-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ଦୁର୍ଘଟଣା ହୋଇଥିବା ସେକ୍ସନ ଅଧିକାରୀ ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

15-May-2025



ଅତାବିରା(ଆକାଶ ମିଶ୍ର): ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ  ଥୁଆପାଲି ବିଦ୍ୟୁତ ବିଭାଗର ସେକ୍ସନ ଅଫିସର ପବିତ୍ର ମୋହନ ପାଢୀ(୪୪)ଙ୍କ ଭୁବନେଶ୍ବର ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ   ଦେହାନ୍ତ ହୋଇଯାଇଛି। ଝାରସୁଗୁଡ଼ା ଜିଲ୍ଲା  ଲଖନପୁର ବ୍ଲକ୍  ବନ୍ଧବାହାଲ ର ସେ ମୂଳ ବାସିନ୍ଦା। ସେ ଅତାବିରା ୱାର୍ଡ ନଂ ୨ ରେ ଦୀର୍ଘ ବର୍ଷ ଧରି ରହିଆସୁଥିଲେ।ଗତ ୭/୮ ବର୍ଷ ଥୁଆପାଲି ବିଦ୍ୟୁତ ବିଭାଗର ସେକ୍ସନ ଅଫିସର ଦାୟିତ୍ବ ତୁଲାଇ ଆସୁଥିଲେ। ପ୍ରତିଦିନ ସେ  ଅତାବିରା ରୁ ରେଙ୍ଗାଳିକ୍ୟାମ୍ପ ପର୍ଯ୍ୟନ୍ତ ମର୍ଣିଙ୍ଗ ୱାକ ରେ ଯାଇଥାନ୍ତି ।ଗତ ମେ ୧୩ ତାରିଖ ଦିନ ସକାଳେ ମର୍ଣିଂ ୱାକ୍  ରୁ ଫେରୁଥିବା ବେଳେ  ତାଙ୍କୁ ପଛପଟୁ ଏକ ବୁଲେଟ ବାଇକ  ଲାଦର ପାଲି ନିକଟରେ ଧକ୍କା ଦେଇଥିଲା । ତେଣୁ  ସେ ଗୁରୁତର ହୋଇ ପଡ଼ି ଯାଇଥିଲେ।ତାଙ୍କୁ  ଅତାବିରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ପ୍ରାଥମିକ ଚିକିତ୍ସା ପରେ ବିକାଶ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା ।ସେଠାରେ  ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ସେହି ଦିନ ଭୁବନେଶ୍ଵର ସ୍ଥିତ ଆପୋଲୋ  ହସ୍ପିଟାଲ କୁ ନିଆଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ
 ଆଜି ଭୋର ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଯାଇଛି । ତାଙ୍କ ପଛରେ ବିଧବା ପତ୍ନୀ ହରିତା ପାଢ଼ୀ, ପୁଅ ପ୍ରିତମ, ଝିଅ

ପ୍ରିୟାଂଶି କୁ ଛାଡି ଯାଇଛନ୍ତି। ସ୍ଵର୍ଗତ ପାଢୀ ମେଳାପୀ, ପରୋପକାରୀ, ସ୍ବଷ୍ଟବାଦୀ ବ୍ୟକ୍ତି ଥିଲେ। ଜଣେ ଅଫିସର   ହିସାବରେ ଜନ ସାଧାରଣଙ୍କ ସୁବିଧା ଓ ଅସୁବିଧା ବୁଝୁଥିଲେ। ତାଙ୍କ ବିୟୋଗରେ ସମଗ୍ର ଅଂଚଳରେ ଶୋକର ଛାୟା ଖେଳିଯାଇଛି।  ତାଙ୍କର ଆତ୍ମୀୟ ସ୍ବଜନ, ବନ୍ଧୁ ବାନ୍ଧବ ମାନେ ଶବ ସତ୍କାର  ପାଇଁ ତାଙ୍କର ମର ଶରୀରକୁ ଗ୍ରାମକୁ ନେଇଛନ୍ତି।  ଥୁଆପାଲି ବିଦ୍ୟୁତ ବିଭାଗର କମର୍ସିଆଲ ଜେଇ ଆଶୁତୋଷ ସେଠୀ ଓ ବିଦ୍ୟୁତ ବିଭାଗ ର ସମସ୍ତ କର୍ମଚାରୀ,  ଅତାବିରା  ୱାର୍ଡ ନଂ ୨ ର ପଡ଼ାବାସୀଙ୍କ ସମେତ ବିଦ୍ୟୁତ୍ ବିଭାଗର ସମସ୍ତ କର୍ମଚାରୀ ଓ ଅଧିକାରୀ ତାdଙ୍କ ବିୟୋଗରେ ଶୋକ ପ୍ରକାଶ କରି ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like