-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ନୂତନ ପ୍ରସ୍ତାବିତ ବୀରମହାରାଜପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ସାମିଲ ହେବ ଉଫୁଲା ପଞ୍ଚାୟତର ସମସ୍ତ ଗ୍ରାମ

20-May-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା ପଞ୍ଚାୟତ ସଭା ଗୃହ ରେ ସରପଞ୍ଚ ଶ୍ରୀୟା କର୍ମୀ ଙ୍କ ପୌରାହିତ୍ୟ ରେ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ନବ ପ୍ରସ୍ତାବିତ ବୀରମହାରାଜପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ଉଫୁଲା ପଞ୍ଚାୟତ ସମସ୍ତ ଗ୍ରାମ ସାମିଲ ହେବା ନେଇ  ଉକ୍ତ ବୈଠକରେ ଆଲୋଚନା ହୋଇଥିଲା। ଏଥିରେ ପଣ୍ଡିଆ ପାଲି, ରଥପୁର, ପଣ୍ଡାପାଲି, ଖେତିସାହି, କାନପୁର, ବିକଳପାଲି, ଦନ୍ତାପାଲି, ନାଏକପାଲି, ଟିଠିପାଲି, କମଳପୁର, ଖମେଶ୍ବରୀପାଲି, ଗୌଡ଼କେଲା, ରାଗୁନାଥପୁର, ଟାଙ୍ଗରସାହି, ଗୁନି ପଦା, ଉଫୁଲା, ଅଇଁଲାପାଲି ପଡା  ପ୍ରଭୁତି ଗ୍ରାମ ରହିଛି। ୭୩ତମ  ସମ୍ବିଧାନ ସଂଶୋଧନ ଓ ୨୪୩ ଅନୁଚ୍ଛେଦ ସମ୍ପର୍କରେ ସରପଞ୍ଚ କର୍ମୀ ଆଲୋକପାତ କରିଥିଲେ l ଆଲୋଚନାରେ ନାଏବ ସରପଞ୍ଚ କମଳିନୀ ମହାପାତ୍ର , ୱାର୍ଡ ମେମ୍ବର ଘାସିରାମ ବାଦୀ, ଗୌରହରୀ ସାହୁ, ଶିବାନୀ ସାହୁ, ମିନତୀ ଭୋଇ, ସୁଦାମ ଭୂଇ, ସୁନିତା ସାହୁ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ l ପିଇଓ ମିତାଞ୍ଜଳୀ ରଥଙ୍କୁ ପୂର୍ବତନ ପିଇଓ ଦେଢ଼ ମାସ ହେବ ଉଫୁଲା ପଂଚାୟତ ରେ ଯୋଗଦେବା ଓ ଗୌର ଚନ୍ଦ୍ର ସାହୁ  ପୂର୍ବତନ ପି ଇ ଓ ସମ୍ପୂର୍ଣ ଦାୟିତ୍ୱ ହସ୍ତାନ୍ତରଣ କରୁନଥିବାରୁ ପଂଚାୟତ   ଉନ୍ନୟନ ବାଧାପ୍ରାପ୍ତ ହେଉଥିବା ସମ୍ପର୍କରେ ଗୁରୁତ୍ୱ ପୂର୍ଣ୍ଣ ଆଲୋଚନା  ହୋଇଥିଲା।  ବି ଡ଼ି ଓ, ଉପଜିଲ୍ଲାପାଳ, ସି ଡ଼ି ଓ, ଡ଼ି ପି ଓ  ଏବଂ ଜିଲ୍ଲା ପାଳ ଙ୍କୁ ଜଣାଇବାକୁ ସଭା ସରପଞ୍ଚ, ପି ଇ ଓ, ନାଏବ ସରପଞ୍ଚ ଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ଭତ୍ତା ପ୍ରଦାନ ଛଡା ହରିଶ୍ଚନ୍ଦ୍ର ସମେତ ଅନ୍ୟ ସ୍କିମ ଅନୁଦାନ ଖର୍ଚ୍ଚ ହୋଇ ପାରୁନଥିବା ସମ୍ପର୍କରେ ସମସ୍ତ ୱାର୍ଡ ମେମ୍ବର ଉଦବେଗ ପ୍ରକାଶ କରିଥିଲେ। ପିଇବା ଜଳ ଯୋଗାଣ ସମସ୍ୟା ସମାଧାନ ପାଇଁ ଆସୁ ପଦକ୍ଷେପ ନେବାକୁ ସ୍ଥିରୀକୃତ କରାଯାଇଥିଲା l ଆଗାମୀ ୨୪ ତାରିଖରେ ଗୌଡ଼କେଲା ଓ ଟାଙ୍ଗରସାହି  ଙ୍କ ପିଇବା ପାଣି ସମସ୍ୟା ସମାଧାନ ପାଇଁ ଉଫୁଲା ଗ୍ରାମ ପଂଚାୟତ ସଭାଗୃହ ରେ ଏକ ସ୍ୱତନ୍ତ୍ର ବୈଠକ ଗ୍ରାମବାସୀ ଓ ସରକାରୀ ବିଭାଗୀୟ କର୍ତୃପକ୍ଷଙ୍କ ଉପସ୍ଥିତିରେ କରିବାକୁ ସ୍ଥିରୀକୃତ ହେଇଥିଲା l ସାମାଜିକ ସୁରକ୍ଷା ଭତ୍ତା ଗାଁ ଗାଁ ରେ ବଣ୍ଟନ କରିବାକୁ ସରପଞ୍ଚ ଶ୍ରୀୟା କର୍ମୀ ପରାମର୍ଶ ଦେଇଥିଲେ l ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ମିତାଞ୍ଜଳୀ ରଥ, ଏ ଡ଼ି ଇ ଓ ଅନନ୍ତ ରାମ ପୂଜାରୀ, ଯୋଗାଣ ସହାୟକ ଦେବେନ୍ଦ୍ର ପଣ୍ଡା ଓ ସମସ୍ତ ୱାର୍ଡ ସଭ୍ୟ ସଭ୍ୟା ଯୋଗ ଦେଇ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like