାକା ପ୍ରଦର୍ଶନ କରି ରାଲିର ଶୁଭାରମ୍ଭ କରିଥିଲେ। ସେ ଅପରେସନ ସିନ୍ଦୂରରେ ଭାରତୀୟ ସେନାଙ୍କ ପରାକ୍ରମ ପ୍ରଶଂସା କରି ସେମାନଙ୍କ ପ୍ରତି ଅଭିନନ୍ଦନ ଜଣାଇଥିଲେ ଓ ସାଧାରଣ ଜନତାଙ୍କୁ ସେନାଙ୍କ ମନୋବଳ ବୃଦ୍ଧି ପାଇଁ ସଚେତନ ଓ ଉତ୍ସାହିତ କରିଥିଲେ।
ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଦେଶର ସୁରକ୍ଷା ଓ ପ୍ରଗତି ପାଇଁ ନାଗରିକଙ୍କ ଏକତା ବଢ଼ାଇବା ଉପରେ ଗୁରୁତ୍ୱ ଦେଇଥିଲେ।
ଏହି ତ୍ରିରଙ୍ଗା ପରାକ୍ରମ ଶୋଭାଯାତ୍ରା ସୋନପୁର ରୋୟାଲ ପଡିଆରୁ ଆରମ୍ଭ ହୋଇ ବ୍ଲକ ଛକ, ଆମ୍ବେଦକର ଛକ, କଚେରୀ ଛକ, ବିଜୁପଟ୍ଟନାୟକ ଛକ, ନଳିନୀ ଛକ ମାର୍ଗରେ ଗତି କରି ନୂତନ ଟାଉନ ହଲପରିସରରେ ସମାପ୍ତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ସମେତ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ଜିଲ୍ଲା ଅଗ୍ନିଶମ ଅଧିକାରୀ, ଉପଜିଲ୍ଲାପାଳ, ପୌରପରିଷଦ ଅଧ୍ୟକ୍ଷା, ସ୍ଥାନୀୟ ଜନ ପ୍ରତିନିଧି, ସମସ୍ତ ସରକାରୀ ପଦାଧିକାରୀ ଓ କର୍ମଚାରୀ, ପୋଲିସ କର୍ମଚାରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ସ୍ବେଚ୍ଛାସେବୀ ସଂଘ କର୍ମକର୍ତ୍ତା, ଏନ.ସି.ସି, ଏନ.ଏସ.ଏସ., ରେଡକ୍ରସ, ପୌର ପରିଷଦ କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧି, ସ୍ୱୟଂ ସହାୟକ କର୍ମକର୍ତ୍ତା ଓ ଜିଲ୍ଲାର ସମସ୍ତ ବର୍ଗରୁ ବହୁ ସଂଖ୍ୟାରେ ଜନସାଧାରଣ ଅଂଶ ଗ୍ରହଣ କରିଥିଲେ।
ଅନୁଷ୍ଠିତ ଶୋଭାଯାତ୍ରା ଏସ. ପି, ଏ.ଡି.ଏମ, ସବ କଲେକ୍ଟର ବୀରମହାରାଜପୁର, ନିର୍ବାହୀ ଅଧିକାରୀ ପୌରପରିଷଦ ସୋନପୁରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ହୋଇଥିବାବେଳେ ଜିଲ୍ଲା କ୍ରୀଡ଼ା ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ମନୋରଞ୍ଜନ ତ୍ରିପାଠୀ, ଅବିନାଶ ହୋତା ପ୍ରମୁଖ କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like