-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ରେ ନିଯୁକ୍ତ ହେବେ ୯୨ ଗୃହରକ୍ଷୀ*- *ସାମ୍ୱାଦିକ ସମ୍ମିଳନୀ ରେ ସୂଚନା ଦେଲେ ଏସପି*-

20-May-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ଆସନ୍ତା ମାସ ରେ ସୁବର୍ଣ୍ଣପୁର ଜିଲ୍ଲା ରେ ନିଯୁକ୍ତି ପାଇବେ ୯୨ ଗୋଟି ଗୃହରକ୍ଷୀ l ତା ମଧ୍ୟରୁ ୭୨ ଜଣ ପୁରୁଷ ଓ ୧୮ ଗୋଟି ମହିଳା ନିଯୁକ୍ତ ହେବାକୁ ଥିବା ବେଳେ ମଇ ୨୦ ତାରିଖ ରୁ ଜୁନ ମାସ ୬ ତାରିଖ ପର୍ଯ୍ୟନ୍ତ ଇଚ୍ଛୁକ ପ୍ରାର୍ଥୀ କେବଳ ଅପ୍ ଲାଇନ୍ ରେ ଅବେଦନ ପତ୍ର ଦାଖଲ କରି ପାରିବେ l ଅନଲାଇନ୍ ରେ ଚାହିଁଲେ ସମସ୍ତ ତଥ୍ୟ ପାଇ ପାରିବେ ଆବେଦନକାରୀ l କମ୍ପ୍ୟୁଟର, ବାହନ ଚାଳକ ଦକ୍ଷତା,  ବ୍ୟବହାରିକ ଅଭିଜ୍ଞତା , ସ୍ଵତନ୍ତ୍ର ଦକ୍ଷତା ହାସଲ କରିଥିବା ଓ ବିଶେଷ କରି ଯୁବକ ଯୁବତୀ ଆବେଦନ କାରୀ ଙ୍କୁ ଅଧିକ ସଂଖ୍ୟାରେ ନିଯୁକ୍ତି ସୁଯୋଗ ମିଳିବ ବୋଲି ଆଜି ସଂନ୍ଧ୍ୟାରେ ଜିଲ୍ଲା ପୋଲିସ ଅଫିସ ରେ ଏକ ସାମ୍ବାଦିକ ସମ୍ମିଳନୀ ରେ ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାୟକ ସୂଚନା ଦେଇଛନ୍ତି l ଜିଲ୍ଲା ର ସମସ୍ତ ଥାନା ମାନଙ୍କ ରେ ମହିଳା ଙ୍କ ସୁବିଧା ପାଇଁ ମହିଳା କର୍ମଚାରୀ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରାଯାଇଥିବା ଓ ଏହି ନିଯୁକ୍ତି ପ୍ରକ୍ରିୟା କୁ ଖୁବ ସ୍ଵଚ୍ଛତା ର ସହ ପରିଚାଳନା କରାଯିବ ବୋଲି ପ୍ରକାଶ କରି କୌଣସି ବି ବ୍ୟକ୍ତି ଏହି ନିଯୁକ୍ତି ପାଇଁ ଯଦି ଲାଞ୍ଚ କାରବାର କରେ ତାହେଲେ ଆପଣ ସିଧା ସଳଖ ଭାବେ ଜିଲ୍ଲା ପୋଲିସ ମୁଖ୍ୟାଳୟ କୁ ଜଣାଇପାରିବେ ବୋଲି ଶ୍ରୀ ନାୟକ ସୂଚନା ଦେଇଛନ୍ତି l ଏବଂ ପ୍ରିଣ୍ଟ ମିଡିଆ ସୋସିଆଲ ମିଡ଼ିଆ ଜରିଆରେ ଚାରିଆଡ଼େ ଏହାର ପ୍ରଚାର ପ୍ରସାର କରିବାକୁ ଅନୁରୋଧ କରିଛନ୍ତି l ଆଜିର ଏହି ସାମ୍ବାଦିକ ସମ୍ମିଳନୀ ରେ ଏସପି ଶ୍ରୀ ନାୟକ ଙ୍କ ସମେତ ଅତିରିକ୍ତ ଏସପି କେ ହରି ପ୍ରାସାଦ, ଅତିରିକ୍ତ ଏସପି ବିରେନ୍ଦ୍ର କୁମାର ନାୟକ, ଡି ଏସ ପି ଚନ୍ଦ୍ର ଶେଖର ଶବର, ରେଣୁକା ସୁନା, ଆର୍ ଆଇ ଶ୍ରୀ ମାରାଣ୍ଡି, ଆର୍ ଆଇ ହୋମ ଗାର୍ଡ ଭକ୍ତ ବନ୍ଧୁ ସେଠ ଯୋଗ ଦେଇ ସମସ୍ତ ତଥ୍ୟ ପ୍ରଦାନ କରିଥିଲେ l ସୁବର୍ଣ୍ଣପୁର ରେ ନୂଆଁ ଏସପି ଯୋଗଦାନ ପରେ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରାଯାଇଥିବା ରୁ ଜିଲ୍ଲା ର ବୁଦ୍ଧିଜୀବି ଏସପି ଙ୍କ ଏହି ଉଦ୍ୟମ କୁ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like