-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||     

HOME   ଜିଲ୍ଲା

ବିନିକା ଠାରେ ଆର୍ଟ ଅଫ ଗୀଭିଂ ପାଳିତ

17-May-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଆଜି ସନ୍ଧ୍ୟାରେ  ବିନିକା ସ୍ପୋର୍ଟସ କ୍ଲବ ଠାରେ ଆଟ ଅଫ ଗିଭୀଙ୍ଗର ୧୨ତମ ଉତ୍ସବ ପାଳନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର,ସମ୍ମାନୀୟ ଅତିଥି ଭାବେ ବିନିକା ସାମ୍ବାଦିକ ସଂଘ ସଭାପତି ତଥା ହେଲ୍ପ ଟୁ ଅଦର୍ ସେବା ସଂଗଠନ ସଭାପତି ସୃଜନ କୁମାର ପଣ୍ଡା,କାଉନସିଲ ପ୍ରଦୀପ ବାଘ ମଞ୍ଚାସିନ ହୋଇଥିଲେ । ସମସ୍ତ ଅତିଥି ଆର୍ଟ ଅଫ ଗୀଭିଙ୍ଗ କାର୍ଯକ୍ରମର ମହତ୍ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିବା ସହିତ ଏହାର ନାୟକ ଡ଼ ଅଚ୍ୟୁତ ସାମନ୍ତଙ୍କ ଜୀବନୀ କାର୍ଯ୍ୟକଳାପର ଭୂୟସୀ ପ୍ରଶଂସା କରିଥିଲେ । ପିଲା ଦିନେ ଦୁର୍ଦ୍ଦିନ ଦେଖିଥିବା ବ୍ୟକ୍ତି କିପରି ଲୋକଙ୍କ ସେବା କରି ବର୍ତ୍ତମାନ ଏତେ ବଡ କିସ୍ ଓ କିଟ୍ ଭଳି ଅନ୍ତରାଷ୍ଟ୍ରୀୟ ଅନୁଷ୍ଠାନ ଖୋଲି ବିଶ୍ୱରେ ନିଜର ପତିଆରା ଦେଖାଇବା ଓ ଓଡ଼ିଶା ର ନା କୁ ବିଶ୍ଵ ଦରବାରରେ ପ୍ରତିଷ୍ଠିତ ହୋଇ ପାରିଛି।ସେହିପରି ଆର୍ଟ ଅଫ ଗୀଭୀଙ୍ଗ ହେଉଛି ଏକ ମନ୍ତ୍ର ଯାହା ଦ୍ଵାରା ଆମେ ଅନ୍ୟ ଲୋକର ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରି ଆସୁଥିବା ବୋଲି କହିଥିଲେ ।ସେହିପରି ଏହି ଅବସରରେ ସମାଜସେବୀ ଗୋପାଳ ବାଘ,ଧ୍ରୁବଚରଣ ଦେବତା ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ।ସଭାକୁ ଆବାସିକ ଶାନ୍ତନୁ କୁମାର ପଣ୍ଡା ପରିଚାଳନା କରିଥିବା ବେଳେ ଶେଷରେ ବିନିକା ସାମ୍ବାଦିକ ସଂଘର ଉପ ସଭାପତି ଅଶୋକ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ବିନିକା ତଥା ବ୍ଲକ ଅଞ୍ଚଳର ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ମାନେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026

You Might Also Like