-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||     

HOME   ଜିଲ୍ଲା

ବିଏସଏଫ ଏବଂ ପୋଲିସକୁ ବଡ ସଫଳତା: ଆନ୍ଧ୍ର-ଓଡିଶା ସୀମାନ୍ତ ଗୋମ୍ଫାକୋଣ୍ଡା ଜଙ୍ଗଲରୁ ବିପୁଳ ବିସ୍ଫୋରକ-ଆଇଇଡି ଜବତ

21-Jan-2021



ମାଲକାନଗିରି (ପ୍ରେରଣା ଖବର ବ୍ୟୁରୋ) : ଗତ କିଛି ଦିନ ହେବ ମାଲକାନଗିରିରେ ମାଓବାଦୀଙ୍କ ଗତିବିଧିକୁ ଦୃଷ୍ଟିରେ ରଖି ପୋଲିସ  ଓ ଯବାନଙ୍କ ମିଳିତ ସମନ୍ଵୟରେ ଅପରେସନ ଆରମ୍ଭ ହୋଇଛି। ଏହି ମାଓବାଦୀ ବିରୋଧୀ ଅଭିଯାନରେ ଗୁରୁବାର ଯବାନଙ୍କୁ ବଡ ସଫଳତା ମିଳିଛି । ସୀମା ସୁରକ୍ଷାବଳ ଓ ମାଲକାନଗିରି ଜିଲ୍ଲା ପୋଲିସ ମିଳିତ ଅପରେସନରେ ବହୁ ପରିମାଣରେ ବିସ୍ଫୋରକ, ଆଇଇଡି ଏବଂ ଅନ୍ୟ ମାଓବାଦୀ ଉପକରଣ ଜବତ ହୋଇଛି।  

ସୂଚନା ଅନୁଯାୟୀ, ଗୁଇନ୍ଦା ତଥ୍ୟ ମିଳିବା ପରେ ଗୁରୁବାର ସକାଳେ ପୋଲିସ ଓ ଯବାନଙ୍କ ଦ୍ଵାରା ଓଡିଶା- ଆନ୍ଧ୍ର ପ୍ରଦେଶ ସୀମାନ୍ତ ବୋଡିଗେଟ୍ଟାର ଗୋମ୍ଫାକୋଣ୍ଡା ସଂରକ୍ଷିତ ଜଙ୍ଗଲରେ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ବହୁ ପରିମାଣରେ ମାଓବାଦୀ ସଂପର୍କିତ ସାମଗ୍ରୀ ସହିତ ବିସ୍ଫୋରକ, ଆଇଇଟି, ଗେଲଟିନ ଷ୍ଟିକ୍ସ, ଡିଟୋନେଟର, ବବି ଟ୍ରାମ୍ସ ଆଦି ଜବତ ହୋଇଛି। ଏହା ପରେ ଯବାନ ମାଲକାନଗିରିର କାଲିମେଳା ଥାନା ଅନ୍ତର୍ଗତ ଗୋମ୍ଫାକୋଣ୍ଟା ସଂରକ୍ଷିତ ଜଙ୍ଗଲ ସ୍ଥିତ ମାରିଗେଟା ଗାଁ ନିକଟରେ ବିସ୍ଫୋରକକୁ ନିଷ୍କ୍ରିୟ କରିଛନ୍ତି।

ମାଓ ପ୍ରଭାବିତ ଅଞ୍ଚଳରେ ସୁରକ୍ଷାବଳ ଏବେ ସତର୍କ ରହିବା ସହିତ ସ୍ଥାନୀୟ ନିବାସୀଙ୍କ ସୁରକ୍ଷାରେ ନିୟୋଜିତ ଅଛନ୍ତି। ଏହି ପ୍ରୟାସରେ ଆଜି ଯବାନ ଏବଂ ସ୍ଥାନୀୟ ପୋଲିସକୁ ସଫଳତା ମିଳିଛି। ଏହି ଅପରେସନରେ ବିଏସଏଫର ୭୬ ବୋଡିଗେଟ୍ଟା ବାଟାଲିୟନ ଓ ଜିଲ୍ଲା ପୋଲିସ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026

You Might Also Like