-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ମାଉସୀ ଗୁଡି ସ୍କୁଲ ର ୧୯୮୦ ବ୍ୟାଚ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

21-May-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ରାଧାରାଣୀ ପଡା ପ୍ରାଥମିକ ବିଦ୍ୟାଳୟ ,ମାଉସୀ ଗୁଡି ସ୍କୁଲ ରେ ୧୯୮୦ ମସିହାରେ  ପଞ୍ଚମ ଶ୍ରେଣୀ ପଢୁଥିବା ଛାତ୍ରଛାତ୍ରୀଙ୍କ ଏକ ବନ୍ଧୁମିଳନ ୪୪ବର୍ଷ ପରେ  ସ୍ଥାନୀୟ ଗାର୍ଡେନ ଇନ ହୋଟେଲ ଠାରେ  ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରେ ଅନେକ ବନ୍ଧୁବାନ୍ଧବୀ  ପ୍ରଥମ ଥର ପାଇଁ ଭେଟ ହେଉଥିବାରୁ  ଏହି ବନ୍ଧୁମିଳନରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଥିଲା।  ପ୍ରଥମେ ଦିବଂଗତ ଶିକ୍ଷକ ଶିକ୍ଷୟିତ୍ରୀ ତଥା  ଛାତ୍ରଛାତ୍ରୀ ବିଶ୍ବନାଥ କ୍ଷେତ୍ରୀ, ବଳରାମ ନାଏକ,ଯୁଧିଷ୍ଠିର ଯୁଆଡି,ସୁବାଷ ପୂଜାରୀଙ୍କ  ନିମନ୍ତେ ନୀରବ ପ୍ରାର୍ଥନା କରାଯାଇଥିଲା। ପରେ ରାଜେନ୍ଦ୍ର ପୁରୋହିତ,ଭାବନା ଚୋପଦାର ,ସନ୍ଦୀପ କୁମାର କୁଅଁର, ଜ୍ଯୋତିନ୍ଦ୍ର ନାୟକ, ତ୍ରିନାଥ ଦର୍ଜୀ,ଆନନ୍ଦ କୁମାର ନାଏକ,କୁନ୍ତୀ ପ୍ରଧାନ,ମଳୟ ମିଶ୍ର, ସୁଶାନ୍ତ ପାତ୍ର, ରାଜେଶ ପାତ୍ର,ସୀମା ମହାପାତ୍ର, ପୁଷ୍ପାଞ୍ଜଳି ନାଏକ,ଦୁର୍ଯ୍ୟୋଧନ ପଣ୍ଡା, ବିମଳ କାନ୍ତ କାଲସାଏ,କଲ୍ୟାଣୀ ସେଠ, ବାସନ୍ତୀ ପଟେଲ, ସୁଵାସିନୀ ସାହୁ,ସୁଧାକର ବେହେରା ,ରାଜେଶ ପାତ୍ର, ରାଶେଶ୍ବରୀ ବାଗ, ଗଣପତି ବାଗ, ଗୋକୁଳା ପଟେଲ,ଅଶୋକ କୁମାର ସାହୁ,ସୁଧୀର ପଟନାୟକ ପ୍ରମୁଖ ନିଜର ଛାତ୍ର ଜୀବନ ଓ ବର୍ତ୍ତମାନ ଜୀବନ ଜୀବିକା କଥା କହିଥିଲେ।ପରେ ଉପସ୍ଥିତ ବନ୍ଧୁବାନ୍ଧବୀ ମାନଙ୍କୁ ଆୟୋଜକ ମାନେ ସ୍ମୃତିଫଳକ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like