-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||     

HOME   ଜିଲ୍ଲା

ଜୁଆ ଖେଳରେ ୬ ଗିରଫ,୧୦ ବାଇକ୍ ,୪ ମୋବାଇଲ ଓ କାର ଜବତ

19-May-2025



ଅତାବିରା ପୋଲିସ ର ବଡ ସଫଳତା

ଅତାବିରା(ଆକାଶ ମିଶ୍ର): ଅତାବିରା ଥାନା ଅନ୍ତର୍ଗତ ଗୋଡଭଗା ପଞ୍ଚାୟତ କେନ୍ଦୁ ପାଲି ଗାଆଁ ର ଏକ ବୁଦା ନିକଟରେ ବହୁ ଦିନରୁ ଜୁଆ ଆଡ୍ଡା ସାଜିଥିବା ଖବର କୁ ନେଇ ତାଙ୍କୁ ଧରିବା ପାଇଁ ଅତାବିରା ପୋଲିସ ଏକ ଚ୍ୟାଲେଞ୍ଜ ମୋଡ ନେଇ ଟିମ୍ ଗଠନ  କରି  ଘଟଣା ସ୍ଥଳ ର ଚାରିପଟେ ପୋଲିସ ଜାଲ ବିଛାଇ ଏକା ଥରକେ ଅତର୍କିତ ଭାବେ ଚଢ଼ାଉ କରିଥିଲା।ହେଲେ ସେଠାରୁ ବହୁତ୍ ଲୋକ ଖସି ପଳାଇ ଯାଇ ଥିବା ବେଳେ ଜଣେ  ବିଲ ଭିତର କୁ ଡେଇଁ ତଳେ ପଡିଯିବାରୁ ଆଉ ପାଞ୍ଚ ଜଣ ତାକୁ ଉଦ୍ଧାର କରିବାକୁ ଆସିଥିବା ବେଳେ ସେମାନେ ମଧ୍ୟ ପୋଲିସ କବଜା ରେ ଛନ୍ଦି ହୋଇଥିଲେ।ସେମାନେ ହେଲେ  ସମ୍ବଲପୁର ଜିଲ୍ଲା କ୍ଷେତରାଜ୍ ପୁର ଥାନା ବଡ ବଜାର ର ପପୁ ସିଂହ ଚୌହାନ (୩୯),ରେଙ୍ଗାଲି ଥାନା ଶାସନ ର ପ୍ରଭାତ ମାହାନା (୩୦),ଖେତରାଜ ପୁର ଥାନା ଚେରୁଆ ପଡ଼ା ସୁରଜ୍ ପୋଢ଼ (୨୫),ବରଗଡ଼ ଜିଲ୍ଲା ଅତାବିରା ଥାନା ଗୋଡଭଗା କ୍ରୀଷ୍ଣା ସେଠ୍(୩୫),ଲୁରୁପାଲି ମୋହନ ତାଣ୍ଡି(୩୫),ବରଗଡ଼ ଟାଉନ ଥାନା ୱାର୍ଡ ନଂ -୧୪ ହେମରାଜ ମଲ୍ଲିକ(୩୮) ଙ୍କୁ ଗିରଫ କରି ସେମାନଙ୍କ ଠାରୁ ୧୬୪୦୦ ନଗଦ,୪ଟି ମୋବାଇଲ,ଗୋଟିଏ କାର ଓଡ଼ି ୧୫ଏଏ ୪୭୯୭,ବାଇକ୍ ଓଡି ୧୫ ଭି ୦୬୬୨,ଓଡି ୧୫ ଏଏ ୭୫୭୬,ଓ ଆର୍ ୦୮ ସି ୧୪୧୦,ଓଡି ୧୫ ଏସ୍କ୍ ୦୨୧୩,ଓଡି ୧୫ ଏଚ୍ ୪୮୩୬,ଓ ଡି ୧୫ୟୁ ୭୯୩୨,ଓଡି ୧୫ଏମ୍ ୫୮୩୭,ଓ ଡି ୧୭ ଏମ୍ ୫୩୯୦,ଓଡି ୧୫ ଡବ୍ଲୁ ୫୨୭୮,ଓଡି ୧୫ ୟାଇ ୧୯୧୦ କୁ ଜବତ କରି ଅଧିକ ରୁ ଅଧିକ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ପ୍ରକାଶ କର୍ଣ୍ଣ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026

You Might Also Like