-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||     

HOME   ଜିଲ୍ଲା

ବାଲିଆପାଳ ଛକରେ ଜଳଛତ୍ର

16-May-2025



ବରୀ(ରଞ୍ଜିତ ମହାନ୍ତି): ବରୀ ବରୁଆ ମୁଖ୍ୟ ଗମନାଗମନ ରାସ୍ତାର ବାଲିଆପାଳ ଛକ ଠାରେ ବିଧାନଚନ୍ଦ୍ର କାଡେମୀ ୧୯୮୧ ଛାତ୍ରୀ ବ୍ୟାଚର ଛାତ୍ର ବାଲିଆପାଳ ଛକ ଅଟେl ୟୁ ନିଅନ ମିଳିତ ସହ‌ଯୋଗରେ ଗତ ଏକ ମାସ ଧରି ଚାଲିଥିବା ଜଳ ଛତ୍ର କେନ୍ଦ୍ର ଆଜି ଶେଷ ହେଉଛି। ଏହି ଜଳଛତ୍ର ପବିତ୍ର ପଣ।ସଂକ୍ରାନ୍ତି ଠାରୁ ଆରମ୍ଭ ହେlଇ ଉଠାସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିଥିଲା ବୋହୁ ବାଟେଇ ଓ ପଥଚାରୀ ଜଳଛତ୍ର କେନ୍ଦ୍ର ରେ ପହଁଚି ତୃଷ୍ଣା ମେଣ୍ଟାଇ ଥିଲେ । କାର୍ଯ୍ୟକ୍ରମକୁ ସଭାପତି ରବୀନ୍ଦ୍ର ନାଥ ମିଶ୍ର, ଉପସଭାପତି ଅଶୋକ ମିଶ୍ର, ସମ୍ପାଦକ ହିମାଂଶୁ ଶେଖର ସାମଲ,ସହସମ୍ପାଦକ ଗୋପାଳ ଚନ୍ଦ୍ର ଦାସ, କୋଷାଧ୍ୟକ୍ଷ ଭରତ ଚନ୍ଦ୍ର ପାତ୍ର ମହିଳାସଂଯୋଜକ ଭାବେ ଜୟନ୍ତି ଦାସ, ସତ୍ୟଭାମା ଦାସ, ସଂଯୋଜକ ସୁବାସ ଚନ୍ଦ୍ର ମଲ୍ଲିକ, ଅରୁଣ କୁମାର ଦାସ, ବିଜୟ କୁମାର ଦାସ, ବିଶ୍ବନାଥ ସ୍ୱାଇଁ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ହେlଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026

You Might Also Like