-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଦେଶ ବିଦେଶ

ବିମାନରୁ ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ ୱିପନର ସଫଳ ପରୀକ୍ଷଣ କଲେ HAL

21-Jan-2021



ବେଙ୍ଗାଲୁରୁ, (ପ୍ରେରଣା ଖବର ବ୍ୟୁରୋ) : ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଡେଟ୍ (ଏଚଏଏଲ) ଗୁରୁବାର ଓଡ଼ିଶା ଉପକୂଳରେ  ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ ୱିପନ( ଏସଏଏଡବ୍ଲୁ)କୁ ପରୀକ୍ଷଣ କରିଛନ୍ତି। ସ୍ୱଦେଶୀ ଜ୍ଞାନ କୌଶଳରେ ବିକଶିତ ଏହି ଅସ୍ତ୍ରପ୍ରଣାଳୀକୁ ନିଜସ୍ୱ ଜ୍ଞାନ କୌଶଳରେ ନିର୍ମିତ ହକ୍‌ –ଆଇ ବିମାନରୁ ପ୍ରୟୋଗ କରାଯାଇଥିବା ବେଳେ ସଫଳତାର ସହ ଏହା ଲକ୍ଷଭେଦ କରିଛି। ଯାହା ଏଚଏଏଲଙ୍କ ଲାଗି ଆତ୍ମ ନିର୍ଭର ଭାରତ ମିଶନରେ ଏକ ନୂଆ ମାଇଲଖୁଣ୍ଟ ବୋଲି କୁହାଯାଉଛି। 

    ଏସଏଏଡବ୍ଲୁ ଭାରତରେ ବିକଶିତ ହୋଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ସ୍ୱଦେଶୀ ଜ୍ଞାନ କୌଶଳରେ ଏହି ପ୍ରତିରକ୍ଷା ପ୍ରଣାଳୀକୁ ବିକଶିତ କରିଛନ୍ତି। ଏହି ଅସ୍ତ୍ରଟିର ମୋଟ ଓଜନ ୧୨୦ କେଜି ଓ ଶତ୍ରୁର ବଙ୍କର, ଯୁଦ୍ଧବିମାନ ଓ ବିମାନଘାଟି ସମେତ ରନୱେକୁ ଧ୍ୱଂସ୍ତ ବିଧ୍ୱଂସ୍ତ କରିପାରୁଛି। ଏହା ସ୍ୱଳ୍ପ ଓଜନର ହୋଇଥିବାରୁ ଏହାକୁ ଉନ୍ନତ ଗାଇଡେଡ ବୋମାରେ ମଧ୍ୟ ପରିଣତ କରାଯାଇପାରୁଛି।

     ଡିଆରଡିଓର ଏହା ଦ୍ୱିତୀୟ ପରୀକ୍ଷଣ। ଗତମାସରେ କ୍ୱିକ୍ ରିଆକ୍ସନ ସରଫେସ ଟୁ ଏୟାର ମିସାଇଲ (କ୍ୟୁଆରଏସଏଏମ) ର ପରୀକ୍ଷଣ କରିଥିଲା। ସେତେବେଳେ ଏହା ମଧ୍ୟ ସଫଳ ହୋଇଥିଲା। ଚୀନ ଓ ପାକିସ୍ତାନ ସହ ଜାରି ଉତ୍ତେଜନା ମଧ୍ୟରେ ଡିଆରଡିଓଙ୍କ ଗୋଟିଏ ପରେ ଗୋଟିଏ ସଫଳତା ପ୍ରତିରକ୍ଷା କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭର କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like