-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଜେଲ୍‌ରେ ଆରମ୍ଭ ହେଲା ୩ ଦିନିଆ ଯୋଗ ଓ ଧ୍ୟାନ କାର୍ଯ୍ୟକ୍ରମ

21-May-2025



ବଲାଙ୍ଗୀର(ଦେବାଶିଷ ବହିଦାର): ସହଯୋଗ ଫାଉଣ୍ଡେସନ୍ ପକ୍ଷରୁ ବଲାଙ୍ଗୀର ଜିଲ୍ଲା ଜେଲ୍‌ରେ ୩ ଦିନିଆ ଯୋଗ ଓ ଧ୍ୟାନ ଶିବିର ଆରମ୍ଭ ହୋଇଛି, ଯାହା ୨୧ ମଇରୁ ୨୩ ମଇ ୨୦୨୫ ପର୍ଯ୍ୟନ୍ତ ଚାଲିବ। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଜେଲ୍‌ରେ ଥିବା ବନ୍ଦୀମାନେ ମଧ୍ୟରେ ଶାନ୍ତି, ଅନ୍ତର୍ମୁଖୀତା ଓ ନୈତିକ ପରିବର୍ତ୍ତନ ଆଣିବା।
ଯୋଗ ଅଧ୍ୟାପିକା ମିସ୍ ସୁଶୋଭିତା ଗୁରୁ   ବିଭିନ୍ନ ଯୋଗାସନ, ପ୍ରାଣାୟାମ ଓ ଧ୍ୟାନ ମାଧ୍ୟମରେ ବନ୍ଦୀମାନଙ୍କୁ ମନୋଶାନ୍ତି ଦେବା ପ୍ରୟାସ କରିଛନ୍ତି।ଏହି କାର୍ଯ୍ୟକ୍ରମ ସଫଳ ହୋଇପାରିଛି ଜିଲ୍ଲା ଜେଲ ସୁପରିଟେଣ୍ଡେଣ୍ଟ ଶ୍ରୀ ସର୍ବେଶ୍ୱର ସାହୁଙ୍କ ଓ ଶ୍ରୀ ବିଜୟ ବେହେରା (ଏ.ଜେ.), ରୋଗିତ ଜୁଡାଇ (ୱାର୍ଡର), ହରିଶଙ୍କର ପୁରୋହିତ (ୱାର୍ଡର), ଆରତି କୁମ୍ଭାର (ଚୀଫ୍ ୱାର୍ଡର), ବିଭୂତି ଭୂଷଣ ବେହେରା (ଫାର୍ମାସିଷ୍ଟ), ଏବଂ ସହଯୋଗ ଫାଉଣ୍ଡେସନ୍ ସଭ୍ୟ ଶ୍ରୀ ସୁଦୀପ୍ତ ତ୍ରିପାଠୀ, ଶ୍ରୀ ତୋଫାନ ପାତ୍ର, ଓ ଶ୍ରୀ ରାମନାରାୟଣ ଦାସ ଙ୍କ ଅବଦାନରେ।

ସହଯୋଗ ଫାଉଣ୍ଡେସନ୍ ସମ୍ପାଦିକା  ଶ୍ରୀମତୀ ପିଙ୍କି ମୋଦି କହିଛନ୍ତି "ଯୋଗ ଓ ଧ୍ୟାନ ଏମିତି ଶକ୍ତିଶାଳୀ ଅଭ୍ୟାସ ଯାହା ମନକୁ ଶାନ୍ତ କରେ, ଆତ୍ମାକୁ ସୁଧାରେ। ଆମେ ପ୍ରତି ୪ ମାସକୁ ଏହିପରି କାର୍ଯ୍ୟକ୍ରମ ଅନୁଷ୍ଠାନ କରୁଛୁ, ଯାହା ବନ୍ଦୀମାନଙ୍କ  ମନରେ  ଏକ ନୂଆ ଆଶା ଓ ଦୃଢତା ଆଣିପାରିଛି ଯୋଗ ଅଧ୍ୟାପିକା ମିସ୍ ସୁଶୋଭିତା ଗୁରୁ କହିଛନ୍ତି ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବନ୍ଦୀମାନେ ମନୋଶାନ୍ତି ବୋଧ କରୁଛନ୍ତି, ତାଙ୍କର ଆଚରଣରେ ପରିବର୍ତ୍ତନ ଆସୁଛି। ସେମାନେ ଏହାକୁ ଆପଣଙ୍କ ଜୀବନ ଉନ୍ନତି ପାଇଁ ଗୁରୁତ୍ୱପୂର୍ଣ୍ଣ ମାନିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like