-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||     

HOME   ଜିଲ୍ଲା

ଏ କି ପ୍ରକାର ପରିକ୍ଷାଫଳ ବାହାରୁନି ମାଟ୍ରିକ ଓ ଯୁକ୍ତ ୨ ପରକ୍ଷା ଫଳ ପରିକ୍ଷାର୍ଥୀ ମହଲରେ ଉଦ୍‌ବେଗ

16-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ସମଗ୍ର ଦେଶରେ କେନ୍ଦ୍ରୀୟ ବୋର୍ଡ ୨୦୨୫ ଶିକ୍ଷାବର୍ଷ ଦ୍ବାଦଶ ଓ ଦଶମ ପରୀକ୍ଷା ଫଳାଫଳ ପ୍ରକାଶ ପାଇସାରିଛି I କିନ୍ତୁ ପଦ୍ମପୁର ଉପଖଣ୍ଡର ପ୍ରମୁଖ  ୬ଟି ବିଦ୍ୟାଳୟର ଫଳାଫଳ  ପ୍ରକାଶ ପାଇ ନ ଥିବାରୁ ପରିକ୍ଷାର୍ଥୀ ମହଲ ରେ  ଉଦ୍‌ବେଗ ପ୍ରକାଶ ପାଇଛି। ମିଳିଥିବା ସୂଚନା ଅନୁଯାୟୀ ପଦ୍ମପୁର ଉପଖଣ୍ଡର ପାଇକମାଲ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁର, ରାଜବୋଡ଼ାସମ୍ବର ବ୍ଳକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବାନ୍ଦୁପାଲି, ପଦ୍ମପୁର ପବ୍ଲିକ ସ୍କୁଲ, ଜେନିଥ ଲାୟନ୍ସ ଗୁରୁକୁଳ ବିଦ୍ୟାଳୟ ପଦ୍ମପୁର, ସୋହେଲା ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଗାଇସିଲେଟ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏହିପରି ମୋଟ ୬ଟି ବିଦ୍ୟାଳୟର ଫଳାଫଳ ପ୍ରକାଶିତ ହୋଇ ନାହିଁ। ଯଦ୍ୱାରା ଛାତ୍ରଛାତ୍ରୀ ମାନେ ମାନସିକ ଦୁଶ୍ଚିନ୍ତାରେ ଗତି କଲେଣି।ଯଦି କିଛି ତୃଟି ପରିଲକ୍ଷିତ ହେଲା , ତେବେ ବୋର୍ଡ କର୍ତ୍ତୃପକ୍ଷ ଆଉ କିଛି ସମୟ ଗଡ଼ାଇ ଏକା ସାଙ୍ଗରେ ରେଜଲ୍ଟ ପ୍ରକାଶ କରି ପାରିଥାନ୍ତେ। କିନ୍ତୁ ତାହା ନକରି ଖାମଖିଆଲି ଭାବେ ଏଭଳି ରେଜଲ୍ଟ ପ୍ରକାଶ କରି ଛାତ୍ରଛାତ୍ରୀଙ୍କ ହୃଦୟ ରେ ଆଘାତ ଦେଇଛି। ଏଣୁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ତୁରନ୍ତ ଫଳାଫଳ ପ୍ରକାଶ କରିବାକୁ କେନ୍ଦ୍ରୀୟ ବୋର୍ଡ କର୍ତ୍ତୃପକ୍ଷ ପଦକ୍ଷେପ ନେବାକୁ ଅଭିଭାବକ ମାନଙ୍କ ମହଲରୁ ମତପ୍ରକାଶ ପାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026

You Might Also Like