-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||     

HOME   ଜିଲ୍ଲା

ଇଣ୍ଟରନେସନାଲ ବୁକ୍ସ ଅଫ୍ ରେକର୍ଡରେ ସ୍ଥାନ ପାଇଲେ ବଲାଙ୍ଗିର ର କୁନି ଝିଅ ଆଦ୍‌ଭୀରା

17-May-2025



ବଲାଙ୍ଗିର(ଦେବାଶିଷ ବହିଦାର)- ବଲାଙ୍ଗିରର କୁନିଝିଅ ଆଦ୍‌ଭୀରା ମିଶ୍ର ନିଜ ବହୁମୁଖୀ ପ୍ରତିଭା ବଳରେ ପଞ୍ଜାବର ଅମୃତସର ଠାରେ ଇଣ୍ଟରନେସନାଲ ବୁକ୍ସ ଅଫ୍ ରେକର୍ଡ ସଂସ୍ଥା ଦ୍ୱାରା ପୁରସ୍କୃତ ହେବା ସହ ଇଣ୍ଟରନେସନାଲ ବୁକ୍ସ ଅଫ୍ ରେକର୍ଡରେ ନିଜ ନାମକୁ ସ୍ଥାନିତ କରିଛନ୍ତି। ତିନି ବର୍ଷ ୨ ମାସର କୁନି ଝିଅ ଅତି କମଳ ବୟସରୁ ଅନେକ ଗୁଡିଏ ପ୍ରତିଭା ର ଅଧିକାରୀ ହୋଇପାରିଛନ୍ତି। ସେ ଅନାୟାସରେ ଇଂରାଜୀ ମାଧ୍ୟମ ବର୍ଣ୍ଣମାଳା ଓ ତତ୍ ସଂଲଗ୍ନ ଶବ୍ଦ ସଂଖ୍ୟା ୧ ରୁ ୫୦ ପର୍ଯ୍ୟନ୍ତ ଫଳ, ସମସ୍ତ ପନିପରିବା, ସମସ୍ତ ବନ୍ୟଯନ୍ତୁ, ଗୃହପାଳିତ ପଶୁ,

ସାମୁଦ୍ରିକ ଜିବନ, କିଟ ପତଙ୍ଗ ତା ସହିତ ପରିବହନର ସମସ୍ତ ମାଧ୍ୟମ, ବୃତ୍ତି, ରଙ୍ଗ, ବିଭିନ୍ନ ଆକାର, ମଣିଷ ଶରୀର ଓ ତାର ଅଙ୍ଗ ପ୍ରତ୍ୟଙ୍ଗ, ଖାଦ୍ୟ ସାମଗ୍ରୀ, ସପ୍ତାହର ସମସ୍ତ ଦିନ, ବର୍ଷର ସମସ୍ତ ମାସ, ଟ୍ରାଫିକ ସଂକେତ, ଗାୟତ୍ରୀ ମନ୍ତ୍ରକୁ ନିଜ ମୁହଁରେ ନିର୍ଭୁଲ ଭାବରେ କହିପାରୁଛନ୍ତି । ତା ସହିତ ସମସ୍ତ ଇଂରାଜୀ ଅକ୍ଷର, ୧ ରୁ ୧୦ ପର୍ଯ୍ୟନ୍ତ ଇଂରାଜୀ ସଂଖ୍ୟା ମୁଖସ୍ତ କରି ଜୁରି ସାମ୍ନାରେ ନିର୍ଭୁଲ ଭାବରେ ଉତ୍ତର ରଖିପାରିଛନ୍ତି । ଏପରି କି ବିଭିନ୍ନ ପ୍ରକାର ପଜଲ୍ସ ଗେମ ସହ ବେଡମିଣ୍ଟନରେ କ୍ରମାଗତ ଭାବେ ୧୧୦ ଷ୍ଟୋକ କରିବା ବିରଳ ରେକର୍ଡ କରି ବେଷ୍ଟ ମଲ୍ଟି ଟେଲେଣ୍ଟେଟ କିଟ ଆଖ୍ୟା ଅର୍ଜନ କରିଛନ୍ତି । ତା ସହ ୬୬ ସେକେଣ୍ଡ ରେ ୧୧୦ ପାହାଚ ଚଢି ଇଣ୍ଟର ନେସନାଲ ବୁକ୍ସ

ଅଫ୍ ରେକର୍ଡ ରେ କୁନି ଝିଅ ଅଦ୍‌ଭୀରା ମିଶ୍ର ନିଜ ନାମକୁ ସ୍ଥାନିତ କରି ବଲାଙ୍ଗିର ପାଇଁ ଗୌରବ ଆଣିଛନ୍ତି । ଅଦ୍‌ଭୀରା ହେଉଛନ୍ତି ବଲାଙ୍ଗିର ସହରର ଅଦ୍ୟାଶା ମିଶ୍ର ଓ ଅଭିଜିତ ମିଶ୍ରଙ୍କ ଏକମାତ୍ର କନ୍ୟା ତଥା ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ରଙ୍କ ସାନ ଭାଇ ବୀରେନ୍ଦ୍ର କୁମାର ମିଶ୍ରଙ୍କ ପୌତ୍ରୀ । ଏହି କୁନି ଝିଅ ସଫଳତାରେ ବଲାଙ୍ଗିର ସହରର ଅନେକ ଲୋକ ଖୁସି ବ୍ୟକ୍ତି କରିବା ସହ ଝିଅର ଆଗାମୀ ଭବିଷ୍ୟତ ସଫଳତା ଲାଭ କରୁ ବୋଲି କାମନା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026

You Might Also Like