-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ରାଜ୍ୟ

ଛତ୍ରଦାଣ୍ଡି ଓ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ ମାଓଆଡ୍ଡା ଠାବ, ବିପୁଳ ମାଓ ସାମଗ୍ରୀ ଜବତ୍ କଲା ପୋଲିସ

16-May-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଛତ୍ରଦାଣ୍ଡି ସଂରକ୍ଷିତ ଜଙ୍ଗଲ ଓ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ ମାଓବାଦୀ ମାନଙ୍କ ଗତିବିଧି ଥିବା କୌଣସି ବିଶ୍ୱସ ସୂତ୍ରରୁ ଖବର ପାଇ ଆଜି ମାଓବାଦୀ କ୍ୟାମ୍ପ ଉପରେ ବଲାଙ୍ଗୀର, ଲାଠୋର, ତୁରେକେଲା ଓ ଖପ୍ରାଖୋଲ ପୋଲିସର ମିଳିତ ଚଢ଼ଉ ହୋଇଥିଲା । ବଲାଙ୍ଗୀର ପୋଲିସର ଦୁଇଟି ଡିଭିଏଫ୍ ୟୁନିଟ ଦ୍ୱାର ପରିଚାଳିତ କୁମ୍ବିଂ ଅପରେସନ୍ ବେଳେ ମାଉବାଦୀ ମାନଙ୍କ ଦୁଇଟି ଆଡ୍ଡା ଉପରେ ପୋଲିସ ଚଢ଼ଉ କରି ବିପୁଳ ମାଓସାମଗ୍ରୀ ଜବତ କରିଛି ।  ଡିଟୋନେଟର, ଡିଟୋନେଟର ତିଆରି କରିବା ପାଇଁ ବିସ୍ଫୋରକ ସାମଗ୍ରୀ, ରେଡିଓ, ବିଦ୍ୟୁତ ତାର, ସୋଲାର ପ୍ଲେଟ୍‌, ରନ୍ଧନ ସାମଗ୍ରୀ , ଅଫୁଟା ଗୁଳି, ଖବରକାଗଜ, ମାଓ ସଂପର୍କିତ ପତ୍ରପତ୍ରିକା, ମାଓ ପେଣ୍ଟସାର୍ଟ , ମାଓ ବ୍ୟାନର୍ ଓ  ମାଓବାଦୀ ମାନଙ୍କ ଦ୍ୱାରା ନିତ୍ୟବ୍ୟବହାର୍ଯ୍ୟ ଅନେକ ସାମଗ୍ରୀ ଜବତ କରିଛି ପୋଲିସ । କୁମ୍ବିଂ ଅପରେସନରେ ତୁରେକେଲା ଆଇଆଇସି ଶ୍ରୀ ଆର୍‌.କେ. ସାହୁ, ଏସ୍‌ଆଇ ଶ୍ରୀ ଏନ୍‌. ଛତ୍ରା ଓ ଶ୍ରୀ ଆର୍‌.କେ ବେହେରା ସାମିଲ ଥିଲେ । ଆଜି ସ୍ଥାନୀୟ ରିଜର୍ଭ ପୋଲିସ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଲନୀରେ ଏହି ସୂଚନା ଦେଇଛନ୍ତି ବଲାଙ୍ଗୀର ଏସ୍‌ପି ଅଭିଳାଷ ଜୀ । ଜିଲ୍ଲାରେ ଚାଲିଥିବା ଏକ ବଡଧରଣର ମାଓ କେମ୍ପକୁ ପଲିସ ଧ୍ୱଂସ କରିବାରେ ସଫଳ ହୋଇଛି ଯାହା ବଲାଙ୍ଗୀର ପୋଲିସର ମନୋବଳକୁ ବଢ଼ାଇ ଥିବା ବେଳେ ଜଙ୍ଗଲରୁ ମାଓବାଦୀ ମାନେ ଏକପ୍ରକାର ଛତ୍ରଭଙ୍ଗ ଦେଇଥିବା ଦେଖିବାକୁ ମିଳିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like