-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ସିନାପାଲି ପଞ୍ଚାୟତରେ ବିନା ସୂଚନା ଫଳକରେ ଚାଲିଛି ଲକ୍ଷଲକ୍ଷ ଟଙ୍କାର ଉନ୍ନୟନମୂଳକ କାର୍ଯ୍ୟ ।

16-May-2025



(ଚିନ୍ତାମଣି ନେତାମ)
ନୂଆପଡ଼ା ଜିଲ୍ଲା ସଦର ସିନାପାଲି ରେ ଚାଲିଛି ଲକ୍ଷାଧ୍ଵକ ଟଙ୍କାର ଉନ୍ନୟନମୂଳକ କାର୍ଯ୍ୟ । କାର୍ଯ୍ୟ ଚାଲୁ ରହିଥିଲେ ମଧ୍ୟ କୌଣସି ନିର୍ମାଣ ସୁଳରେ କାମ ନେଇ ସୂଚନା ଫଳକ ଟିଏ ନଥ‌ିବା ଦେଖିବାକୁ ମିଳିଛି । ସରକାରଙ୍କ ନିୟମ ଅନୁସାରେ ଯେଉଁ ଠାରେ ମଧ୍ୟ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି, ସେଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଫଳକ ଲଗାଇବା ବାଧ୍ୟତାମୂଳକ ରହିଛି। କିନ୍ତୁ ସିନାପାଲିରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।ପ୍ରାପ୍ତ ଖବର ଅନୁଯାୟୀ ସଦର ପଞ୍ଚାୟତର ବ୍ଲକ୍ କଲୋନି ରୁହାଇସ୍କୁଲ ପର୍ଯ୍ୟନ୍ତ ପେପର ବ୍ଲକ୍ କାର୍ଯ୍ୟ ଅଟକଳ ପରିମାଣର୧୦ଲକ୍ଷ, ଗୁଡ଼ିଆ ଛକ୍ ରୁ ସା ପଡ଼ା ପର୍ଯ୍ୟନ୍ତ ସିସି ରୋଡ଼, ଡେଲିମାର୍କେଟ୍ ପାଖରେ ଶୌଚାଳୟ ନିର୍ମାଣ,ବ୍ଲକ୍ କଲୋନୀ ପଛପଟେ୫ଲକ୍ଷ ଟଙ୍କାର ବସ୍ ଷ୍ଟପ,ସେଣ୍ଟର ୟୁପି ସ୍କୁଲ୍ ଠାରେ କ୍ଲାସ ରୁମ୍
ତିଆରି, ଟିଚର କମୁଚ୍ୟୁଟି ହଲ ଅଧା ପହତରିଆ କରି ବିନା ସୂଚନାଫଳକ ରେ ୧୦ ଲକ୍ଷ ଖାଇ ଯାଇଥିବା ମଧ୍ୟ ସାମ୍ନା କୁ ଆସିଛି। ଏଭଳିଅନେକ ସ୍ଥାନରେ ନିର୍ମାଣ କାର୍ଯ୍ୟ ଚାଲୁ ରହିଥିବା ବେଳେ ସେଠାରେକୌଣସି ସୂଚନା ଫଳକ ଲଗା ଯାଇ ନାହିଁ।  ସେହିପରି  ସିନାପାଲି ସଦର ନିକଟ  ବାହାଲପଡାର ସନ୍ତୋଷ. ମେହେର  ଘର ଠାରୁ  ସି ସି ରୋଡ଼   ଚାରି ଲକ୍ଷ ଟଙ୍କାର କାମ  ବିନା ସୂଚନା ଫଳକରେ  କାର୍ଯ୍ୟ ଓ  ପ୍ରାଇଭେଟ ଜାଗାରେ  ନିମ୍ନ ମାନର କାର୍ଯ୍ୟ  ହୋଇଛି ବୋଲି  ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି  lଫଳରେ ଜନସାଧାରଣଏହି କାର୍ଯ୍ୟ କେଉଁ ବିଭାଗୀୟ ଓ ଅଟକଳ ପାଣ୍ଠି କେତେ, କାର୍ଯ୍ୟକେବେ ଆରମ୍ଭ ହୋଇଛି ଓ କେଉଁ ଠିକାଦାର ଦ୍ବାରା କରା ଯାଉଛିତାହା ଜାଣି ପାରୁନାହାଁନ୍ତି। ଯାହାକି ପ୍ରଶାସନ ପକ୍ଷରୁ ଏସବୁ ତଥ୍ୟକାର୍ଯ୍ୟ ସ୍ଥଳରେ ସୂଚନା ଫଳକ ମାଧ୍ୟମରେ ସାର୍ବଜନୀନ କରିବା କଥା କିନ୍ତୁ ବିଭାଗୀୟ ଅଧିକାରୀ ଙ୍କ ଏଭଳି ମନମୁଖୀକୁ ନେଇ ସରକାରୀ ନିୟମକୁ ଖାତିର କରୁନଥିବା ସହଜେ ଜଣାପଡୁଛି। ପ୍ରାପ୍ତ ସୂଚନା ମୁତାବକ ଏହି କାର୍ଯ୍ୟକୁ ସିନାପାଲି ପଞ୍ଚାୟତ ଦାୟିତ୍ବରେ ଥ‌ିବା କନିଷ୍ଠଯତ୍ନୀ ମୀନାକ୍ଷି ମିଶ୍ର ତଦାରଖ କରୁଛନ୍ତି। ହେଲେ ଏଭଳି ସରକାରୀନିୟମକୁ ଫୁ କରି କିଭଳି ତଦାରଖ କରୁଛନ୍ତି ତାହା ସୃଷ୍ଟ ପ୍ରମାଣିତକରୁଛି। କୌଣସି କାର୍ଯ୍ୟ ସ୍ଥଳରେ ସୂଚନା ଫଳକ ନଥିବାରୁ ଯନ୍ତ୍ରୀଶ୍ରୀମତୀ ମିଶ୍ରଙ୍କ କାର୍ଯ୍ୟକଳାପ ପ୍ରତି ସନ୍ଦେହ ହେଉଛି। କାର୍ଯ୍ୟସ୍ଥଳରେ ଯତ୍ନୀ ଉପସ୍ଥିତ ରହୁଛନ୍ତି ନା ନାହିଁ ତାହା ମଧ୍ୟ ସନ୍ଦେହହେଉଛି। ଏନେଇ ଲୋକଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇବା ସହବୁଦ୍ଧିଯିବି ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ଏଥୁ ପ୍ରତି ଜିଲ୍ଲାପ୍ରଶାସନ ଦୃଷ୍ଟି ଦେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like