-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

‘ଅପରେସନ୍ ସିନ୍ଦୂର’ ର ସଫଳତାରେ ବଲାଙ୍ଗିରରେ ଅନୁଷ୍ଠିତ ହେଲା ପରାକ୍ରମ ଶୋଭାଯାତ୍ରା

15-May-2025



ବଲାଙ୍ଗିର(ଦେବାଶିଷ ବହିଦାର): "ଅପରେସନ୍ ସିନ୍ଦୂର'ର ସଫଳତା ପରେ ଏହାର ବୀରଗାଥାକୁ ଲୋକ ଲୋଚନରେ ପ୍ରସାର କରି ଭାରତୀୟ ଯବାନ ମାନଙ୍କୁ ସମ୍ମାନ ଜଣାଇବାକୁ ଆଜି ବଲାଙ୍ଗିରରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ତିନି ବାହିନୀର ବୀର ଯବାନଙ୍କୁ କୃତଜ୍ଞତା ଭାବ ପ୍ରକାଶ କରି ଜିଲ୍ଲାସ୍ତରରେ ଜିଲ୍ଲା ପ୍ରଶାସନ ଏବଂ ବଲାଙ୍ଗିର ପୌରପରିଷଦ ମିଳିତ ଆନୁକୁଲ୍ୟରେ ତ୍ରିରଙ୍ଗା ମୋଟରସାଇକେଲ ଶୋଭାଯାତ୍ରା ଟାଉନ ପରିକ୍ରମା କରିଥିଲା। ଏହି ମୋଟରସାଇକେଲ ଶୋଭାଯାତ୍ରାରେ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ, ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସାଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି, ପୌରାଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ସହରାଞ୍ଚଳ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ତରଣୀ ସୁନାଙ୍କ ସମେତ  ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, 

ସରକରୀ କର୍ମଚାରୀ, ଏନ୍ ସି ସି  କେଡେଟ, କ୍ରୀଡାବିତ୍, ପୋଲିସ ବାହିନୀ, ପୁରାତନ ଯବାନ ସଂଘ, ସାଧାରଣ ଲୋକେ ଏବଂ ସ୍ଵେଛାସେବୀ ସଂଗଠନ ଯୋଗଦାନ କରିଥିଲେ l ଜିଲ୍ଲାପାଳ ଶ୍ରୀ 

ଇସାଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ତ୍ରିରଙ୍ଗା ପତାକା ଧରି ବାଇକରେ ଶୋଭାଯାତ୍ରାରେ ବାହାରିଥିଲେ । ବୀର ଯବାନଙ୍କ ସମାନାର୍ଥେ ସମସ୍ତେ ବାଇକ‌ରେ ବସି ସହର ପରିକ୍ରମା କରିଥିଲେ । ଏହି ଶୋଭାଯାତ୍ରାଟି ସକାଳ ୯ ଟାରେ କୋଶଲ କଳା ମଣ୍ଡଳ ପଡିଆଠାରୁ ବାହାରି କଚେରି ଛକ , ସୁଦପଡା ହନୁମାନ ମନ୍ଦିର ଛକ, ବିକ୍ରମ ଛକ, ଭାଗିରଥି ଛକ, ସର୍କିଟ ହାଉସ, ଆରଟିଓ ଛକ, ମହିଳା ମହାବିଦ୍ୟାଳୟ , ରାଜେନ୍ଦ୍ର କଲେଜ , ଲିଟିଲ ଫ୍ଲାୱାର ସ୍କୁଲ ଦେଇ ପୁଣି କୋଶଲ କଳା ମଣ୍ଡଳ ପଡିଆକୁ ଫେରିଥିଲା ।  ଜନସାଧାରଣ ଏହି ଶୋଭାଯାତ୍ରାରେ ସାମିଲ ହୋଇ ହାତରେ ତ୍ରିରଙ୍ଗା ପତାକା ଧରି ବନ୍ଦେ ମାତରମ୍ ନାରା ଦେଇ ସହର ପରିକ୍ରମା କରିଥିଲେ। ଏହି ଯାତ୍ରାରେ ସାମିଲ ସମସ୍ତେ ସମ୍ମାନପୂର୍ବକ ବିପତ୍ତି ସମୟରେ ଆମ ଦେଶ ଦେଶବାସୀଙ୍କ ମର୍ଯ୍ୟାଦା ଓ ସଂକଳ୍ପ ରକ୍ଷା କରିଥିବା ଦେଶର ସ୍ଥଳ, ଜଳ ଓ ଆକାଶ ବାହିନାର ବୀର ଯବାନଙ୍କୁ ପ୍ରଣାମ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like