-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ଉଚ୍ଚ ରକ୍ତଚାପ ଦିବସ ପାଳିତ

17-May-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ତାଲିମ ଗୃହ ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ଉଚ୍ଚ ରକ୍ତଚାପ ଦିବସ-୨୦୨୫ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରି ସୁବର୍ଣ୍ଣପୁର ଡ଼ା ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ  ଉଚ୍ଚ ରକ୍ତଚାପ ରୋଗ ର କାରଣ ଓ ନିରାକରଣ ଉପରେ ଆଲୋଚନା କରି ରକ୍ତ ଚାପ ଜନିତ ମୃତ୍ୟୁହାରକୁ କମ୍ କରିବା ଉପରେ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅଧୀକ୍ଷକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡ଼ା ଦୁର୍ଗା ଦତ୍ତ ଦାସ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା ମନୋଜ କୁମାର ଅଦାବର ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (VBD) ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ , ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ,  ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଶ୍ରୀ ରୂପକ କୁମାର ମହାପାତ୍ର  ଜିଲ୍ଲା ସ୍ବାସ୍ଥ୍ୟ ମିଶନ,ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ର ର ଅଧୀକ୍ଷକ ସ୍ମିତାଶ୍ରୀ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଉକ୍ତ ଦିବସ ର ସ୍ଲୋଗାନ, ସନ୍ତୁଳିତ ଖାଦ୍ୟ, ଉତ୍ତମ ଜୀବନ ଶୈଳୀ, ନିଶା ଯୁକ୍ତ ଖାଦ୍ୟ ରୁ ବିରତ ହୋଇ ଶାରୀରିକ ପରିଶ୍ରମ କରିବା ଓ ନିୟମିତ ରକ୍ତଚାପ ପରୀକ୍ଷା କରାଇ ଡାକ୍ତର ଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିବା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ. ଉଚ୍ଚ ରକ୍ତଚାପ ଜନିତ ମୃତୃ ହାର କୁ ନିହାତି ହ୍ରାସ କରି ସୁସ୍ଥ ସୁନ୍ଦର ସମାଜ ଗଠନ ସମ୍ଭବ ହୋଇ ପାରିବା ଉପରେ ଆଲୋକପାତ କରିଥିଲେ ।  ଅତିଥି ବୃନ୍ଦ ଡ୍ରଇଂ ଓ କୁଇଜ୍ ପ୍ରତିଯୋଗୀ ୧୦ ଜଣ ଙ୍କୁ ପୁରସ୍କୃତ କରିଥିଲେ।
ଉକ୍ତ ସଭାରେ ନର୍ସିଂ ସ୍କୁଲ ର ଛାତ୍ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଜିଲ୍ଲା ଅଣ ସଂକ୍ର।ମକ ରୋଗ ସଂଜୋଜକ ଗୀତାଞ୍ଜଳି ମେହେର,ସେହେଲି ହଲଦ। ର୍ ର୍ଏପିଦେମିଓଲୋଜିଷ୍ଟ,ଅନୁପ ରଞ୍ଜନ ଦାସ,ଦେବାଶିଷ ବାରିକ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ।ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like