-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ସଭାଗୃହ ରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

20-May-2025



ଲୋଇସିଂହା, (ପ୍ରେରଣା ଖବର) ଜିଲ୍ଲାପାଳ ବଲାଙ୍ଗୀର ଙ୍କ ଜନ ଅଭିଯୋଗ ଶୁଣାଣି ଲୋଇସିଂହା ବ୍ଲକ ସଭା ଗୃହ ରେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ  ସ୍ୱାସ୍ଥ୍ୟ  ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଯୋଗ ଦେଇଥିବା ବେଳେ ବଲାଙ୍ଗୀର ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି,  ଜିଲ୍ଲାପାଳ ଙ୍କ ଅନୁପସ୍ଥିତି ରେ ଜିଲ୍ଲା ଉନ୍ନୟନ ଅଧିକାରୀ ପ୍ରଭାତ ମହାପାତ୍ର, ଉପ ଜିଲ୍ଲାପାଳ ଆଲୋକ ପଟେଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅକ୍ଷୟପାଣି ଉଦ୍ଦୁ, ତହସିଲଦାର ସଂଘମିତ୍ରା କାଲୋ ଯୋଗ ଦେଇଥିଲେ l ଜିଲ୍ଲା ର ସମସ୍ତ ବିଭାଗ ର ଅଧିକାରୀ ମାନେ ଉକ୍ତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ l ଏହାସହ ଜିପିଓ, ଏ. ଇ, କନିଷ୍ଠ ଯନ୍ତ୍ରୀ, ସରପଞ୍ଚ ତଥା ପୋଲିସ ଙ୍କ ସହଯୋଗ ମଧ୍ୟ ଅଭିଯୋଗ ଶୁଣାଣି ରେ ରହିଥିଲା l ଏହି ଜନ ଅଭିଯୋଗ ଶୁଣାଣି ରେ ପ୍ରାୟ 57 ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ଜାଣିବାକୁ ମିଳିଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like