-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

ସୁବଳୟା ପଞ୍ଚାୟତ ସ୍ତରୀୟ ସଂଘର ଅଷ୍ଟମ ସାଧାରଣ ପରିଷଦ ବୈଠକ

17-May-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା କଲ୍ୟାଣ ମଣ୍ଡପ ଠାରେ ଶୁକ୍ରବାର ପଞ୍ଚାୟତ ସ୍ତରୀୟ ସଂଘର ଅଷ୍ଟମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବୀରମହାରାଜପୁର ଓଡିଶା ଜୀବିକା ମିଶନ ର ବିପିଏମ୍  ରମାକାନ୍ତ ହରିପାଲ୍  ଓ ମିଶନ ଶକ୍ତି  ବିପିସ  ଶାନ୍ତନୁ ମେହେର  ଅତିଥି ଭାବରେ ଏଵଂ ପଞ୍ଚାୟତର ସମିତି ସଭ୍ୟା ଲିଲି ମେହେର, ଓଡିଶା ଗ୍ରାମୀଣ ବ୍ୟାଙ୍କ୍ ସୁବଳୟା ର ଶାଖା ପରିଚାଳକ ଶଳଳ ପତିତପାବନ ସୁବୁଦ୍ଧି, ପୂର୍ବତନ ପେକ୍ସ ସଭାପତି ଲଳିତ ମୋହନ ପାତ୍ର, ସଂଘ ର ସଭାନେତ୍ରୀ ମୀରା ବାରିକ୍ ଓ ସଂପାଦିକା ମାଧୁରୀ ମେହେର, ବିପିଏ ରାଜୁ ଡୁଗଡୁଙ୍ଗ , ଡିଇଓ ପ୍ରଫୁଲ୍ଲ ବାରିକ୍ ଆଦି ମଞ୍ଚାସିନ ହୋଇଥିଲେ। ସଂଘ ର ଦକ୍ଷ ନଥିପତ୍ର ପରିଚାଳିକା ବବିତା ରାଣୀ ମହାପାତ୍ର ଅତିଥି ମାନଙ୍କର ପରିଚୟ ପ୍ରଦାନ କରିବା ସହ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ।  ଦୀର୍ଘ ସାତ ବର୍ଷ ଧରି ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ର ସମସ୍ତ ପ୍ରକାର ଆର୍ଥିକ ଏଵଂ ଅଣ ଆର୍ଥିକ ବିବରଣୀ ଉପରେ ଏକ ତଥ୍ୟ ପ୍ରଦାନ କରିଥିଲେ ।ପରେ ମୋଟ୍ ୭ ଟି ବିଷୟ ରେ ୫ ଟି ସ୍ୱୟଂ ସହାୟିକା ଗୋଷ୍ଠୀ ଏଵଂ ୬ ଜଣ ସଭ୍ୟା ଙ୍କୁ ମାନପତ୍ର ଦେବା ସହ ୧୧ ଜଣ କମ୍ୟୁନିଟି ସୋପୋର୍ଟ ଷ୍ଟାଫ୍ ଓ ୧୮ ଜଣ ଇସି ସଭ୍ୟା ଙ୍କୁ ମାନପତ୍ର ଦେଇ ସମ୍ମାନୀତ କରାଯାଇଥିଲା। ଓ ଏଲ ଏମ ଓ ମିଶନ ଶକ୍ତି ବିଭାଗ ର ସମସ୍ତ ଅଧିକାରୀ , ଇସି ସଭ୍ୟା ଓ ସି.ଆର୍.ପି ଭଉଣୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସଫଳ କରାଇଥିବା ହେତୁ ସଂଘ ର ସଭାନେତ୍ରୀ ମୀରା ବାରିକ୍ ସମସ୍ତ ଙ୍କୁ ଆନ୍ତରିକ ଧନ୍ୟବାଦ୍ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like