-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ନୂତନ ଏସପି ଙ୍କୁ ସାକ୍ଷାତ କଲେ ଓଡ଼ିଶା ସାମ୍ୱାଦିକ ସଂଘ କର୍ମକର୍ତ୍ତା

18-May-2025



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ର ନୂତନ ଏସପି ନାରାୟଣ ନାୟକ ଙ୍କୁ  ସାକ୍ଷାତ କଲେ ଓଡ଼ିଶା ସାମ୍ୱାଦିକ ସଂଘ ସୋନପୁର ଶାଖା କର୍ମକର୍ତ୍ତା l ଦୁର୍ଘଟଣା ରୋକିବାକୁ ନିର୍ଦ୍ଧିଷ୍ଟ ସମୟରେ ଭାରି ଯାନ ଚଳାଚଳ ବ୍ୟବସ୍ଥା କୁ ସଦର ମହକୁମା ରେ ମଧ୍ୟ ଲାଗୁକରିବା, ବେଆଇନ୍ ନିଶା କାରବାର  ଓ ଜନ ଗହଳି ପୂର୍ଣ୍ଣ ରାସ୍ତା ରେ ଦୃତ ଗତିରେ ବାଇକ ଚଳାଉ ଥିବା  ଆରୋହୀ ଙ୍କୁ ରୋକ ଲଗାଇବା କୁ ଓ ବିଶେଷ କରି ନାବାଳକ ଗାଡ଼ି ଚାଳକ ଙ୍କୁ ଚିହ୍ନଟ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ, ଛିନ୍ ତାଇ ଉପରେ ଜିରୋ ଟଲରେନ୍ସ,  ପ୍ରତ୍ୟହ ସହର କୁ ଆସୁଥିବା ସନ୍ଦିଗ୍ଧ ବ୍ୟକ୍ତି ଙ୍କୁ ଚିହ୍ନଟ କରିବା, ଖଣି ଅଧିକାରୀ ଙ୍କ ପ୍ରୋତ୍ସାହନ ରେ  ଜିଲ୍ଲା ର ତେଲ ନଦୀ , ମହାନଦୀ ଓ ଅଙ୍ଗ ନଦୀ ତଥା ସମସ୍ତ  ଯୋର ମାନଙ୍କରୁ  ବେଆଇନ ଭାବେ ବାଲି ଚୋରା ଚାଲାଣ କରୁଥିବା ନିର୍ଦ୍ଦିଷ୍ଟ ବ୍ୟକ୍ତି ବା ଲଘୁ ଖଣିଜ ସମ୍ପଦ ଲୁଟେରା ଓ ମାଫିଆ ମାନଙ୍କ ଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ଉପରେ  ଏସପି ଙ୍କୁ ଏଭଳି ଅନେକ ସୂ ଚିନ୍ତିତ ପ୍ରସ୍ତାବ ପ୍ରଦାନ କରିଛନ୍ତି ତଥା  ଜନତା ଙ୍କ ସହିତ ଉତ୍ତମ ବ୍ୟବହାର ଓ ସୂ -ସମ୍ପର୍କ ରଖି ସବୁଠି ଆମ ପୋଲିସ ବ୍ୟବସ୍ଥାକୁ ସକ୍ରିୟ କରିବାକୁ ଅନୁରୋଧ କରିଥିଲେ l ସହର ତଥା ସମସ୍ତ ଥାନା ଅଞ୍ଚଳ କୁ ଅଚାନକ ପରିଦର୍ଶନ ଓ କାର୍ଯ୍ଯ ସମୀକ୍ଷା କରି ଆଇନ ଶୃଙ୍ଖଳା କୁ ନିୟନ୍ତ୍ରଣ କରିବା ଦିଗ ରେ  କର୍ମଚାରୀଙ୍କ ଆତ୍ମ ବିଶ୍ବାସ ବଢ଼ାଇବାକୁ ମଧ୍ୟ ଏସପି ଙ୍କ ଦୃଷ୍ଟି ଆକର୍ଷଣ  କରିଥିଲେ l ଏସପି ଶ୍ରୀ ନାୟକ ସହର ତଥା ଜିଲ୍ଲା ରେ ଲୋକ ଙ୍କ ସୁରକ୍ଷା ପାଇଁ ୯୨ ଗୋଟି ନୂତନ ଗୃହରକ୍ଷୀ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିଥିବା ବିଷୟ ପ୍ରକାଶ କରି ଜିଲ୍ଲା ର ସମସ୍ତ ଥାନା ମାନଙ୍କରେ ମହିଳା ମାନଙ୍କ ସୁବିଧା  ପାଇଁ ସବୁଠି କିଛି କିଛି ମହିଳା କର୍ମଚାରୀ ଦେବାସହ ଜିଲ୍ଲା ରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପବ୍ଲିକ, ବୁଦ୍ଧିଜୀବୀ ଓ ମିଡିଆ ଙ୍କ ସହଯୋଗ କାମନା କରିଛନ୍ତି l ଓ ସାଧାରଣ ଜନତା ଙ୍କ ଅଭିଯୋଗ ପାଈଁ ସବୁବେଳେ ମୋ ଦୁଆର ଖୋଲା ବୋଲି ପ୍ରକାଶ କରିଥିଲେ l ସଂଘ ର ଏହି ଉଚ୍ଚ ସ୍ତରୀୟ ପ୍ରତିନିଧି ଦଳ ଏସପି ଙ୍କୁ ସଂଘ ର କିଛି ସ୍ମୃତି ଫଳକ  ପ୍ରଦାନ କରି ଥିବା ବେଳେ ୨୦୧୦ ମସିହା ରୁ ଅନବରତ ଭାବେ ଚାଲିଥିବା ଏହି ସଂଘ ର ସାମ୍ୱାଦିକ କଲ୍ୟାଣ ଓ ସାମାଜିକ କାର୍ଯ୍ଯ କୁ ଏସପି ଶ୍ରୀ ନାୟକ ଭୂୟସୀ ପ୍ରଶଂସା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk