-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ଉପରବାହାଲ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ

15-May-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଉପର ବାହାଲ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ଅବସର ରେ ସରପଞ୍ଚ ମାମି ସାହୁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଏ ବି ଡି ଓ ରୁଦ୍ର ପ୍ରସାଦ ସୁନା , ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ୍ ଧୀରେନ୍ଦ୍ର ମେହେର, ବ୍ଲକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶୁଭଶ୍ରୀ ମିଶ୍ର ମଂଚାସୀନ ଅଧିକାରୀ ଭାବେ ଯୋଗ ଦେଇଥିଲେ l ଏହି ଶିବିର ରେ ସମୁଦାୟ 12 ଗୋଟି ଦରଖାସ୍ତ ଉପରେ ଶୁଣାଣି କରା ଯାଇଥିଲା l ଗ୍ରାମ ପଞ୍ଚାୟତ ର ମହୁଲପାଳୀ , ଫ ଟା ମୁଣ୍ଡା , ନୂଆପାଲି , କଲାସହର , ଭାଲୁ ପାଲି ଗ୍ରାମ ର ଅଭିଯୋଗ କାରୀ ମାନେ ଆସି ଦରଖାସ୍ତ ଦେଇଥିବା ଗ୍ରାମପଞ୍ଚାୟତ ଅଧିକାରୀ ସୌଭାଗ୍ୟ ପଧାନ ସୂଚନା ଦେଇଥିଲେ l ମୁଖ୍ୟତଃ  ପ୍ରବଳ ଗ୍ରୀଷ୍ମ ପ୍ରବାହ ସମୟ ହେତୁ ପାଣି ସମସ୍ୟା , ମ ନ ରେଗା ଯୋଜନା , ଜମି ଉନ୍ନତିକରଣ , ଗାଈ ଗୁହାଳ , କୃଷି ,ଉଦ୍ୟାନ , ମତ୍ସ୍ୟ, ଆବାସଗୃହ  , ଭତ୍ତା , ପ୍ରଭୁତି ଦରଖାସ୍ତ ଉପରେ ଅତିଥି ମାନେ ଶୁଣାଣି କରିଥିଲେ । ବ୍ଲକ ରୁ ଜ୍ଞାନରଞ୍ଜନ ସା, ଆଲୋକ ରଂଜନ ମିଶ୍ର , ସୁଶାନ୍ତ ମହାକୁର , ଜଳ ଓ ପରିମଳ ଯନ୍ତ୍ରୀ ଦୁର୍ଗାପ୍ରସାଦ ମିଶ୍ର , ଧୁବଲ କିଶୋର ମଲ୍ଲିକ , ସୁନୀଲ ସାହୁ , ଅଭି ସାହୁ, ବି ପି ଏମ , ଯୋଗାଣ ଅଧିକାରୀ ଯୋଗ ଦେଇ ସହଯୋଗ କରିଥିବା ବେଳେ ପଂଚାୟତ ର ପି ଇ ଓ , ଏ ଡି ପି ଓ , ଯୋଗାଣ ବିଭାଗ କର୍ମଚାରୀ ତଥା ୱାର୍ଡ ମେମ୍ବର ମାନେ ଉପସ୍ଥିତ ରହି ଶିବିର କୁ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like