-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ଆର୍ଟ ଅଫ୍ ଗିଭିଙ୍ଗ୍‌ର ଦ୍ବାଦଶ ବାର୍ଷିକୋତ୍ସବ ପାଳନ

17-May-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ ):ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଦର ମହକୁମା ଠାରେ ଥିବା ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ  ଅଚ୍ୟୁତ ସାମନ୍ତ ଙ୍କ ପ୍ରାୟୋଜିତ କାର୍ଯ୍ୟକ୍ରମ ଆର୍ଟ ଅଫ୍ ଗିଭିଙ୍ଗ୍‌ର ଦ୍ବାଦଶ ବାର୍ଷିକୋତ୍ସବ ଶନିବାର ପାଳିତ ହୋଇ ଯାଇଛି। ଏହି ଉପଲକ୍ଷେ ଡକ୍ଟର ପ୍ରଫୁଲ୍ଲ କୁମାର ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷାବିତ ଜ୍ଞାନେନ୍ଦ୍ର ତ୍ରିପାଠୀ ମୁଖ୍ୟ ଅତିଥି, ବରିଷ୍ଠ ସାମ୍ବାଦିକ କିଶୋର ହୋତା,ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମର ଆରମ୍ଭ ରେ କଳିଙ୍ଗ ଟିଭି ରିପୋର୍ଟର ଶେଷଦେବ ବାରିକ ଉତ୍ସବ ପାଳନର ଉଦ୍ଦେଶ୍ୟ ଜ୍ଞାପନ କରିବା ସଙ୍ଗେ ସଙ୍ଗେ ସ୍ବାଗତ ଅଭିଭାଷଣ ପ୍ରଦାନ କରି କହିଲେ ଆର୍ଟ ଅଫ୍ ଗିଭିଙ୍ଗ୍ ର ଏ ବର୍ଷର ବିଷୟ ବସ୍ତୁ ‌ହେଉଛି ପଡୋଶୀ ସଂପର୍କ । ପଡୋଶୀ ସହିତ ଉତ୍ତମ ସଂପର୍କ ଓ ବୁଝାମଣା ହିଁ ସାମାଜିକ ଉତ୍ତରଣର ପ୍ରକୃଷ୍ଟ ପାହିଚ ବୋଲି ମତବ୍ୟକ୍ତ କରିଥିଲେ। ଅନୁଷ୍ଠାନ ତରଫରୁ ଏ ବର୍ଷର କିଟ୍ ସମ୍ମାନ ବରିଷ୍ଠ ସଦସ୍ୟ ଗୋପୀନାଥ ମହାକୁରଙ୍କୁ ତାଙ୍କର ନୀତି ଆଦର୍ଶ ପାଇଁ ପ୍ରଦାନ କରାଯାଇଥିଲା। ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା ସଭା ସଂଯୋଜନା କରିଥିବା ବେଳେ ସୌମିତ୍ରୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରତାପ ଶଙ୍କର ପାଣିଗ୍ରାହୀ, ବାସୁଦେବ ପଣ୍ଡା, ରାଧେଶ୍ୟାମ ରାଏ, ତ୍ରିନାଥ ମିଶ୍ର, ଭଗବାନ ମିଶ୍ର, ଭୂଷଣ ପାତ୍ର,ଦିଲ୍ଲିପ ମିଶ୍ର,ଆଶ୍ରୟ ମହାନନ୍ଦ,ଚମରା ମହାକୁର,ସୁରୁ ସାହୁ,ଧୃବ ଚରଣ ଦାଶ, ସନ୍ତୋଷ ଷଡ଼ଙ୍ଗୀ, ବଳରାମ କାଣ୍ଡ, ଶ୍ୟାମସୁନ୍ଦର ସେଠି, ନାରାୟଣ ପ୍ରସାଦ ନାୟକ, ଦୟାନିଧି ହୋତା,ପ୍ରଭଞ୍ଜନ ପୂଜାରୀ, ପ୍ରମୁଖ କାର୍ଯ୍ୟକ୍ରମରେ  ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like