-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||     

HOME   ଜିଲ୍ଲା

ସନ୍ଦୀଡ଼ଙ୍ଗରି ଗ୍ରାମ ନିକଟରେ ପିକପ ଧକାରେ ବାଇକ ଆରହି ଗୁରୁତ୍ୱର।

19-May-2025



ନବରଙ୍ଗପୁର -(ମିହିର ଶଙ୍କର ପାତ୍ର)ଡାବୁଗାଁ ବ୍ଲକ ସନ୍ଦୀଡ଼ଙ୍ଗରି ଗ୍ରାମ ନିକଟରେ ପିକପ ଧକାରେ ଜଣେ ବାଇକ ଆରୋହି ଗୁରୁତ୍ୱର ହୋଇ ରାସ୍ତା ଉପରେ ପଡିଥିବାଦେଖି ସ୍ଥାନୀୟ ଲୋକେ  ଗୁରୁତ୍ୱର ଥିବା ବାଇକ ଚାଳକ କୁ ଉଦ୍ଧାର କରି ୧୦୮ଆମ୍ବୁଲାନ୍ସ ମାଧ୍ୟମରେ ଡାବୁଗାଁ ମେଡିକାଲ ରେ ଭର୍ତ୍ତି କରିଥିଲେ। ପିକପଟି ଡାବୁଗାଁ ଅଞ୍ଚଳର ବୋଲି ସୂଚନା ମିଳିଛି ନ OD 24 7542 ଏଭଳି ବାଇକ ନ OD24M 3395 ଏବଂ ଆହତ ହୋଇଥିବା ବାଇକ ଆରୋହିଁ ଜଣକ କୁମ୍ଭାର ଗୁଡା ଗ୍ରାମର ନନ୍ଦ ଭତ୍ରା ବୋଲି ଜଣା ପଡିଛି। ଦୁର୍ଘଟଣା ବିଷୟରେ ତାଙ୍କ ପରିବାର ଲୋକଙ୍କୁ ସୂଚନା ଦିଆଯାଇଥିଲା। ବର୍ତ୍ତମାନ ପରିବାର ବର୍ଗ ଡାବୁଗାଁ ମେଡିକାଲ କୁ ଆସିଲା ପରେ  ନବରଙ୍ଗପୁର ମେଡିକାଲ କୁ ସ୍ଥାନାନ୍ତର କରା ଯିବ ବୋଲି ଡାକ୍ତର ସୂଚନା ଦେଉଛନ୍ତି।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026

You Might Also Like