-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଦେଶ ବିଦେଶ

ବିସ୍ଫୋରଣରେ ଥରିଲା ସିମୋଗା, ଭାଙ୍ଗିଗଲା ଘରର କାଚ, ୩ ଜଣଙ୍କ ମୃତଦେହ ଉଦ୍ଧାର

22-Jan-2021



ବେଙ୍ଗାଲୁରୁ, (ପ୍ରେରଣା ଖବର ବ୍ୟୁରୋ) : କର୍ଣ୍ଣାଟକର ସିମୋଗା ଜିଲ୍ଲାରେ ଗୁରୁବାର ରାତିରେ ଏକ ଭୟଙ୍କର ବିସ୍ଫୋରଣ ହୋଇଛି । ବିସ୍ଫୋରଣର ମାତ୍ରା ଏତେ ଅଧିକ ଥିଲା ଯେ ଅନେକ ଘରର କାଚ ଭାଙ୍ଗି ଯାଇଛି । ଏହି ଘଟଣାରେ କିଛି ବ୍ୟକ୍ତି ପ୍ରାଣ ହରାଇଥିବା ମଧ୍ୟ ଖବର ମିଳିଛି । ପୋଲିସ ଏବେସୁଦ୍ଧା ତିନୋଟି ମୃତଦେହକୁ ଉଦ୍ଧାର କରିଛି ।
ସିମୋଗାର ଜିଲ୍ଲାପାଳ ଶିବ କୁମାର କହିଛନ୍ତି ଯେ, ଭୟଭୀତ ହେବା ନେଇ କୌଣସି କଥା ନାହିଁ । ଏହା ଡିନାମାଇଟ୍ ବିସ୍ଫୋରଣ ନା ନାହିଁ ତାହା ସ୍ପଷ୍ଟ ହୋଇନାହିଁ । ବିସ୍ଫୋରଣସ୍ଥଳକୁ ପୋଲିସ ଘେରି ରଖିଛି । ସିମୋଗା ସହରଠୁ ୫ରୁ୬ କିମି ଦୂରରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି ।
ସେହିପରି ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି ଯେ, ଏହି ଘଟଣାରେ କିଛି ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି । ତେବେ କେତେଜଣ ପ୍ରାଣ ହରାଇଛନ୍ତି ସେନେଇ କୌଣସି ସ୍ପଷ୍ଟ ହୋଇନାହିଁ । ଏହି ସମ୍ବନ୍ଧରେ କର୍ଣ୍ଣାଟକ ଏଡିଜିପି ପ୍ରତାପ ରେଡ୍ଡି କହିଛନ୍ତି ଯେ, ସିମୋଗାର ଗ୍ରାମୀଣ ଅଞ୍ଚଳରେ ଏହି ଅଘଟଣ ଘଟିଛି । ରାତି ୧୦ଟା ୧୫ରେ ଏହି ବିସ୍ଫୋରଣ ହୋଇଥିଲା ।
ସୂଚନାଯୋଗ୍ୟ, ସିମୋଗା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପାଙ୍କ ଗୃହଜିଲ୍ଲା ଅଟେ । ତେବେ ବିସ୍ଫୋରଣ ପୂର୍ବରୁ ସିମୋଗା ଜିଲ୍ଲାର କିଛି ଅଞ୍ଚଳରେ ଭୂମିକମ୍ପ ହୋଇଥିବା ସୂଚନା ଦିଆଯାଇଥିଲା । ତେବେ ରାଜ୍ୟରେ କୌଣସି ସ୍ଥାନରେ ଭୂମିକମ୍ପ ହୋଇନଥିବା ସରକାର ସ୍ପଷ୍ଟ କରିଛନ୍ତି ।ଅଧିକ ତଦନ୍ତ ପରେ ହିଁ ବିସ୍ଫୋରଣର ପ୍ରକୃତ କାରଣ ଜଣାପଡିବ ବୋଲି ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like