-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଜିଲ୍ଲା

ବିଲେଇସର୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା

21-May-2025



ବଲାଙ୍ଗୀର(ପ୍ରେରଣା ଖବର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ)ଦ୍ବାରା ପରିଚାଳିତ +୨ କଳା ପରୀକ୍ଷା ଫଳ ପ୍ରକାଶ ପାଇଛି। ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ରାଧାଶ୍ୟାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୫୯ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଶତ ପ୍ରତିଶତ ଉତ୍ତୀର୍ଣ୍ଣ ହୋଇଛନ୍ତି। ୧୩ ଜଣ ପ୍ରଥମ ଶ୍ରେଣୀ,୧୪ଜଣ ଦ୍ବିତୀୟ ଶ୍ରେଣୀ ଓ ୩୨ଜଣ ତୃତୀୟ ଶ୍ରେଣୀ ରେ ଉତ୍ତୀର୍ଣ୍ଣ  ହୋଇଛନ୍ତି। ଛାତ୍ରୀ ପ୍ରୀତିମୟୀ ପଣ୍ଡା ସର୍ବାଧିକ ୫୦୨ମାର୍କ ରଖି ବିଦ୍ୟାଳୟର ଟପ୍ପର ହୋଇଥିବା ବେଳେ ପ୍ରତିଜ୍ଞା ତ୍ରିପାଠୀ ୪୮୪ ମାର୍କ ରଖି ଦ୍ବିତୀୟ ଓ ଜ୍ଯୋତିର୍ମୟୀ ମାଝୀ ୪୮୧ ମାର୍କ ରଖି ତୃତୀୟ ସ୍ଥାନ ହାସଲ କରିଛନ୍ତି। କୃତୀ ଛାତ୍ର ଛାତ୍ରୀମାନଙ୍କୁ ଅଧ୍ଯକ୍ଷ ପୁରୁଷୋତ୍ତମ ଭଞ୍ଜଙ୍କ ସମେତ ବିଦ୍ୟାଳୟର ସମସ୍ତ ଅଧ୍ଯାପକ, ଅଧ୍ଯାପିକା ଓ ଶିକ୍ଷା କର୍ମଚାରୀ ଶୁଭେଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like