-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ବିଜେପୁର ବ୍ଲକ ଅଧ୍ୟକ୍ଷଙ୍କ ଅନାସ୍ଥା ପ୍ରସ୍ତାବ ଆଗତ ରେ ବିଜେପି ୩୨,ବିଜେଡି ଶୂନ

20-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ) -ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅଧ୍ୟକ୍ଷ ମୋତିରାମ ସାହୁଙ୍କ ମନମୁଖୀ କାର୍ଯ୍ୟକଳାପର ଅସନ୍ତୁଷ୍ଟ ର ବର୍ହ୍ନି ର ଆଜି ଅନ୍ତ ହୋଇଛି କହିଲେ ଅତ୍ୟୁକ୍ତି ହେବନାହିଁ। ସମୁଦାୟ ବିଜେପୁର ବ୍ଲକ ୨୩ ଜଣ ସମିତି ସଭ୍ୟ ଏବଂ ୨୩ ଜଣ ନିର୍ବାଚିତ ସରପଞ୍ଚଙ୍କୁ ନେଇ ଅଞ୍ଚଳର ବିକାଶ ହୋଇଥାଏ।ସମୁଦାୟ ୨୩ ଜଣ ସମିତି ସଭ୍ୟଙ୍କୁ ନେଇ ଗଠିତ ବ୍ଲକ ଅଧ୍ୟକ୍ଷ ପଦବୀରେ ଶ୍ରୀ ସାହୁ କାର୍ଯ୍ୟରତ ଥିବା ସମୟରେ ଅନେକ ଅସନ୍ତୋଷ ଦେଖାଦେଇଥିଲା। ଆଜି ଏହାରି ଉପରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଛି। ଆଜି  ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭାଗୃହ ଠାରେ ସରପଞ୍ଚ ଓ ସମିତି ସଭ୍ୟଙ୍କ ରୁଣ୍ଡ ହେବା ଦେଖିବାକୁ ମିଳିଥିଲା।ଏ ପରିପ୍ରେକ୍ଷୀରେ ପିଠାସିନ ଅଧିକାରୀ ଅତିରିକ୍ତ ତହସିଲଦାର ବିଜେପୁର ଶ୍ରୀଯୁକ୍ତ ଜ୍ୟୋତି ରଂଜନ ଭୋଇଙ୍କ ତତ୍ତ୍ୱାବଧାନରେ ବ୍ଲକର ସଭାଗୃହ ଠାରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ଅନାସ୍ଥା ପ୍ରସ୍ତାବ ଆଗତ ଦିବସରେ ସମିତି ସଭ୍ୟ ୧୩ ଜଣ, ସରପଞ୍ଚ ୧୭ ଜଣ ସାମିଲ ହୋଇ ତାଙ୍କ ମତ ସାବ୍ୟସ୍ତ କରିଥିଲେ। ଏହି ମତ ସାବ୍ୟସ୍ତ ରେ ସ୍ଥାନୀୟ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତୀୟା,ମାନ୍ୟବର ବରଗଡ଼ ଲୋକସଭା ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ ମଧ୍ୟ ସାମିଲ ହୋଇ ତାଙ୍କ ନିଜସ୍ୱ ମତ ସାବ୍ୟସ୍ତ କରିଥିଲେ।ଅନାସ୍ଥା ପ୍ରସ୍ତାବ ଆଗତ ସମୟରେ ସ୍ଥାନୀୟ ବିଡ଼ିଓ  ଶ୍ରୀଯୁକ୍ତ ସରୋଜ କୁମାର ବିଶ୍ବାଳ,ଜିପିଡିଓ ଶ୍ରୀଯୁକ୍ତ ଦିପକ କୁମାର ମାରାଣ୍ଡି ,ଉପଖଣ୍ଡ ପଞ୍ଚାୟତ ଅଫିସର ପଦ୍ମପୁର ଶ୍ରୀଯୁକ୍ତ ସିଦ୍ଧାର୍ଥ କୁମାର ପଟ୍ଟନାୟକଙ୍କ ଉପସ୍ଥିତିରେ ସମସ୍ତ ସଭ୍ୟଙ୍କ ମତଦାନ ହୋଇଥିଲା। ଫଳାଫଳ ଅନୁଯାୟୀ ବିଜେପି ସପକ୍ଷରେ ୩୨ ଭୋଟ ପଡ଼ିଥିବା ବେଳେ ବିଜେଡ଼ି ସପକ୍ଷରେ ଗୋଟାଏ ହେଲେ ମତ ଆସିନଥିଲା।

ଏଥିରୁ ବୁଝି ପଡୁଛି ଯେ, ବିଜେପୁର ନିର୍ବାଚନ ମଣ୍ଡଳୀରେ ବିଜେଡ଼ିର ସଂଗଠନ ଆଉ ନାହିଁ କହିଲେ ଚଳେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ,ଯେଉଁ ଦିନଠାରୁ ଏହି ନିର୍ବାଚନ ମଣ୍ଡଳୀରେ ବିଜେପି ଦଳର ନିର୍ବାଚନ ପ୍ରତିନିଧି ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ଉଭା ହେଲେ ଲୋକଙ୍କ ଆସ୍ଥା ଓ ବିଶ୍ବାସର ପ୍ରତୀକ ଭାବେ ବିବେଚିତ ହୋଇ ଆଗକୁ ଆଗକୁ ବିଜେପି ର ସଂଗଠନ ମଜଭୁତ ହେବାରେ ଲାଗିଛି।କେତେକ ନିର୍ବାଚିତ ପ୍ରତିନିଧିଙ୍କୁ ଆମ ପ୍ରତିନିଧି ଏ ସମ୍ପର୍କରେ ପଚାରିବାରୁ ସେମାନେ କହିଲେ ଯେ, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟକଳାପ ଏବଂ ତାଙ୍କ ବିକାଶ ଧାରାର ପ୍ଲାଟଫର୍ମ ରେ ଆମ୍ଭେମାନେ ଅନୁପ୍ରାଣିତ ହେବା ସହ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତୀୟାଙ୍କ ଦୃଢ଼ ନେତୃତ୍ୱରେ ଆଜି ଅନାସ୍ଥା ପ୍ରସ୍ତାବ ଆଗତ କୁ ପୂର୍ଣ୍ଣମାତ୍ରାରେ ସମର୍ଥନ ଜଣାଇ ଦୁର୍ବଳ ବିଜେଡିର ସଂଗଠନ କୁ ପ୍ରତ୍ୟାଖ୍ୟାନ କରି ଆମ୍ଭ ନିଜସ୍ୱ ମତଦାନ କରିଛୁ । ଆଗକୁ ବ୍ଲକର ଉଜ୍ଜ୍ୱଳ ଭବିଷ୍ୟତ ବାରି ହୋଇ ଯାଉଛି ବୋଲି ମତ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like