-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||     

HOME   ଜିଲ୍ଲା

ଗ୍ୟାସ ପୁନଃଭର୍ତି କରୁଥିବା  ୫ ଟି ଦୋକାନରେ ଅତର୍କିତ ଚଢଉ କଲା ଜିଲ୍ଲା ପ୍ରଶାସନର ସ୍ଵତନ୍ତ୍ର ସ୍କ୍ୱାର୍ଡ

21-May-2025



ବଲାଙ୍ଗିର(ଦେବାଶିଷ ବହିଦାର): ଆଜି ପୂର୍ବାହ୍ନରେ ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲଙ୍କ ଦ୍ୱାରା ଗଠିତ ଉପଖଣ୍ଡ ସ୍ତରୀୟ ଯୋଗାଣ ବିଭାଗ  ସ୍କ୍ୱାର୍ଡ ଟିମ ବିଭିନ୍ନ ସ୍ଥାନରେ ଛାପା ମାରିଛି । କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ସୋମକେଶ ନାୟକ , ଉପଖଣ୍ଡ ଯୋଗାଣ ଅଧିକାରୀ ଶରତ

କୁମାର ରାଉତ ଏବଂ ପୋଲିସଙ୍କ ଉପସ୍ଥିତ ରେ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ସ୍ଥିତ ଗ୍ୟାସ ପୁନଃଭର୍ତି କରୁଥିବା  ୫ ଟି ଦୋକାନରେ ଅତର୍କିତ ଚଢଉ କରିଥିଲେ ।

ଏହି ସମୟରେ ୫୩ ଘରୋଇ ଗ୍ୟାସ ସିଲିଣ୍ଡର କୁ ଜବତ କରାଯାଇଛି । ଅସାଧୁ ଉପାୟରେ ଏହି ଦୋକାନ ଗୁଡିକରେ ଚଢା ଦରରେ ରେ ବିନା କୌଣସି ଲାଇସେନ୍ସ ରେ ଗ୍ୟାସ ବିକ୍ରି କରାଯାଉଥିବାରୁ ଏହି ଚଢାଉ କରାଯାଉଛି । ତେବେ ଆଗକୁ ମଧ୍ୟ ଏମିତି ଅତର୍କିତ ଚଢଉ ଜାରି ରହିବ ବୋଲି ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026

You Might Also Like