-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||     

HOME   ଜିଲ୍ଲା

ଫୁଲଝରଣରେ ଆଦିବାସୀ ଭବନ ଉଦଘାଟିତ

21-May-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ସଦର ବ୍ଲକ ଅଧିନସ୍ଥ ବୈଦିପାଲି ପଞ୍ଚାୟତ ର ଫୁଲଝରଣ ଗାଁ ରେ ଆଦିବାସୀ ଭବନ ଲୋକାର୍ପିତ ହୋଇଯାଇଛି l ଆଦିବାସୀ ଭବନ ଶୁଭ ଉଦଘାଟନ କାର୍ଯ୍ୟକ୍ରମ ରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କାର୍ଯ୍ୟକାରୀ ସଭାପତି ଶ୍ରୀମତୀ ବନଳତା ମାଝୀ, ବଲାଙ୍ଗିର ବ୍ଲକ ସଭାପତି ପାଳେଶ୍ୱର ଭୋଇ, ଟିଟିଲାଗଡ଼ ବ୍ଲକ ସଭାପତି ପଦ୍ମନ ପ୍ରଧାନୀ, ଆଗଲପୁର ବ୍ଲକ ସଭାପତି ବଳଦେବ ଭୋଇ, ଟିଟିଲାଗଡ଼ ନଗର ସଭାପତି ନିତ୍ୟାନନ୍ଦ ମାଝୀ, ସମ୍ପାଦକ ପ୍ରଫୁଲ୍ଲ କୁମାର ପ୍ରଧାନୀ, ସର୍ବ ଭାରତୀୟ ବିନ୍ଧ୍ୟବାସିନୀ ବିଂଝାଲ ସମାଜ ର ବ୍ଲକ ସଭାପତି କୁଶ ବରିହା , ଆଦିବାସୀ ନେତା ସୀତାରାମ ଧରୁଆ, ବଲାଙ୍ଗିର ପୌରାଞ୍ଚଳ ସଭାପତି ରାମଚନ୍ଦ୍ର ମୁର୍ମୁ, ଆଦିବାସୀ ନେତା ଅଚ୍ୟୁତ ଧରୁଆ, ସୁରେଶ ବରିହା,ସହିତ ଶତାଧିକ ଆଦିବାସୀ ଯୋଗ ଦେଇଥିଲେ lଆଦିବାସୀ ଭବନ ନିର୍ମାଣ ସକାଶେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଏମପିଲାଡ଼ ପାଣ୍ଠି ରୁ ୫ ଲକ୍ଷ ଟଙ୍କା ସୁପାରିଶ କରିଥିଲେ l ସହର ମାନଙ୍କ ରେ କଲ୍ୟାଣ ମଣ୍ଡପ, ଧର୍ମଶାଳା ଭଳିଆ ଗ୍ରାମାଞ୍ଚଳ ର ଅଧିବାସୀ ଉକ୍ତ ଆଦିବାସୀ ଭବନ ରେ  ସଭା ସମିତି, ସାମାଜିକ, ସାଂସ୍କୃତିକ କାର୍ଯ୍ୟକ୍ରମ କରିବାକୁ ସୁବିଧା ପାଇବେ l ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା ଏବଂ ଯୁବକ ମାନେ କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ମାଧ୍ୟମ ରେ ସାବୁନ, ଧୂପକାଠି, ମହମବତୀ, ପ୍ରେସ ଖଲି ଦନା ତିଆରି କରିପାରିବେ, ପାଣି ବୋତଲ, ମିଲେଟ ଖାଦ୍ୟ ପ୍ରସ୍ତୁତି, ଲଘୁ ଜଙ୍ଗଲ ଜାତ ଦ୍ରବ୍ୟ ଗୁଡିକୁ ସଂରକ୍ଷଣ କରିବା ସୁଯୋଗ ପାଇପାରିବେ ଯଦ୍ୱାରା ଲୋକ ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସାଂସଦ ଶ୍ରୀ ବିଶି ପ୍ରକାଶ କରିଥିଲେ l ଉଦଘାଟନ ଉତ୍ସବ ଉପଲକ୍ଷେ ନବ ନିର୍ମିତ ଆଦିବାସୀ ଭବନ ରେ ସଭା ଅନୁଷ୍ଠିତ ହୋଇଥିଲା l

ବ୍ଲକ ସଭାପତି ପାଳେଶ୍ୱର ଭୋଇ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭା ରେ କାର୍ଯ୍ୟକାରୀ ସଭାପତି ଶ୍ରୀମତୀ ବନଳତା ମାଝୀ, ଆଦିବାସୀ ନେତା ବଳଦେବ ଭୋଇ, ପଦ୍ମନ ପ୍ରଧାନୀ ପ୍ରମୁଖ ଆଦିବାସୀ ମାନଙ୍କ ଶିକ୍ଷା ସ୍ୱାସ୍ଥ୍ୟ, ସାମାଜିକ, ଅର୍ଥନୈତିକ ବିକାଶ, ନକଲି ଆଦିବାସୀ ସମସ୍ୟା, ଜଙ୍ଗଲ ଜମି ଅଧିକାର ସମସ୍ୟା, ସଂରକ୍ଷଣ ସମସ୍ୟା, ଉପରେ ଆଲୋକପାତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026

You Might Also Like