ରିପୋର୍ଟ: ସୁପ୍ରିୟା ଷଡଙ୍ଗୀ 

ରାୟଗଡ-ରାୟଗଡ   ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା  ପ୍ରସ୍ତୁତି ବୈଠକ ଆଜି ରାୟଗଡ  ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟୱରୀଙ୍କ ଅଧ୍ୟକ୍ଷତାରେ  ସ୍ଥାନୀୟ ଜିଲ୍ଲା ପରିଷଦ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି l 

 ଏହି ବୈଠକରେ ମାନ୍ୟବର ରାୟଗଡ, ବିଧାୟକ, କାଡ୍ରାକ ଅlପ୍ପlଲସ୍ୱାମୀ ଅତିରିକ୍ତ ଜିଲ୍ଲାପାଳ, ନବୀନ ଚନ୍ଦ୍ର ନାଏକ, ପିଏ ଆଇଟିଡିଏ ଚନ୍ଦ୍ରକାନ୍ତ ମାଝୀ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ମନୋଜ କୁମାର ନାହାକ,ସମସ୍ତ ତହସିଲଦାର,  ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦାନ କରି ଆଗାମୀ ଦିନ ମାନଙ୍କରେ ସମ୍ଭlବ୍ୟ ପ୍ରାକୃତିକ ବିପର୍ଯୟ ମୁକାବିଲା ନିମନ୍ତେ ପ୍ରସ୍ତୁତି ରହିବା  ଉପରେ ଆଲୋଚନା କରିଥିଲେ l ମାନ୍ୟବର ବିଧାୟକ ନିଜର ବକ୍ତବ୍ୟରେ କହିଲେ ଯେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମସ୍ତେ ଏକଜୁଟ ହୋଇ ମୁକାବିଲା କରିବାକୁ ପଡିବ  ସେଥି ପାଇଁ ଆଗୁଆ ସତର୍କତା ଅବଲମ୍ବନ କରିବାକୁ ପଡିବ ବୋଲି ବିଭାଗୀୟ ଅଧିକାରୀ ମାନଙ୍କୁ କହିଥିଲେ l ପୌରନିର୍ବାହୀ ଅଧିକାରୀ ମାନେ ବସ୍ତି ଅଂଚଳ ଚିନ୍ନଟ କରି ସେମାନଙ୍କ ସୁରକ୍ଷା ନିମନ୍ତେ କାମ କରିବାକୁ କହିଥିଲେ l ମଶା ପ୍ରାଦୁର୍ଭାବକୁ ରୋକିବା ନିମନ୍ତେ ନିୟମିତ ଔଷଧ ଛିଞ୍ଚନ ଓ ଘଡଘଡି  ଚଡଚଡ଼ିର ପ୍ରକୋପ ହ୍ରାସ ପାଇଁ ତାଳ ଗଛ ଲଗାଇବା ପାଇଁ ଅନୁରୋଧ କରିଥିଲେ । ଏହି ବୈଠକରେ ବିଶେଷ କରି ବର୍ଷାଦିନେ ସମ୍ବାବ୍ୟ ବନ୍ୟା ଓ ବତ୍ୟାର କିପରି ମୁକାବିଲା କରାଯାଇପାରିବ ସେଥିନିମନ୍ତେ ବିସ୍ତ୍ରୁତଭାବେ ଆଲୋଚନା କରିଥିଲେ l ଜିଲ୍ଲାର ପ୍ରମୁଖ ନଦୀବନ୍ଧ ଯଥା ନାଗାବଳି, ବଂଶଧାରାନଦୀଜଳ ପ୍ରବାହିତ ନଦୀବନ୍ଧ ଗୁଡିକର ସ୍ଥିତି ସଂପୃକ୍ତ ଵିଭାଗୀୟ ଅଧିକାରୀ ମାନଙ୍କ ଠାରୁ ପଚାରି ବୁଝିଥିଲେ l ଦୁର୍ବଳ ନଦୀବନ୍ଧ ଗୁଡ଼ିକର ଚିହ୍ନଟ କରି ତୁରନ୍ତ ବର୍ଷା ଦିନ ପୂର୍ବରୁ ମରାମତି କରିବାକୁ  ଜିଲ୍ଲାପାଳ  ନିର୍ଦ୍ଧେଶ ଦେଇଥିଲେ l ବିଡ଼ିଓ ତହସିଲଦାର ମାନେ ପ୍ରତ୍ୟକ ବ୍ଲକ ସ୍ତରରେ ପ୍ରସ୍ତୁତି ରହିବାକୁ ବୈଠକ କରିବେ ଏବଂ ଆସନ୍ତା ୩ଦିନ ମଧ୍ୟରେ  ନିଜ କାର୍ଯ୍ୟାଳୟ ନିୟନ୍ତ୍ରଣ କକ୍ଷର ନୋଡାଲ ଅଧିକାରୀ ଓ ଦୂରଭାଷା ନମ୍ବର ଜିଲ୍ଲା ଜରୁରୀକାଳୀନ କାର୍ଯ୍ୟାଳୟକୁ ଦେବାକୁ ନିର୍ଦ୍ଧେଶ ଦେଲେ l ପାଣିପାଗ ସୂଚନା ନିୟମିତ ଭାବରେ ସମସ୍ତଙ୍କୁ ଅବଗତ କରିବେ ଯାହାଫଳରେ ସମସ୍ତେ ସତର୍କ ହେବ ବୋଲି ଜିଲ୍ଲାପାଳ କହିଥିଲେ l ବିପର୍ଯ୍ୟୟ ସମୟରେ ଖବର ଯୋଗାଯୋଗ ସ୍ଥାପନ ନିମନ୍ତେ  ପୋଲିସ ଓ ଟେଲିଫୋନ ବିଭାଗକୁ ଅସ୍ଥାୟୀ ବେତାର ଵ୍ୟଵସ୍ଥା କରିବl ପାଇଁ କୁହାଯlଇଛି l ବନ୍ୟା ସମୟରେ ନଦୀ ଘାଟରେ ଯାତାୟାତ ନିମନ୍ତେ ଡ଼ଙ୍ଗା ବ୍ୟବସ୍ଥା କରିବାକୁ ବନ୍ୟା ପ୍ରବଣ ବ୍ଲକ ବିଡ଼ିଓ, ତହସିଲଦାର ମlନଙ୍କୁ ନିର୍ଦ୍ଧେଶ ଦିଆଯାଇଛି l
ବନ୍ୟା ପ୍ରବଣ ଅଂଚଳ ଗୁଡିକରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା-ଚାଉଳ,ଚୂଡ଼ା,ଗୁଡ,ବିସ୍କୁଟ, ମହମବତୀ,କିରାସିନି  ଆଦି ଶୁଖିଲା ଖାଦ୍ୟ ଆଗୁଆ ମହଜୁଦ ରଖିବାକୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ  ନିର୍ଦ୍ଧେଶ ଦେଇଛନ୍ତି l ଏହି ସମୟରେ ବିଶୁଦ୍ଧ ପାନୀୟଜଳ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ  ଗ୍ରାମୀୟ ଜଳ ଯୋଗାଣ ସଂସ୍ଥା ଓ ଜନସ୍ୱାସ୍ଥ୍ୟ ନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି l  ଦୁର୍ଘମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବା ନିମନ୍ତେ ଆଗୁଆ ଔଷଧ,ସାପକାମୁଡା ନିରକରଣ ଇଂଜେକସନ , ଓଆରଏସ , ହେଲୋଜେନ , ବ୍ଲିଚିଂ ପାଉଡର, କ୍ଲୋରିନ ବଟିକା  ଆଦି ଆଗୁଆ ମହଜୁଦ ରଖିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ  ଜିଲ୍ଲା ପାଳ ନିର୍ଦ୍ଧେଶ ଦେଇଛନ୍ତି l ପ୍ରାଣୀ ଚିକିତ୍ସା ପାଇଁ ମଧ୍ୟ ଆଗୁଆ ବ୍ୟବସ୍ଥା କରିବାକୁ ଜିଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ କୁହାଯାଇଛି l ମେଲେରିଆ, ଡେଙ୍ଗୁ ନିୟନ୍ତ୍ରଣ ପାଇଁ ବର୍ଷାଦିନ ପୂର୍ବରୁ ନାଲନର୍ଦ୍ଦମା ଗୁଡିକର ସଫାସୁତୁରା ଓ ମରାମତି କରିବାକୁ ସଂପୃକ୍ତ ଅଧିକାରୀ ମାନଙ୍କୁ କୁହାଯାଇଛି l ବନ୍ୟା ବାତ୍ୟା ସମୟରେ ଚାଷୀମାନଙ୍କୁ ଆଗୁଆ

"/>

-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ

17-May-2025

ରିପୋର୍ଟ: ସୁପ୍ରିୟା ଷଡଙ୍ଗୀ 

ରାୟଗଡ-ରାୟଗଡ   ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା  ପ୍ରସ୍ତୁତି ବୈଠକ ଆଜି ରାୟଗଡ  ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟୱରୀଙ୍କ ଅଧ୍ୟକ୍ଷତାରେ  ସ୍ଥାନୀୟ ଜିଲ୍ଲା ପରିଷଦ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି l 

 ଏହି ବୈଠକରେ ମାନ୍ୟବର ରାୟଗଡ, ବିଧାୟକ, କାଡ୍ରାକ ଅlପ୍ପlଲସ୍ୱାମୀ ଅତିରିକ୍ତ ଜିଲ୍ଲାପାଳ, ନବୀନ ଚନ୍ଦ୍ର ନାଏକ, ପିଏ ଆଇଟିଡିଏ ଚନ୍ଦ୍ରକାନ୍ତ ମାଝୀ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ମନୋଜ କୁମାର ନାହାକ,ସମସ୍ତ ତହସିଲଦାର,  ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦାନ କରି ଆଗାମୀ ଦିନ ମାନଙ୍କରେ ସମ୍ଭlବ୍ୟ ପ୍ରାକୃତିକ ବିପର୍ଯୟ ମୁକାବିଲା ନିମନ୍ତେ ପ୍ରସ୍ତୁତି ରହିବା  ଉପରେ ଆଲୋଚନା କରିଥିଲେ l ମାନ୍ୟବର ବିଧାୟକ ନିଜର ବକ୍ତବ୍ୟରେ କହିଲେ ଯେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମସ୍ତେ ଏକଜୁଟ ହୋଇ ମୁକାବିଲା କରିବାକୁ ପଡିବ  ସେଥି ପାଇଁ ଆଗୁଆ ସତର୍କତା ଅବଲମ୍ବନ କରିବାକୁ ପଡିବ ବୋଲି ବିଭାଗୀୟ ଅଧିକାରୀ ମାନଙ୍କୁ କହିଥିଲେ l ପୌରନିର୍ବାହୀ ଅଧିକାରୀ ମାନେ ବସ୍ତି ଅଂଚଳ ଚିନ୍ନଟ କରି ସେମାନଙ୍କ ସୁରକ୍ଷା ନିମନ୍ତେ କାମ କରିବାକୁ କହିଥିଲେ l ମଶା ପ୍ରାଦୁର୍ଭାବକୁ ରୋକିବା ନିମନ୍ତେ ନିୟମିତ ଔଷଧ ଛିଞ୍ଚନ ଓ ଘଡଘଡି  ଚଡଚଡ଼ିର ପ୍ରକୋପ ହ୍ରାସ ପାଇଁ ତାଳ ଗଛ ଲଗାଇବା ପାଇଁ ଅନୁରୋଧ କରିଥିଲେ । ଏହି ବୈଠକରେ ବିଶେଷ କରି ବର୍ଷାଦିନେ ସମ୍ବାବ୍ୟ ବନ୍ୟା ଓ ବତ୍ୟାର କିପରି ମୁକାବିଲା କରାଯାଇପାରିବ ସେଥିନିମନ୍ତେ ବିସ୍ତ୍ରୁତଭାବେ ଆଲୋଚନା କରିଥିଲେ l ଜିଲ୍ଲାର ପ୍ରମୁଖ ନଦୀବନ୍ଧ ଯଥା ନାଗାବଳି, ବଂଶଧାରାନଦୀଜଳ ପ୍ରବାହିତ ନଦୀବନ୍ଧ ଗୁଡିକର ସ୍ଥିତି ସଂପୃକ୍ତ ଵିଭାଗୀୟ ଅଧିକାରୀ ମାନଙ୍କ ଠାରୁ ପଚାରି ବୁଝିଥିଲେ l ଦୁର୍ବଳ ନଦୀବନ୍ଧ ଗୁଡ଼ିକର ଚିହ୍ନଟ କରି ତୁରନ୍ତ ବର୍ଷା ଦିନ ପୂର୍ବରୁ ମରାମତି କରିବାକୁ  ଜିଲ୍ଲାପାଳ  ନିର୍ଦ୍ଧେଶ ଦେଇଥିଲେ l ବିଡ଼ିଓ ତହସିଲଦାର ମାନେ ପ୍ରତ୍ୟକ ବ୍ଲକ ସ୍ତରରେ ପ୍ରସ୍ତୁତି ରହିବାକୁ ବୈଠକ କରିବେ ଏବଂ ଆସନ୍ତା ୩ଦିନ ମଧ୍ୟରେ  ନିଜ କାର୍ଯ୍ୟାଳୟ ନିୟନ୍ତ୍ରଣ କକ୍ଷର ନୋଡାଲ ଅଧିକାରୀ ଓ ଦୂରଭାଷା ନମ୍ବର ଜିଲ୍ଲା ଜରୁରୀକାଳୀନ କାର୍ଯ୍ୟାଳୟକୁ ଦେବାକୁ ନିର୍ଦ୍ଧେଶ ଦେଲେ l ପାଣିପାଗ ସୂଚନା ନିୟମିତ ଭାବରେ ସମସ୍ତଙ୍କୁ ଅବଗତ କରିବେ ଯାହାଫଳରେ ସମସ୍ତେ ସତର୍କ ହେବ ବୋଲି ଜିଲ୍ଲାପାଳ କହିଥିଲେ l ବିପର୍ଯ୍ୟୟ ସମୟରେ ଖବର ଯୋଗାଯୋଗ ସ୍ଥାପନ ନିମନ୍ତେ  ପୋଲିସ ଓ ଟେଲିଫୋନ ବିଭାଗକୁ ଅସ୍ଥାୟୀ ବେତାର ଵ୍ୟଵସ୍ଥା କରିବl ପାଇଁ କୁହାଯlଇଛି l ବନ୍ୟା ସମୟରେ ନଦୀ ଘାଟରେ ଯାତାୟାତ ନିମନ୍ତେ ଡ଼ଙ୍ଗା ବ୍ୟବସ୍ଥା କରିବାକୁ ବନ୍ୟା ପ୍ରବଣ ବ୍ଲକ ବିଡ଼ିଓ, ତହସିଲଦାର ମlନଙ୍କୁ ନିର୍ଦ୍ଧେଶ ଦିଆଯାଇଛି l
ବନ୍ୟା ପ୍ରବଣ ଅଂଚଳ ଗୁଡିକରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା-ଚାଉଳ,ଚୂଡ଼ା,ଗୁଡ,ବିସ୍କୁଟ, ମହମବତୀ,କିରାସିନି  ଆଦି ଶୁଖିଲା ଖାଦ୍ୟ ଆଗୁଆ ମହଜୁଦ ରଖିବାକୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ  ନିର୍ଦ୍ଧେଶ ଦେଇଛନ୍ତି l ଏହି ସମୟରେ ବିଶୁଦ୍ଧ ପାନୀୟଜଳ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ  ଗ୍ରାମୀୟ ଜଳ ଯୋଗାଣ ସଂସ୍ଥା ଓ ଜନସ୍ୱାସ୍ଥ୍ୟ ନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି l  ଦୁର୍ଘମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବା ନିମନ୍ତେ ଆଗୁଆ ଔଷଧ,ସାପକାମୁଡା ନିରକରଣ ଇଂଜେକସନ , ଓଆରଏସ , ହେଲୋଜେନ , ବ୍ଲିଚିଂ ପାଉଡର, କ୍ଲୋରିନ ବଟିକା  ଆଦି ଆଗୁଆ ମହଜୁଦ ରଖିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ  ଜିଲ୍ଲା ପାଳ ନିର୍ଦ୍ଧେଶ ଦେଇଛନ୍ତି l ପ୍ରାଣୀ ଚିକିତ୍ସା ପାଇଁ ମଧ୍ୟ ଆଗୁଆ ବ୍ୟବସ୍ଥା କରିବାକୁ ଜିଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ କୁହାଯାଇଛି l ମେଲେରିଆ, ଡେଙ୍ଗୁ ନିୟନ୍ତ୍ରଣ ପାଇଁ ବର୍ଷାଦିନ ପୂର୍ବରୁ ନାଲନର୍ଦ୍ଦମା ଗୁଡିକର ସଫାସୁତୁରା ଓ ମରାମତି କରିବାକୁ ସଂପୃକ୍ତ ଅଧିକାରୀ ମାନଙ୍କୁ କୁହାଯାଇଛି l ବନ୍ୟା ବାତ୍ୟା ସମୟରେ ଚାଷୀମାନଙ୍କୁ ଆଗୁଆ

ସତର୍କ କରିବାକୁ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କୁ ଜିଲାପାଳ କହିଥିଲେ l ବlତ୍ୟା ଆଶ୍ରୟ ସ୍ଥଳି,ବlତ୍ୟା ସମୟରେ ବ୍ୟବହାର ନିମନ୍ତେ ଚିହ୍ନଟ କରାଯାଇ ବିଦ୍ୟାଳୟ ଗୁଡିକର ପ୍ରସ୍ତୁତ ରଖିବାକୁ  ନିର୍ବାହୀ ଅଧିକାରୀ, ଗୋଷ୍ଠି ଉନ୍ନୟନ ଅଧିକାରୀ ମାନଙ୍କୁ ସେହି ଆଶ୍ରୟସ୍ଥଳୀର ଦାୟିତ୍ବସମ୍ପନ୍ନ ଲୋକଙ୍କ ଯୋଗାଯୋଗ ନମ୍ବର ଜିଲ୍ଲା ଜରୁରୀକାଳୀନ କାର୍ଯ୍ୟାଳୟକୁ ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି l ବର୍ଷାମାପ ଯନ୍ତ୍ର  ସାହାଯ୍ୟରେ ବର୍ଷାର ସଠିକ ମାପ କରି ରିପୋର୍ଟ ଦେବାକୁ  ଜିଲ୍ଲାପାଳ  କହିଥିଲେ  l ବର୍ଷାଦିନ ପୂର୍ବରୁ ରାସ୍ତା ଘାଟ, ବିଦ୍ୟୁତ ଯୋଗାଯୋଗ କାର୍ଯ୍ୟ ଗୁଡ଼ିକର ମରାମତି କରିବାକୁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ  ନିର୍ଦ୍ଦେଶ ଦିଆଯାଇଛି l ବନ୍ୟl ବାତ୍ୟା ମୁକାବିଲା ନିମନ୍ତେ ଆବଶ୍ୟକ ଯନ୍ତ୍ରପାତି, ଡ଼ଙ୍ଗା ସହ ପ୍ରସ୍ତୁତି ରହିବାକୁ  ଓଡ୍ରାଫ ଟିମ ଓ ଅଗ୍ନିଶମ ବିଭlଗକୁ  ଜିଲ୍ଲାପାଳ  ନିର୍ଦ୍ଧେଶ ଦେଇଥିଲେ l ଏହା ସହିତ ଜିଲ୍ଲାପାଳ ମହୋଦୟା ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା ମୃତ୍ୟୁପରେ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ସଠିକ ପୋଷ୍ଟ ମର୍ଟମ ରିପୋର୍ଟ ଦେବାକୁ ନିର୍ଦ୍ଧେଶ ଦେଲେ ଯାହାଦ୍ୱାରା ମୃତବ୍ୟକ୍ତିଙ୍କ ପରିବାର ଖୁବଶୀଘ୍ର ସହାୟତା ରାଶି ସରକାରଙ୍କ ତରଫରୁ ପାଇପାରିବେ ।
ଏହି ବୈଠକରେ ବିଭିନ୍ନ ବ୍ଲକର  ତହସିଲଦାର, ଜିଲ୍ଲାସ୍ଥରୀୟ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ଶେଷରେ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାଏକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

News Comment

Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like