-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||     

HOME   ଜିଲ୍ଲା

ନାଗେଶ୍ୱର ଯୁବକ ସଂଘ ଦ୍ୱାରା ପକ୍ଷୀଙ୍କ ପାଇଁ ପାଣିର ବ୍ୟବସ୍ଥା

17-May-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ନାକଡେଇଁ  ନାଗେଶ୍ୱର ଯୁବକ ସଂଘ ପକ୍ଷରୁ ପକ୍ଷୀଙ୍କ ପାଇଁ ପାଣିର ବ୍ୟବସ୍ଥା କରୁଥିଲା ଦେଖିବାକୁ ମିଳିଛିଙ।  ପ୍ରକୃତି ବନ୍ଧୁ ହୃଷୀକେଶ ଦେହେରିଙ୍କ ନେତୃତ୍ୱରେ ଉକ୍ତ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ବର୍ତ୍ତମାନ ସମୟରେ  ପ୍ରକୃତିକୁ ବଞ୍ଚାଇବା ସହିତ ଜଙ୍ଗଲକୁ ସୁରକ୍ଷା ରଖି ପଶୁ ପକ୍ଷୀଙ୍କ ଜତ୍ନ ନେବା ସହ ନିଜେ ବଞ୍ଚିବା ସହ ଖରାର ତୀବ୍ରତା କୁ ଦେଖି ଓ ପଶୁ ପକ୍ଷୀମାନେ ଶୋଷରେ ଡହଳବିକଳ ଦେଖି ସଂଘ ପକ୍ଷରୁ ପାଣି ବ୍ୟବସ୍ଥା କରାଯାଇଛି। ମାଟି ପାତ୍ରରେ ପାଣି ଭର୍ତ୍ତିକରି ଗଛ ଶାଖାରେ ବାନ୍ଧିବା ସହ ଭୂମି ଉପରେ ରଖାଯାଇଛି ।ଯାହା ଫଳରେ ପକ୍ଷୀମାନେ ପାଣି ପିଇ ଶୋଷ ମେଣ୍ଟାଇ ପାରିବେ। ବର୍ଷା ଆସିବା ପର୍ଯ୍ୟନ୍ତ ପାଣି ଯୋଗାଇଦେବେ ବୋଲି  ଶପଥ କରିଛନ୍ତି। ପ୍ରତ୍ୟେକ ବର୍ଷ ଏଭଳି କାର୍ଯ୍ୟ କରୁଥିବା ଶ୍ରୀ ଦେହୁରୀ ପ୍ରକାଶ କରିଛନ୍ତି। ଏଥିରେ  ସିକୁନ ଥନାପତି, ଆଦେଶ ଥନାପତି, ଶିତିକଣ୍ଠ ଥନାପତି, ପିଣ୍ଟୁ ପଧାନ, ହୃଷୀକେଶ ପଧାନ ପ୍ରମୁଖ ସାମିଲ ହୋଇଥିଲେ। ଏହିପରି ମହାନ କାର୍ଯ କରିବାରୁ ବୁଦ୍ଧିଜିବୀ ଓ ପ୍ରକୃତି ପ୍ରେମୀ ମାନେ ପ୍ରଂଶସା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026

You Might Also Like