-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||     

HOME   ଜିଲ୍ଲା

ମିଳିତ ଶିକ୍ଷକ ସଂଘ ପକ୍ଷରୁ ଏକ ବିଶାଳ ରାଲି

17-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଶନିବାର ଦିନ ବିଜେପୁର ମିଳିତ ପ୍ରାଥମିକ ଶିକ୍ଷକ ସଂଘ ତରଫ ରୁ ଏକ ବିଶାଳ ରାଲି ମାଧ୍ୟମରେ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଓ ଶିକ୍ଷା ସଚିବ ଙ୍କୁ ଗୋଷ୍ଠୀ ଶିକ୍ଷାଧିକାରୀ ବିଜେପୁରଙ୍କ ଜରିଆରେ ଏବଂ ମାନ୍ୟବର ବିଜେପୁର ବିଧାୟକଙ୍କୁ ତାଙ୍କ ବାସଭବନରେ ଦାବି ପତ୍ର ପ୍ରଦାନ କରାଯାଇଛି।ଗତ ତା ୦୩/୦୫/୨୫ରିଖ ଗଣଶିକ୍ଷା ବିଭାଗ ତରଫରୁ ହୋଇଥିବା ଚିଠି ସଂଖ୍ୟା ୧୨୬୩୭/SME ଅନୁଯାୟୀ ପଦୋନ୍ନତି କ୍ଷେତ୍ରରେ OTET କୁ ବାଧ୍ୟତାମୂଳକ କରାଯାଇଛି |ପୂର୍ବରୁ ସରକାରଙ୍କ ବିଭିନ୍ନ ଚିଠି ଅନୁସାରେ ତା ୧୧/୦୨/୨୦୧୧ପୂର୍ବରୁ ନିଯୁକ୍ତ ଶିକ୍ଷକଙ୍କୁ OTET ଦରକାର ନଥିଲା ବେଳେ ଏବେ OTET ବାହାନାରେ ପଦୋନ୍ନତିରୁ ଶିକ୍ଷକଙ୍କୁ ବଞ୍ଚିତ କରାନଯାଉ |ଏଣୁ ସରକାରଙ୍କ ତରଫରୁ ଗତ ୦୩/୦୫/୨୫ ତାରିଖ ରେ ହୋଇଥିବା ଚିଠିକୁ ପ୍ରତ୍ୟାହାର କରିବା ପାଇଁ ଅନୁରୋଧ କରାଯାଇଛି | ଦାବିପତ୍ର ପ୍ରଦାନ ସମୟରେ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ସନ୍ତୋଷ ବାଗ, ସମ୍ପାଦକ ସୌମ୍ୟ ରଞ୍ଜନ ପଧାନ, ସହ ସମ୍ପାଦକ ରାଜେଶ ସାହୁ, କୋଷାଧକ୍ଷ ଶଶିଭୂଷଣ ସାହୁ ଙ୍କ ସମେତ ଶତାଧିକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ଏହାକୁ ପ୍ରତ୍ୟାହୃତ ନ କଲେ ଆଗାମୀଦିନରେ ଏହାର ବିରୋଧରେ ସଂଘ ତରଫରୁ ଆନ୍ଦୋଳନ ର ପନ୍ଥା ଗ୍ରହଣ କରିବାକୁ ସ୍ଥିର କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026

You Might Also Like