-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||     

HOME   ଜିଲ୍ଲା

ବନ୍ଦା ଗାଁ ରେ ପାନୀୟ ଜଳ ଯୋଗାଣରେ ଅନିୟମିତତା ହେତୁ ମିଶନ ଶକ୍ତିର ମହିଳାଙ୍କ ବିକ୍ଷୋଭ                 

21-May-2025



ଗୋଲାମୁଣ୍ଡା(ଜଗନ୍ନାଥ ନାଏକ) : କଥାରେ ଅଛି ଜଳ ହଁ ଜୀବନ, ଜଳ ବିନା କୌଣସି ଜୀବଜନ୍ତୁ ବଞ୍ଚି ପାରିବ ନାହିଁ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ବସୁଦ୍ଧା ଯୋଜନା ମାଧ୍ୟମରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବ୍ୟବସ୍ତା କରି ଥିବା ବେଳେ ତାହା ବାରମ୍ବାର ବିଫଳ ଦେଖା ଦେଇଛି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ବୋରଗୁଡା ଗ୍ରାମ ପଞ୍ଚାୟତ ଅଧିନରେ ଥିବା ବନ୍ଦାଗାଁ ତେଲ ନଦୀ ନିକଟରେ (RWSS ) ମେଗା ପ୍ରୋଜେକ୍ଟ ନିର୍ମାଣ ହୋଇ ଥିବା ବେଳେ  ପ୍ରତି ଗାଁ କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାର ବସୁଦ୍ଧା

ଯୋଜନା ଫେଲ ମରୁଛି ବୋଲି ଆଜି ମେଗା ପ୍ରୋଜେକ୍ଟ ଇଣ୍ଟେକ୍ସସ ନିକଟରେ ବନ୍ଦା ଗାଁ ର ଶତାଧିକ ମିଶନ ଶକ୍ତିର ମହିଳା ଓ ପୁରୁଷ ମାନେ ଉପସ୍ଥିତ ରହି ପ୍ରତିବାଦ କରି ଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଯେ ଆମ ଗାଁ ନିକଟରେ ମେଗା ପ୍ରୋଜେକ୍ଟ ତିଆରି ହୋଇଛି । ପ୍ରଚଣ୍ଡ ରୌଦ୍ରତାପରେ ବିଶୁଦ୍ଧ ପାନୀୟ ଜଳ ପାଇଁ ଗାଁ ର ଲୋକେ ହା ହାକାର ହେବାକୁ ଯାଉଛି। ବିଶୁଦ୍ଧ ପାନୀୟ ଜଳ ପିଇବା ପାଇଁ ଟୋପାଏ ପାଣି ମିଳୁ ନାହିଁ। ଏ ହିଁ ଦାୟିତ୍ୱରେ ଥିବା ଅଫିସର କର୍ମଚାରୀ ମାନେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବୁ ବୋଲି ମିଛ ପ୍ରତିଶୃତି ଦେଇ ଥିଲେ ତାହା ପାଣିର ଗାର ରହିଛି। ଅନେକ ଥର ଅନୋରୋଧ ରେ ଜଣାଇ ଥିଲେ ମଧ୍ୟ କର୍ଣ୍ଣ ପାତ କରୁ ନାହାନ୍ତି। ତେଣୁ ବାଧ୍ୟ ହୋଇ ମେଗା ପ୍ରୋଜେକ୍ଟ ଇଣ୍ଟେକ୍ସ ୱେଳ୍ ସମ୍ମୁଖରେ ମହିଳା ମାନେ ବିକ୍ଷୋଭ ପ୍ରଦର୍ଶନ କରିଛୁ ବୋଲି ମିଡିଆ ସାମ୍ନାରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଯଦିଓ ଏହାର ସମାଧାନ ନ କରନ୍ତୁ ତେବେ ତୀବ୍ର ରୂପ ଧାରଣ କରିବ ବୋଲି , ମିଶନ ଶକ୍ତିର ମହିଳା କୌଶଲ୍ୟା ବଗର୍ତ୍ତୀ, ଜୈମିନି ମାଝି, ଲଳିତା ଦୁର୍ଗା, ସୁରଭି ଦୂର୍ଗା, ରଞ୍ଜିତା ଲହଜଲ, ପଦ୍ମାବତୀ ସାହୁ ଓ ୱାର୍ଡ଼ ମେମ୍ବର ମଦନ ସୁନାନୀ, ପ୍ରେମ ଲାଲ ପ୍ରଧାନ, ଭୋଜନ ସାହୁ, ପୀତାମ୍ବର ବଗର୍ତ୍ତୀ, ପ୍ରମୁଖ ଚେତାବନୀ ଦେଇଛନ୍ତି। ଏହି ଅବସରରେ ଏଚ, ଆର, ଅକ୍ଷୟ ନାଏକ ଓ ଜେ଼ଇ ମିତା ରାଣୀ କିଷାନ ପୁହୁଚି ବୁଝା ସୂଜା କରି ଥିଲେ ମଧ୍ୟ ଉଗ୍ର ରୁପ ଧାରଣ କରି ଥିଲେ। ପରି ଶେଷରେ ପନ୍ଦର ଦିନ ମଧ୍ୟରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିଦେବା ପାଇଁ ଲିଖିତ ଭାବେ ଦେବାରୁ ମହିଳା ମାନେ ବିକ୍ଷୋଭ ରୁ ଅପସରି ଯାଇ ଥିଲେ। ହେଲେ ଦେଖିବାକୁ ବାକି ରହିଲା ପ୍ରତିଶ୍ରୁତିର ଲେଖା, ଉକ୍ତ ସ୍ଥାନରେ ଦଶପୁର ପୋଲିସ ପ୍ରଶାସନ ମଧ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026

You Might Also Like