-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

କାଲ ବୈଶାଖୀ ପ୍ରଭାବରେ ଘର ଉପରେ ପଡିଲା ଗଛ, ଅଲ୍ପକେ ବର୍ତିଲେ ପରିବାର

16-May-2025



ଅଦିନିଆ ବର୍ଷା ଯୋଗୁ ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସଦର ଗ୍ରାମର କୁମୁଦ ସା ଙ୍କ ଘର ଉପରେ ଗଛ ପଡି ଥିବାବେଳେ ଅଲ୍ପକେ ପରିବାର ଲୋକେ ବର୍ତ୍ତି ଯାଇଛନ୍ତି। ପ୍ରକାଶ ଯେ ଆଜି ମଧ୍ୟାହ୍ନ ୧ ଘଣ୍ଟା ସମୟ ବେଲେ ଅଦିନିଆ ବର୍ଷା ପବନର କାଳ ବୈଶାଖୀ ତାଣ୍ତବ ରଚିଥିଲା। ତାର ପ୍ରଭାବ ରେ ଘର ସମ୍ମୁଖ ରେ ଥିବା ଏକ ବମୁର ଗଛ ଘର ଉପରେ ପଡିଥିଲା। ସେଠୁ ଘର ଭାଙ୍ଗି ପଡିଥିବା ବେଳେ ଘରରେ ଥିବା ଆବଶ୍ଯକ ବିଭିନ୍ନ ସାମଗ୍ରୀ ର କ୍ଷୟକ୍ଷତି ହୋଇଥିଲା। ଘରର ଜଣେ ବିଧବା ମହିଲା ନିଲେନ୍ଦ୍ରି ମେହେର ଙ୍କୁ ଅଲ୍ପ ଆଘାତ ଲାଗିଥିଲା।  ଖବର ପାଇଁ ସିନାପାଲି ବିଡିଓ କାର୍ମି ଓରାମ, ତହସିଲଦାର ଉପାଞ୍ଜଲି ମାଝି, ପିଇଓ ସୁଶାନ୍ତ ବେହେରା ଘରକୁ ପହଞ୍ଚି ତଦନ୍ତ କରିଥିଲେ। ଶ୍ରୀମତି ମେହେର ଙ୍କୁ ଚିକିତ୍ସା ପାଇଁ ସିନାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନେଇଥିବା ବେଳେ ସେ ବର୍ତ୍ତମାନ ଠିକ ଥିବା ଜଣାପଡିଛି।ଏନେଇ ସିନାପାଲି ଦମକଲ ଅଧିକାରୀ ଖବର ଯାଣିଲାପରେ ତୁରନ୍ତ ଏକ ଦମକଲ ଟିମ ପହଞ୍ଚି ଗଛ କାଟି  ସ୍ଥିତି ସୁଧାରି ଥିଲେ। ତାଙ୍କ ଏଭଳି କାମ ଦେଖି ଲୋକେ ପ୍ରସଂଶା ମଧ୍ଯ କରିଥିଲେ। 
ପ୍ରାପ୍ତ ଖବର ଅନୁସାରେ ସିନାପାଲି ବାସିନ୍ଦା ଟେକ ମେହେର (୭୦) କିଛି ବର୍ଷ ହେଲା ତାଙ୍କ ସ୍ତ୍ରୀ, ପୁଅର ମ୍ରୁତ୍ୟୁ ପରେ ବୋହୂ ଓ ନାତି ଙ୍କୁ ନେଇ ଭଡା ଘରେ ବସବାସ କରୁଛନ୍ତି। ତାଙ୍କ ଘର ଖଣ୍ତିଏ ଏଯାଏଁ ନାହିଁ। ହେଲେ ଆଜି କାଳ ବୈଶାଖୀ ପ୍ରଭାବ ରେ ରହୁଥିବା ଭଟା ଘରେ ଗଛପଡି ଘର ଭାଙ୍ଗି ଯାଇଛି। ବର୍ତ୍ତମାନ ସେମାନଙ୍କ ରହିବା ପାଇଁ ସ୍ଥାୟୀ ବ୍ୟବସ୍ଥା ନଥିବା ବେଳେ ପରିବାର ଲୋକେ ସରକାରୀ ସହାୟତା ପାଇଁ ନିବେଦନ କରୁଛନ୍ତି। ସିନାପାଲି ବିଡିଓ ତଦନ୍ତ ରେ ଯାଇଥିବା ବେଳେ ଆବଶ୍ଯକ କାଗଜପତ୍ର ପ୍ରଦାନ କଲେ ପକ୍କାଘର ପ୍ରଦାନ କରାଯିବ ବୋଲି ପ୍ରତିସ୍ରୁତି ଦେଇଛନ୍ତି। ଏନେଇ ବ୍ଲକ ତଥା ଜିଲ୍ଲା ପ୍ରଶାସନ ତୁରନ୍ତ ଦୁଷ୍ଟିଦେଇ ଉଚିତ୍ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣ ରେ ଦାବୀ ହେଉଛି।

[ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେର ରିପୋର୍ଟ]


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like