-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||     

HOME   ଜିଲ୍ଲା

ସଂଯୁକ୍ତା ଦେବୀଙ୍କ ଦ୍ୱାଦଶାହ ସ୍ମୃତି ଚାରଣ

18-May-2025



ପାଇକମାଲ(ପ୍ରେରଣା ଖବର):  ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତଙ୍କ ବଡ଼ଭାଇ ବିଜୟ କୁମାର ପୁରୋହିତଙ୍କ ଧର୍ମପତ୍ନୀ ଶ୍ରୀମତୀ ସଂଯୁକ୍ତା ପୁରୋହିତଙ୍କ ବିୟୋଗରେ ସମଗ୍ର ଅଞ୍ଚଲରେ ଶୋକର ଛାୟା ଖେଳି ଯାଇଥିଲା । ସ୍ବର୍ଗତା ସଂଯୁକ୍ତା ଦେବୀ ସମ୍ବଲପୁର ବିଶ୍ବ ବିଦ୍ୟାଳୟରୁ ବିଏସସି, ବିଇଡି ଡିଗ୍ରୀ ହାସଲ କରିବା ସହ କିଛି ବର୍ଷ ସମ୍ବଲପୁର ସ୍ଥିତ ଶ୍ରୀମା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଓ ପରେ ପାଇକମାଲ ସ୍ଥିତ ଯମୁନା କନ୍ଧୁଣି ବାଳିକା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ଶିକ୍ଷକ ଭାବରେ ଶିକ୍ଷକତା କରୁଥିଲେ । ସେ ଜଣେ ଦରଦୀ, 

ଧର୍ମପରାୟଣା ଏବଂ ଅତ୍ୟନ୍ତ ସ୍ନେହୀ ମହିଳା ଭାବରେ ତାଙ୍କର ଖ୍ୟାତି ଥିଲା । ଶିକ୍ଷା ଓ ଧର୍ମକାର୍ଯ୍ୟ ସହ ସଦା ସର୍ବଦା ସେ ଜଡିତ ଥିଲେ । ସମଗ୍ର  ଅଞ୍ଚଳର ଶିକ୍ଷା,ଶାସନ, ପରମ୍ପରା, ନାରୀ ଚେତନାର ବିକାଶ, ସ୍ୱାଭିମାନ ଓ ସେବାର ମୁକସାକ୍ଷୀ । ଆଜି ତାଙ୍କର ଦ୍ୱାଦଶାହରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି,କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ,ବିଜେପୁର ବିଧାୟକ ସନତ ଗଡ଼ତିଆ,ପୂର୍ବତନ ସାଂସଦ ପ୍ରଭାସ ସିଂ, ଡ.ରାମକୃଷ୍ଣ

ପୁରୋହିତ,ବିଜେପି ଜିଲ୍ଲା ସଭାପତି ଡ.ଅରୂପା ସାହୁ,ଜିଲ୍ଲା ସାଂସଦ ପ୍ରତିନିଧି ସୁରେଶ୍ଵର ଶତପଥୀ,ପ୍ରିତମ ସିଂ,ଗୋବର୍ଦ୍ଧନ ଭୋଇ,ପ୍ରୀତମ ମେହେର,ପ୍ରୀତେଶ ବହିଦାର,ଯଦୁମଣି ପାଣିଗ୍ରାହୀ,ରାଜକୁମାର ସାହୁ,ସରୋଜ ସାମଲ,ରଞ୍ଜନ ପଣ୍ଡା,ଅଧ୍ୟାପକ ସୁଶାନ୍ତ ମିଶ୍ର,ରାଧେଶ୍ୟାମ, ବିଶ୍ୱଜିତ ଏବଂ ଝାରସୁଗୁଡ଼ା,ବ୍ରଜରାଜନଗର,ସମ୍ବଲପୁର ଓ ବରଗଡ ଅଞ୍ଚଳରୁ ଭାରତୀୟ ଜନତା ପାର୍ଟିର ସମସ୍ତ କର୍ମକର୍ତ୍ତା, ସମାଜସେବୀ ଓ ସାମ୍ବାଦିକ ମାନେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ଏହି ଅବସରରେ ସାମ୍ବାଦିକ ବଡ଼ ଶତପଥୀ ସଂଯୁକ୍ତା ଦେବୀଙ୍କ ସ୍ମୃତି ଚାରଣ ଉଦ୍ଧେଶ୍ୟରେ ବୃକ୍ଷ ରୋପଣ କରିବା ପାଇଁ ପରିବାର ବର୍ଗଙ୍କୁ ଏକ ବୃକ୍ଷ ଚାରା ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସ୍ୱର୍ଗୀୟା ସଂଯୁକ୍ତା ପୁରୋହିତଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିବା ସମସ୍ତ ଅତିଥି ମାନଙ୍କୁ  ବିଜୟ କୁମାର ପୁରୋହିତ, ଗିରିଧାରୀ ପୁରୋହିତ,ବରିଷ୍ଠ ଆଇନଜୀବୀ ରାମରତନ ପୁରୋହିତ, ସାଂସଦ ପ୍ରଦୀପ ପୁରୋହିତ ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk