-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||     

HOME   ଜିଲ୍ଲା

ନୀଳାଦ୍ରି ବିହାର ଲଜ୍ ଭିତରୁ ମିଳିଲା ଯୁବକଙ୍କ ମୃତଦେହ

21-May-2025



ନୂଆପଡ଼ା ସହର ସ୍ଥିତ ନୀଳାଦ୍ରି ବିହାର କଲ୍ୟାଣ ମଣ୍ଡପ ଓ ଲଜର ୧୧୫ ନମ୍ବର ବନ୍ଦ କୋଠରୀ ଭିତରୁ ସ୍ଥାନୀୟ ପୁଲିସ ସହାୟତାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି I ବ୍ୟକ୍ତି ଜଣକ ପଡ଼ୋଶୀ ଛତିଶଗଡ଼ ଦୁର୍ଗ ଜିଲ୍ଲା ଭିଳାଇ ସ୍ଥିତ ଇଂସା ଗ୍ରାମର ଅମିତ ସିଂ। ମୃତ୍ୟୁର କାରଣ ଜଣାପଡ଼ିନାହିଁ I ପରିବାର  ଲୋକେ ଆସିବା ପରେ ଶବ ବ୍ୟବଚ୍ଛେଦ ହେବା ନେଇ ସୂଚନା ମିଳିଛି । ଅମିତ ସିଂ ରାୟପୁରର ଜଣେ ଠିକାଦାରଙ୍କ ପାଖରେ ମ୍ୟାନେଜର ଭାବରେ କାମ କରୁଥିବା ବେଳେ ଗତ ୧୫ ତାରିଖ ରାତିରେ ଆସି ରୁମ ଭଡା ନେଇ ରହୁଥିଲେ । ବରଗଡ଼ ଜିଲ୍ଲା ପାଇକମାଳରେ ଗାଡ଼ିଭଡ଼ା ବାବଦକୁ ଟଙ୍କା ଆଦାୟ କରିବାକୁ ଯାଇ ରାତିରେ ରୁମକୁ ଫେରି ଗେଟ ବନ୍ଦ କରି ଶୋଇଥିବା ବେଳେ ସକାଳୁ ମାଲିକଙ୍କ ଫୋନ ଉଠାଇ ନଥିଲେ ଲଜ ମାଲିକ ଖବର ପାଇ କବାଟ ବାଡ଼େଇଥିଲେ ହେଲେ ଖୋଲି ନଥିଲେ | ପରେ ସ୍କାଇ ଲାଇଟ ଭାଙ୍ଗି ଦେଖିବା ବେଳକୁ ସେ ତଳେ ଅଚେତ ଅବସ୍ଥାରେ ପଡ଼ିଛନ୍ତି I ପରେ ନୂଆପଡା ପୁଲିସ ସହାୟତାରେ କବାଟ ଭାଙ୍ଗି ଉଦ୍ଧାର କରି ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିବା ବେଳେ ଅନେକ ସମୟରୁ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା  ଡାକ୍ତର କହିଥିଲେ ।

ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେରଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026

You Might Also Like