-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ବିନିକା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସଫଳତା

15-May-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକାର ପର୍ଯ୍ୟଟନ ସ୍ଥଳୀ ପାପକ୍ଷୟ ରାସ୍ତାର ତାରାପୁର ଗଡ ଠାରେ ଥିବା ବିନିକା ଆଦର୍ଶ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ପ୍ରଥମ ବ୍ୟାଚ୍ ମେଟ୍ରିକ ଛାତ୍ରଛାତ୍ରୀ ମାନେ ଚଳିତ ବର୍ଷ ସିବିଏସି ପରୀକ୍ଷାରେ ଶତ ପ୍ରତିଶତ ପାସ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି।ବିଦ୍ୟାଳୟରେ ମୋଟ ୭୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।ସେଥିରୁ ଜଣେ ମାତ୍ର ଛାତ୍ର କମପାଟମେଣ୍ଟ ପାଇଥିବା ବେଳେ ୭୧ଜଣ ଛାତ୍ରଛାତ୍ରୀ ସଫଳତାର ସହିତ କୃତକାର୍ଯ୍ୟ ହୋଇଛନ୍ତି।ମିଳିଥିବା ସୂଚନା ଅନୁସାରେ ସିଲଭି ହୋତା ୯୫.୮%,ସ୍ନେହା ସାହୁ ୯୪.୬%,ସ୍ଵତେଶ୍ନୀ ବିଶି ୯୩.୮%, ସମ୍ପୂର୍ଣା ସାହୁ ୯୩.୬%,ମଧୁସ୍ମିତା ମହାନ୍ତି ୯୩%,ସ୍ଵସ୍ତିକ କର୍ଣ୍ଣ ୯୨.୮%,ଅନୂପସି ଜାଲ ୯୧.୪%,ବିବେକ ବଞ୍ଛୋର ୯୦.୮%,ସୌରଭ ରଞ୍ଜନ ବାଘ ୯୦.୬% ପ୍ରମୁଖ ଛାତ୍ରଛାତ୍ରୀ ଏ-୧ଗ୍ରେଡ ରେ କୃତକାର୍ଯ୍ୟ ହୋଇଛନ୍ତି।ସେହିପରି ଏ-୨ଗ୍ରେଡରେ ୧୮ଜଣ,ବି-୧ଗ୍ରେଡରେ ୧୮ଜଣ,ବି-୨ଗ୍ରେଡରେ ୧୨ଜଣ,ସି-୧ଗ୍ରେଡରେ ୧୪ଜଣ ଛାତ୍ରଛାତ୍ରୀ କୃତ୍ତିତ୍ତ ହାସଲ କରିଛନ୍ତି । ମେଟ୍ରିକ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟ ପାଇଁ ଗୌରବ ଆଣିଥିବାରୁ ଅଧ୍ୟକ୍ଷ ବିମଳ ବିଶ୍ଵାଳ ସମସ୍ତ କୃତିତ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟତ୍ରୀଙ୍କ ମାର୍ଗଦର୍ଶନ ଏବଂ ସର୍ବୋପରି ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଓ ଅଭିଭାବକ/ଅଭିଭାବିକାଙ୍କ ସମନ୍ମୟ ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like