କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ବ୍ଲକ ଲଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଜଗତି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଗତ ୧୧ ତାରିଖରୁ ଚାଲିଥିବା   ଚତୁର୍ଥ  ଗନ୍ଧରାଢ଼ୀ  ଲୋକକଳା  ମହୋସବ ଓ ପଲ୍ଲିଶ୍ରୀ ମେଳା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ବିଳମ୍ବିତ ରାତ୍ରିରେ ଉଦଯାପିତ ହୋଇ ଯାଇଛି।   ମହୋତ୍ସବ କମିଟି ସଭାପତି ଅଶୋକ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ  ସାଂସ୍କୃତିକ  ସଭାରେ ମୁଖ୍ୟଅତିଥି ଭାବେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର  ପ୍ରଧାନ,ସମ୍ମାନିତ ଅତିଥି ଭାବେ  ଜିଲ୍ଲା ପରିଷଦ ସଭାପତି ପ୍ରଭାସିନୀ ଦାସ, ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଉପ ଜିଲ୍ଲାପାଳ ପ୍ରବୀଣ   ବ।ଣୁଆ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଅବସରପ୍ରାପ୍ତ ପ୍ରାଧ୍ୟାପକ ଡଃ ଜ୍ୟୋତି ରଞ୍ଜନ ବହିଦାର, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥ,ଫିରିଙ୍ଗିଆ ବ୍ଲକ ଅତିରିକ୍ତ ତହସିଲଦାର ପୃଥ୍ୱୀରାଜ ମହାନନ୍ଦିଆ, ଉଦ୍ୟୋଗପତି

"/>

-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଉଦଯାପିତ ହେଲା ଚତୁର୍ଥ ଗନ୍ଧରାଢ଼ୀ ଲୋକକଳା ମହୋତ୍ସବ: ଲୋକ କଳାକୁ ବଂଚିବା ରାହା ଦେଖାଏ ମହୋତ୍ସବ

17-May-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ବ୍ଲକ ଲଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଜଗତି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଗତ ୧୧ ତାରିଖରୁ ଚାଲିଥିବା   ଚତୁର୍ଥ  ଗନ୍ଧରାଢ଼ୀ  ଲୋକକଳା  ମହୋସବ ଓ ପଲ୍ଲିଶ୍ରୀ ମେଳା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ବିଳମ୍ବିତ ରାତ୍ରିରେ ଉଦଯାପିତ ହୋଇ ଯାଇଛି।   ମହୋତ୍ସବ କମିଟି ସଭାପତି ଅଶୋକ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ  ସାଂସ୍କୃତିକ  ସଭାରେ ମୁଖ୍ୟଅତିଥି ଭାବେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର  ପ୍ରଧାନ,ସମ୍ମାନିତ ଅତିଥି ଭାବେ  ଜିଲ୍ଲା ପରିଷଦ ସଭାପତି ପ୍ରଭାସିନୀ ଦାସ, ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଉପ ଜିଲ୍ଲାପାଳ ପ୍ରବୀଣ   ବ।ଣୁଆ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଅବସରପ୍ରାପ୍ତ ପ୍ରାଧ୍ୟାପକ ଡଃ ଜ୍ୟୋତି ରଞ୍ଜନ ବହିଦାର, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥ,ଫିରିଙ୍ଗିଆ ବ୍ଲକ ଅତିରିକ୍ତ ତହସିଲଦାର ପୃଥ୍ୱୀରାଜ ମହାନନ୍ଦିଆ, ଉଦ୍ୟୋଗପତି

ନୀଳକଣ୍ଠ ମହାନ୍ତି ଯୋଗ ଦେଇ ଅଞ୍ଚଳର ବିକାଶରେ ମହୋତ୍ସବ ଜରୁରୀ, ମହୋତ୍ସବ ଲୋକକଳାକୁ ବଞ୍ଚିବାର ରାହା ଦେଖାଇବା ସହିତ କଳା ପ୍ରଦର୍ଶନର ମାଧ୍ୟମ ହୋଇଥାଏ ବୋଲି ବକ୍ତବ୍ୟରେ କହିଥିଲେ। ମହୋତ୍ସବ  କେବଳ ମନରଞ୍ଜନ ଦିଏ ନାହିଁ, ନୂତନ କଳାକାର ସୃଷ୍ଟି କରିବାରେ ସହାୟକ ହୋଇଥାଏ ବୋଲି ଅତିଥିମାନେ ତାଙ୍କ  ବକ୍ତବ୍ୟରେ କହିଥିଲେ   ।  ଉପ ସଭାପତି ମନୋରଞ୍ଜନ ପୁରୋହିତ   ଅତିଥି ପରିଚୟ  ଓ ଶମ୍ଭୁ  ଗିରି ସମ୍ପାଦକୀୟ ବିବରଣୀ ପାଠ କରିଥିଲେ  l   ଶିକ୍ଷକ ବସନ୍ତ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ସହ ସମ୍ପାଦକ ସ୍ୱାଧୀନ କୁମାର ପ୍ରଧାନ    ଧନ୍ୟବାଦ ଅର୍ପଣ  କରିଥିଲେ।ଏହି ଅବସରରେ ଅତିଥିମାନଙ୍କୁ 'ଗନ୍ଧରାଡ଼ି 'ସ୍ମରଣିକା ପ୍ରଦାନ କରାଯାଇଥିଲା। ପରେ ବିଭିନ୍ନ ସାଂସ୍କୃତିକ ଦଳ ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ମାନପତ୍ର ଓ ଉପଢୌକନ ଦେଇ  ଅତିଥି ମାନେ ସମ୍ମାନିତ କରିଥିଲେ।ଏହି ଅବସରରେ ସ୍ଥାନୀୟ ଛାତ୍ରୀଛାତ୍ର ଓ କଳାକାରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।ରସ ଜାମୁଡାଲି  ସମ୍ବଲପୁରୀ ଗୀତର ତାଳେ ତାଳେ ଦର୍ଶକ ନାଚିଥିଲେ । ଲୋକ ମହୋତ୍ସବକୁ  ଆର୍କଷଣୀୟ କରିବାକୁ ମୀନାବଜାର ପଡିଥିବାବେଳେ  ବେଳେ ଦର୍ଶକ ବୁଲି ବୁଲି  ଖାଦ୍ୟ ଷ୍ଟଲର ମଜ୍ଜା ନେଇଥିଲେ ।ଜହ୍ନ।ପଙ୍କ  ସରସ୍ବତୀ ଶିଶୁ ମନ୍ଦିର, ଜହ୍ନପଙ୍କ ସରକାରୀ ଉଚ୍ଚ ବିଦ୍ୟାଳୟ, ଜଗତି ସରକାରୀ ଉଚ୍ଚ ବିଦ୍ୟାଳୟ, କମିରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଲଷ୍ମୀପ୍ରସାଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଓଡିଶା ଷ୍ଟେଟ ବ୍ରିଗେଡ ସ୍କୁଲ ର ଛାତ୍ର ଛାତ୍ରୀ ସହିତ ଗେହ୍ଲା ମା  କଳାନିକେତନ ଓ ପ୍ରଣାମ  ବୌଦ୍ଧ  ମଧ୍ୟରାତ୍ରି ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ସାଂସ୍କୃତିକ ମଞ୍ଚକୁ ଜଗନ୍ନାଥ ସାହୁ,ସୁରେନ୍ଦ୍ର କର୍ଣ୍ଣ, ଶ୍ରଦ୍ଧାଞ୍ଜଳି ସାହୁ  ଓ ସିମରନ ମହାପାତ୍ର  ପରିଚାଳନା କରିଥିଲେ ।ପ୍ରତିକୂଳ ପାଗ ସତ୍ୱେ କାର୍ଯ୍ୟକ୍ରମକୁ ହଜାର ହଜାର ଦର୍ଶକ ମଧ୍ୟରାତ୍ରି ପର୍ଯ୍ୟନ୍ତ ଉପଭୋଗ

କରିଥିଲେ।ସାଂସ୍କୃତିକ କାର୍ଯ୍ୟକ୍ରମକୁ ଶିକ୍ଷକ ଶବର ସେଠି, ସଂଗୀତ ନିର୍ଦେଶକ ବ୍ରହ୍ମା କୁମ୍ଭାର ଓ ସାଥି ପାଞ୍ଚଦିନ ଧରି ଚାଲିଥିବା ଏହି ମହୋତ୍ସବରେ ଉପ ସଭାପତି ବିଦ୍ୟାଧର ସ୍ୱାଇଁ, ପ୍ରଭାତ ପ୍ରଧାନ, ମନୋଜ ଗୁରୁ, ଆଦି ଜେନା, ଅକ୍ଷୟ କୁମାର ସ୍ୱାଇଁ, ଅଭେଦା କଲତା, ଜୟଦେବ କଲତା, ସ୍ଵପ୍ନେଶ୍ଵର ମହାନ୍ତି, ମୋହନ କୁମାର ସାହୁ, ଅର୍ଥ କମିଟିର ଅଧ୍ୟକ୍ଷ ଗଜେନ୍ଦ୍ର ବାରିକ, ପ୍ରଚାର ପ୍ରସାର କମିଟିର ଅଧ୍ୟକ୍ଷ ସୁଧାଂଶୁ ଶେଖର ମିଶ୍ର, ଜଗତି ଗ୍ରାମବାସୀ ସମେତ ଆଖ ପାଖ ଅଞ୍ଚଳବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like