-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||     

HOME   ଜିଲ୍ଲା

ସତ୍ୟସାଇ ସେବା ସଂଗଠନ ପକ୍ଷରୁ ରକ୍ତଦାନ ଶିବିର

19-May-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ଶ୍ରୀ ସତ୍ୟସାଇ ସେବା ସଂଗଠନ ଆନୁକୁଲ୍ୟରେ ଏକ ଅମୃତବିନ୍ଦୁ ରକ୍ତଦାନ ଶିବିର   ଚକାବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୨୨ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।ସମିତିର ପୂର୍ବତନ ଅଭାହକ ଡ଼ ପ୍ରଫୁଲ୍ଲ କୁମାର ରଥ ଅତିଥି ଭାବେ ଯୋଗ ଉକ୍ତ ଶିବିରକୁ ଶୁଭାରମ୍ଭ କରିଥିଲେ। ସମିତି ଆଭାହକ ସନ୍ତୋଷ ବେହେରା, ଜିଲ୍ଲା ସେବା ସଂଯୋଜକ ରାଜୁ ମେହେର, ଜିଲ୍ଲା ଯୁବ ସଂଯୋଜକ ରାଧାଦତ୍ତ ମହାପାତ୍ର, ସମିତି ଆଧ୍ୟାତ୍ମିକ ସଂଯୋଜକ ଦୀନବନ୍ଧୁ ମେହେର, ଜିଲ୍ଲା ଆଧ୍ୟାତ୍ମିକ ସଂଯୋଜିକା ସବିତା ମେହେର, ଜିଲ୍ଲା ସେବା ସଂଯୋଜିକା ସନ୍ଧ୍ୟା ପାତ୍ର, ସମିତି ଶିକ୍ଷା ସଂଯୋଜକ ବିରଞ୍ଚି ମେହେର, ଅର୍ଜୁନ ବାରିକ, ରାମ ମେହେର,ଶିବ ପଧାନ,ସୁଦାମ ଶଙ୍ଖୁଆ,ପ୍ରସାଦ ମେହେର, ଗୁରୁ ମେହେର,ଆକାଶ ମେହେର, ଚନ୍ଦନ ପଧାନ,ଲିଷ୍ପିତା ସାଥପଥୀ,ବାଲମକୁନ୍ଦ କର୍ଣ୍ଣ,ମାନସ ରଞ୍ଜନ ସାହୁ,ଗଣେଶ ହାତୀ,କୃପାସିନ୍ଧୁ ମେହେର, ବର୍ଷାରାଣୀ ମେହେର,ସାଇଲଷ୍ମୀ ସାହୁ,ସମୀର ରଞ୍ଜନ ବହିଦାର,ଖିରେନ୍ଦ୍ର ମେହେର ପ୍ରମୁଖ ସାମିଲ ହୋଇଥିଲେ | ଜିଲ୍ଲା ରକ୍ତ ଭଣ୍ଡାର କର୍ମଚାରୀ ରକ୍ତ ଦାତା ମାନଙ୍କୁ ପରୀକ୍ଷା ନିରୀକ୍ଷା କରି ରକ୍ତ ସଂଗ୍ରହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026

You Might Also Like