-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||     

HOME   ଜିଲ୍ଲା

ସୃଜନୀ ଆଲୋଚନାଚକ୍ରରେ ସନ୍ଥକବି ଭୀମ ଭୋଇ ଓ ମହିମା ଧର୍ମ

19-May-2025



(*ନିରଞ୍ଜନ ତ୍ରିପାଠୀ ଙ୍କ ରିପୋର୍ଟ* )
 ସୃଜନୀ ପରିବାର (ଚେନ୍ନାଇ)୧୮ -୦୫ -୨୦୨୫ ଗତ ରବିବାର ସମାଜ ସଂସ୍କାରକ  ତଥା ମହିମା ଧର୍ମ ପ୍ରଚାରକ ସନ୍ଥକବି ଭୀମ ଭୋଇଙ୍କୁ ସମର୍ପିତ ସ୍ମୃତି - ଶ୍ରଦ୍ଧାଞ୍ଜଳି ତଥା ସାରସ୍ୱତ ଆଲୋଚନାଚକ୍ର ସୃଜନୀ  ପରିବାର (ଚେନ୍ନାଇ ) ଅନୁକୁଲ୍ୟରେ  ବହୁ ଗଣ୍ୟମାନ୍ୟ ବ୍ୟକ୍ତିତ୍ୱ ତଥା ବରେଣ୍ୟ ଅତିଥି ଓ ଆଲୋଚକ ବୃନ୍ଦଙ୍କ ଉପସ୍ଥିତିରେ ଆଭାସୀ ମାଧ୍ୟମରେ  ଆୟୋଜିତ  ହୋଇଯାଇଛି  I  ସନ୍ଥକବି ଭୀମ ଭୋଇ ନିଜ ରଚନାରେ ମାନବବାଦ  ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ସାହିତ୍ୟ ସାଧକ ତଥା ସଂସ୍କୃତି ଗବେଷକ ଡକ୍ଟର ଉଦ୍ଧବ ଚରଣ ନାୟକଙ୍କ ତତ୍ତ୍ୱାବଧାନରେ ଆଲୋଚନାଚକ୍ର ଗତିଶୀଳ ହୋଇଥିଲା I ସନ୍ଥ ଭୀମ ଭୋଇ ସାହିତ୍ୟ ତଥା ମହିମା ଧର୍ମ ଗବେଷକ  ଡକ୍ଟର ଉଦ୍ଧବ ଚରଣ ନାୟକଙ୍କ ଅଭିଭାଷଣରେ କବିଙ୍କ  କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ସହ  ତତ୍କାଳୀନ ସମାଜରେ  ପ୍ରଚଳିତ ଜାତିପ୍ରଥା,ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ପ୍ରସଙ୍ଗରେ ଉପସ୍ଥାପନା କରିବା ସହ ତାଙ୍କଦ୍ୱାରା ରଚିତ ପୋଥି ସମୂହ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମା ବିନୋଦ ଆଦି ପ୍ରସଙ୍ଗରେ ଆଲୋକପାତ କରିଥିଲେ I 
ସୋନପୁର ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ପ୍ରାଧ୍ୟାପକ ଡକ୍ଟର ସୌରଭ ରଞ୍ଜନ ଖମାରୀ,  ଉଲ୍ଲୁଣ୍ଡା  ଡ଼ିଗ୍ରୀ କଲେଜ  (ସୁବର୍ଣ୍ଣପୁର )ର ଅଧ୍ୟକ୍ଷ ପ୍ରାଧ୍ୟାପକ ଡକ୍ଟର ଦେବାଶିଷ ପାଣ୍ଡିଆ,ଐତିହାସିକ  ଡକ୍ଟର ସୁଦାମ ନାୟକ  ଏବଂ ଡକ୍ଟର କୈବଲ୍ୟ ମିଶ୍ର ଆଦି ଆଭାସୀ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସନ୍ଥକବି ଙ୍କ ଜୀବନ ଯାତ୍ରା ସହ ସାରସ୍ୱତ ଯାତ୍ରାର ପ୍ରସଙ୍ଗରେ ନିଜସ୍ୱ ଅଭିବ୍ୟକ୍ତି ପ୍ରକାଶ କରିଥିଲେ I ବିଶେଷ ଅବସରରେ ଆୟୋଜିତ ଆଭାସୀ ସଭାରେ ସୃଜନୀର ମୁଖ୍ୟ ଉପଦେଷ୍ଟା-ସୃଜନୀ  ତଥା ଅବସରପ୍ରାପ୍ତ ଆଇ ଏଫ୍ ଏସ୍  ଶ୍ରୀଯୁକ୍ତ ଆଶୁତୋଷ ସାମନ୍ତସିଂହାର, ନାଳନ୍ଦା ବିଶ୍ୱବିଦ୍ୟାଳୟର ପ୍ରଫେସର୍ ଡ. ଗୋଦାବରୀଶ ମିଶ୍ର, ସୃଜନୀର  ଉପଦେଷ୍ଟା ତଥା ସାରସ୍ୱତ ସାଧିକା ଡକ୍ଟର ବାସନ୍ତୀ ମହାନ୍ତି ,ସଂପାଦକ ଶ୍ରୀ ଅଶୋକ  ସାମନ୍ତ ,କାର୍ଯ୍ୟକ୍ରମ ନିର୍ଦ୍ଦେଶକ ଶ୍ରୀଯୁକ୍ତ ବିଘ୍ନେଶ୍ଵର ସାହୁ ଏବଂ ଉପସ୍ଥାପିକା ତଥା ଉଦ୍ଘୋଷିକା (ଆକାଶବାଣୀ) ଶ୍ରୀମତୀ ସୁମତି ମୁଣ୍ଡ  ଆଦି  ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହାୟତା କରିଥିଲେ । ଆଭାସୀ ସାରସ୍ୱତ ସଭାରେ  ପ୍ରସାର ଭାରତୀ ଦ୍ୱାରା  ସ୍ୱୀକୃତି ପ୍ରାପ୍ତ  କଣ୍ଠଶିଳ୍ପୀ ଯଥା ଶ୍ରୀମତୀ ବିଦ୍ୟୁତପ୍ରଭା ପଟ୍ଟନାୟକ ଏବଂ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ସେନ୍ଧିଆଙ୍କ ଗୀତରେ ସଭା ସଂଗୀତମୟ ହୋଇଥିଲା  I  ଦେଶ ତଥା ବିଦେଶରୁ  ବହୁ ମାନ୍ୟଗଣ୍ୟ ବିକ୍ତିତ୍ଵ  ସଭାରେ  ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ  I


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026

You Might Also Like

                       
  ଜିଲ୍ଲା  

Hjk