-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||     

HOME   ଜିଲ୍ଲା

ଅପରେସନ "ସିନ୍ଦୂର" ର ସଫଳତା କୁନେଇ ବିନିକାରେ ତ୍ରିରଙ୍ଗା ଶୋଭାଯାତ୍ରା (ଜୟ ଯବାନ,ବନ୍ଦେ ମାତରଂ ଧ୍ବନିରେ କମ୍ପିଲା ବିନିକା ସହର)

15-May-2025



ବିନିକା(ହିମାଂଶୁ ଶେଖର ପୁଟେଲ)
ଅପରେସନ 'ସିନ୍ଦୁର' ର ବିଜୟ ପରେ ସାରା ଭାରତରେ ପାଳନ ହେଉଛି ତ୍ରିରଙ୍ଗା ଯାତ୍ରା l ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଏନଏସି ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା l ଏହି ତ୍ରିରଙ୍ଗା ଶୋଭାଯାତ୍ରାକୁ ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ। ତ୍ରିରଙ୍ଗା ଶୋଭାଯାତ୍ରାରେ ବିନିକା ଏନଏସିର କାର୍ଯ୍ୟ ନିର୍ବାହୀ ଅଧିକାରୀ, ଉପାଧ୍ୟକ୍ଷା,କାଉନସିଲର,ତହସିଲଦାର,ଅଙ୍ଗନୱାଡ଼ି କର୍ମୀ,ଆଶାକର୍ମୀ,ପୋଲିସ କର୍ମଚାରିଙ୍କ ସହ ଅଞ୍ଚଳର ଶତାଧିକ ବୁଦ୍ଧିଜୀବୀ,ସମାଜସେବୀ, ଶିକ୍ଷାବିତ,ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ସାମିଲ ହୋଇଥିଲେ l ଶୋଭାଯାତ୍ରା ବିନିକା ଏନଏସି କାର୍ଯ୍ୟାଳୟରୁ ବାହାରି ବାହାରି ସହରର ବସଷ୍ଟାଣ୍ଡ,ହାଇସ୍କୁଲ ଛକ,ତହସିଲ ଛକ ଦେଇ ସମ୍ପୂର୍ଣ୍ଣ ସହର ପରିକ୍ରମା କରିଥିଲା  ସମସ୍ତ ବ୍ୟକ୍ତି ବିଶେଷ ହାତରେ ତ୍ରିରଙ୍ଗା ପତାକା  ଧରି ଭାରତ ମାତା କି ଜୟ,ବନ୍ଦେ ମାତରଂ,ଜୟ ଯବାନ ଧ୍ଵନି ଦେଇ ସହର ପରିକ୍ରମା କରିଥିଲେ । ସହର ତ୍ରିରଙ୍ଗା ଧ୍ବନିରେ ପ୍ରକଂବିତ ହୋଇଥିଲା ।ସୂଚନା ଯୋଗ୍ୟ ପହେଲଗାଁଓଁ ଆତଙ୍କବାଦୀ ଆକ୍ରମଣର ବିରୋଧରେ ଭାରତ ସରକାର ଅପରେଶନ ସିଦୂର୍ ଅଭିଯାନ ଆରମ୍ଭ କରିଥିଲେ। ଯାହାର ପ୍ରଭାବରେ ଭାରତୀୟ ସଶସ୍ତ୍ର ସେନାବାହିନୀ ପାକିସ୍ତାନ ଦେଶ ଭିତରକୁ ପଶି ବିଭିନ୍ନ ଆତଙ୍କବାଦୀ ସଂଗଠନ ଗୁଡ଼ିକ ଧ୍ଵଂସ କରିଦେଲା । ପାକିସ୍ତାନ ସୈନ୍ୟ ବାହୀନି ବାରମ୍ବାର ଭାରତକୁ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଭାରତ ଆଗରେ ଫେଲ ମାରିଥିଲା । ଶେଷରେ ପାକିସ୍ଥାନ ସେନା ଭାରତର ପ୍ରତିରକ୍ଷା ଆଗରେ ହାର ମାନିଥିଲା ଏବଂ ଅସ୍ତ୍ରବିରତି ପାଇଁ ଭାରତ ଆଗରେ ପ୍ରାର୍ଥନା କରିଥିଲା । ସାରା ବିଶ୍ବ ଦେଖିଲା ଭାରତୀୟ ସଶସ୍ତ୍ର ସେନାବାହିନୀର ସ୍ୱର୍ଯ୍ୟ। ତେଣୁ ଆଜି ସାରା ଭାରତରେ ପାଳନ ଆଜି ବିଜୟୀ ତ୍ରିରଙ୍ଗା ଶୋଭାଯାତ୍ରା କରାଯିବା ସହିତ ଆମର ସୈନ୍ୟ ବାହୀନିର ସାହସିକତା ସଫଳତାକୁ ସମସ୍ତ ନାଗରିକ ସାଲ୍ୟୁଟ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026

You Might Also Like