-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||     

HOME   ଜିଲ୍ଲା

ଚନ୍ଦ୍ରପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

19-May-2025



ଚନ୍ଦ୍ରପୁର /ରାୟଗଡ: ଚନ୍ଦ୍ରପୁର ବ୍ଲକ ସଦଭାବନା ସଭାଗୃହ ରେ  ଜିଲ୍ଲାପାଳ, ରାୟଗଡ଼ ପାରୁଲ ପଟୱାରୀଙ୍କ ନିର୍ଦ୍ଦେଶକ୍ରମେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ  ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିର ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମୂଲ୍ୟ କୁମାର ଧର, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ କିରନଦୀପ କୌର ସହୋତା,   ଯୋଗଦେଇ ଅଭିଯୋଗର ଶୁଣାଣୀ କରିଥିଲେ।  ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ତତ୍ୱାବଧାନ ରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ଆଜି ମୋଟ ୧୫ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୦୮ଟି  ବ୍ୟକ୍ତିଗତ, ୦୭ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ପାଇବା ପରେ ସମସ୍ୟା ଗୁଡିକୁ ତୁରନ୍ତ ସମାଧାନ କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶିବିରରେ ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଗୁଣପୁର ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ବିଷ୍ଣୁ ପ୍ରସାଦ କର, ଜିଲ୍ଲା ପ୍ରାଣିଧନ ଚିକତ୍ସା ଅଧିକାରୀ ଡାକ୍ତର ଦେବରାଜ ନାୟକ, ଜଳ ବିଭାଜିକା ମିଶନର ପ୍ରକଳ୍ପ ନିର୍ଦେଶକ ଶ୍ରୀ ଦାମୋଦର ପାଣିଗ୍ରାହୀ, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଶିବଶଙ୍କର ଚୌଧୁରୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭଜନ  ଲାଲ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ପ୍ରଗ୍ରାମ ଅଧିକାରୀ କଳ୍ପନା ମହାକୁଡ଼ ଏବଂ ଅନ୍ୟାନ୍ୟ ଅଧିକାରୀ ଯୋଗଦାନ କରି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ l
ସହକାରି ଜିଲ୍ଲାପାଳ ତଥା ଅଭିଯୋଗ ଶୁଣାଣି ଅଧିକାରୀ ସସ୍ମିତା ପଟ୍ଟନାୟକ, ଅଭିଯୋଗ ଶୁଣାଣି ସହାୟକ ଅଚ୍ୟୁତାନନ୍ଦ ଲିମା ଶିବିର ପରିଚାଳନା କରିଥିବା ବେଳେ ଚନ୍ଦ୍ରପୁର ଥାନା ଅଧିକାରୀ ଆଇନ ଶୃଙ୍ଖଳା ରକ୍ଷା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026

You Might Also Like

       
  ଜିଲ୍ଲା  

Hjk