-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

ବାଲରକ୍ଷା ଭାରତ ତରଫରୁ ପକ୍ଷୀ ପାଇଁ ଦିନଟିଏ କାର୍ଯ୍ୟକ୍ରମ

20-May-2025



କଣ୍ଟାମାଳରୁ ଜୟ କୁମାର ମହାରଣାଙ୍କ ରିପୋର୍ଟ 
କଣ୍ଟାମାଳ: ସ୍ବେଚ୍ଛାସେବୀ ଅନୁଷ୍ଠାନ ବାଳରକ୍ଷା ଭାରତ ଓ ବନବିଭାଗ ମନମୁଣ୍ଡା ର ମିଳିତ ସହଯୋଗରେ ଦପଲା ଠାରେ କିଶୋରୀ ବାଳିକା, ଏସ ଏଚ ଜି ମହିଳା,ଯୁବଗୋଷ୍ଟି ଏବଂ ଗ୍ରାମବାସୀ ମାନଙ୍କ ଉପସ୍ଥିତି ରେ "ପକ୍ଷୀ ପାଇଁ ଦିନ ଟିଏ" ସଚେତନତା କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମ ରେ ସଗଡା ସେକ୍ସନ ର ବନରକ୍ଷକ ରବୀନ୍ଦ୍ର  ବାରିକ ମୁଖ୍ୟ ଅତିଥି ତଥା ଅଙ୍ଗନୱାଡ଼ି କର୍ମୀ ମଦାଳସି ପ୍ରଧାନ,ଫରେଷ୍ଟ ସ୍କ୍ୱାର୍ଡ ରାଧେଶ୍ୟାମ ବେହେରା,ମିଚଲ ଗରିଆ ପ୍ରମୁଖ ଯୋଗଦେଇ ପକ୍ଷୀ ମାନଙ୍କ ସୁରକ୍ଷା ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ l ବୌଦ୍ଧ ଜିଲ୍ଲା ଏକ ଉତ୍ତପ୍ତ ଜିଲ୍ଲା ଭାବରେ ପରିଗଣିତ ହୋଇଥିବାରୁ ଖରା ଦିନେ   ଜଳାଶୟ ସବୁ ଶୁଖି ଯାଉଛି l ପଶୁ ପକ୍ଷୀ ମାନେ ପାଣି ପାଇଁ ଦୁରସ୍ଥାନ କୁ ଚାଲି ଯାଉଛନ୍ତି ଓ ଅସହ୍ୟ ଖରା ଯୋଗୁଁ ମୃତୁ ମୁଖରେ ମଧ୍ୟ ପଡ଼ୁଛନ୍ତି l  ପୂର୍ବ ପରି ପକ୍ଷୀ ମାନଙ୍କର ରାବ ସୁଣlଜାଉ ନାହିଁ,ଏହି ପରିସ୍ଥିତି ରେ ଖରାଦିନେ ସମସ୍ତେ ନିଜ ଘରେ ଛାତ ଓ କାନ୍ଥ ବାଡ଼ ଗୁଡିକରେ ବିଭିନ୍ନ ପାତ୍ର ରେ ପାଣି ରଖିବା ପାଇଁ  ସଚେତନ କରାଯାଇଥିଲା l ଏପରି କଲେ ପକ୍ଷୀ ମାନେ ଘରକୁ ଫେରିବେ ଓ ପାଣି ପିଇ ଶୋଷ ମେଣ୍ଟାଇ ବା ସହିତ ପକ୍ଷୀ ମାନଙ୍କ ଚହକରେ ପୁରା ଗାଆଁ ଚମକି ଉଠିବ ବୋଲି ଅତିଥି ମାନେ ମତ ରଖିଥିଲେ ,ଏହା ବ୍ୟତୀତ ଜଙ୍ଗଲ ନଷ୍ଟ ନ କରି ବର୍ତ୍ତମାନର ପରିସ୍ଥିତି କୁ ଦୃଷ୍ଟି ରେ ରଖି ଆଗାମୀ ପିଢ଼ି ପାଇଁ ବ୍ୟାପକ ଭାବରେ ଗଛ ଲଗାଇବା ପାଇଁ  ଉତ୍ସାହିତ କରାଯାଇଥିଲା  l   କାର୍ଯ୍ୟକ୍ରମ କୁ ବlଳରକ୍ଷା ଭାରତ ର କର୍ମୀ ଦୟାନିଧି ଜଗତ ପରିଚାଳନା କରିଥିବା ବେଳେ ରାଜୀବ ପ୍ରଧାନ ତଥା କିଶୋରୀ ଗ୍ରୁପ ର ସ୍ବପ୍ନl,ପୂଜା, ଲିଜା,ଇତି ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like