-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||     

HOME   ଜିଲ୍ଲା

ଯୁକ୍ତ ଦୁଇ ପରୀକ୍ଷାରେ ବିଜେପୁର ରେଡିଏନ୍ସ କଲେଜର ପୁଣି ଚମତ୍କାର ସଫଳତା

21-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ) - ବରଗଡ଼ ଜିଲ୍ଲା ବିଜେପୁର ରେଡିଏନ୍ସ ଇନଷ୍ଟିଚ୍ୟୁଟ୍ ଅଫ୍ ଏଡଭାନସ୍ ଷ୍ଟଡିଜ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିଛନ୍ତି। ଛାତ୍ରୀ ପ୍ରତୀକ୍ଷା ପଧାନ ଦଶମ ଶ୍ରେଣୀରେ ୪୦୩(୬୭.୧୭)ରଖିଥିବା ବେଳେ ଯୁକ୍ତ ଦୁଇରେ ସର୍ବାଧିକ ୫୨୭ ମାର୍କ ରଖି କଲେଜରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ଏବଂ  ଛାତ୍ରୀ ମନିଷା ନାୟକ ଦଶମ ଶ୍ରେଣୀରେ ୩୧୧ ମାର୍କ ରଖିଥିବା ବେଳେ ଯୁକ୍ତ ଦୁଇରେ ୪୭୫ମାର୍କ ରଖି ୨୭.୩୩%(୧୬୪) ମାର୍କ ସର୍ବାଧିକ ଗେନ୍ କରି କଲେଜରେ ଚମତ୍କାର ସୃଷ୍ଟି କରିଛନ୍ତି। ଏଠାରେ ୧୫୩ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୮୫ଜଣ ପରୀକ୍ଷାର୍ଥୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧୦୩ ଜଣ ଛାତ୍ରଛାତ୍ରୀ ଦଶମ ମାର୍କ ଠାରୁ ଯୁକ୍ତ ଦୁଇରେ ଅଧିକ ମାର୍କ ଗେନ୍ କରିଛନ୍ତି ବୋଲି ଅନୁଷ୍ଠାନର ଚେୟାରମେନ ଅଜିତ କୁମାର ମେହେର କହିଛନ୍ତି।ସେ ଉତ୍ତମ ଫଳାଫଳ ଶ୍ରେୟ ଅଧ୍ୟକ୍ଷ ପ୍ରଫେସର ଘନଶ୍ୟାମ ମେହେର ଓ ସମସ୍ତ ଅଧ୍ୟାପକ ଅଧ୍ୟାପିକା ମାନଙ୍କୁ ତଥା ଏକାଡେମିକ ଡାଇରେକ୍ଟର ଗୋବିନ୍ଦ ମେହେର ଓ ଆଡମିନିଷ୍ଟେଟିଭ ଡାଇରେକ୍ଟର ନେତ୍ରମଣୀ ମେହେରଙ୍କୁ ଦେଇଛନ୍ତି।ଚେୟାରମେନ ଶ୍ରୀ ମେହେର ଅଧ୍ୟକ୍ଷଙ୍କ ସହିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଓ ଏକାଡେମିକ ଡାଇରେକ୍ଟର ମିଷ୍ଠାନ ବଣ୍ଟନ କରିଥିଲେ।୨୦୧୬ ମସିହାରେ ପ୍ରତିଷ୍ଠିତ ଏହି ଅନୁଷ୍ଠାନରେ ଯୁକ୍ତଦୁଇ କଳା ବିଭାଗ ରେ କ୍ରମାଗତ ଭାବରେ ଛାତ୍ରଛାତ୍ରୀ ମାନେ ଚମତ୍କାର ସଫଳତା ହାସଲ କରିଆସୁଛନ୍ତି ବୋଲି  ଅଧ୍ୟକ୍ଷ ପ୍ରଫେସର୍ ଘନଶ୍ୟାମ ମେହେର କହିଥିବା ବେଳେ ଏହି ସଫଳତା ଆଗକୁ ବଲବର୍ତ୍ତର ରହିବ ବୋଲି ଅନୁଷ୍ଠାନର ଉପାଧ୍ୟକ୍ଷ ଶ୍ରୀସଞ୍ଜୟ ବାରିକ ଦୃଢ଼ତା ସହ ମତବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026

You Might Also Like