-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ ଦ୍ୱାରା କମାଲ କା କ୍ୟାମ୍ପ ଉଦଘାଟନ

22-May-2025



କଳାହାଣ୍ଡି,କୋକସରା( ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ କୁସୁମଖୁଣ୍ଟି ଗ୍ରାମରେ କମାଲ କା କ୍ୟାମ୍ପ ଉଦଘାଟନ କରାଯାଇଥିଲା।ଏହି ଉଦଘାଟନୀ କାର୍ଯ୍ୟକ୍ରମ ରେ ଆତ୍ମଶକ୍ତି ଟ୍ରଷ୍ଟ MSMO ଷ୍ଟେଟ୍ ମ୍ୟାନେଜର୍ ପ୍ରସନ୍ନ ପ୍ରଧାନ, ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ସଂଯୋଜକ ଅନିଲ କୁମାର ଦାସ, ସ୍ଵେଚ୍ଛାସେବୀ ରଞ୍ଜିତ ଧ.ମାଝୀ, ଧନମତି ନାଏକ  ସମେତ କୁସୁମଖୁଣ୍ଟି ଗାଁରେ ଥିବା ମହିଳା, ଅଭିଭାବକ ଏବଂ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିଲେ। ଏହି କାର୍ଯ୍ୟକ୍ରମ ଟି ଗାଁ ଗୁଡିକରେ ଥିବା ପିଲାମାନଙ୍କ ର ଶିକ୍ଷାର ଗୁଣାତ୍ମକ ମାନବୃଦ୍ଧି ନିମନ୍ତେ ପ୍ରଥମ ସଂସ୍ଥା ସହ ମିଳିତ ଭାବରେ ନାଗରିକ ବିକାଶ ସଂଗଠନ ଦ୍ୱାରା ଏହି ପଦକ୍ଷେପ ନିଆଯାଇଛି। ବର୍ତ୍ତମାନ ଯେହେତୁ ବିଦ୍ୟାଳୟଗୁଡିକ ରେ ଗ୍ରୀଷ୍ମ ଅବକାଶ ଚାଲିଛି ତେଣୁ ସଂଗଠନ ପ୍ରଥମ ସଂସ୍ଥା ସହିତ ମିଶି ୪ର୍ଥ, ୫ମ, ଏବଂ ୬ଷ୍ଠ ଶ୍ରେଣିର ପିଲାମାନଙ୍କୁ ନେଇ କମାଲ କା କ୍ୟାମ୍ପ କରାଯାଉଛି ଏଥିରେ ଶିକ୍ଷାଦାନ ଦେବା ନିମନ୍ତେ ସ୍ଵେଚ୍ଛାସେବୀ ଶିକ୍ଷକ ମାନଙ୍କୁ ଗ୍ରାମବାସୀମାନଙ୍କ ଜରିଆରେ ଚୟନ କରାଯିବ।

ଏହି କାର୍ଯ୍ୟକ୍ରମ ୬ ସପ୍ତାହ ଧରି ଚାଲୁ ରହିବ। ଏଥିରେ ପିଲାମାନଙ୍କୁ କାହାଣୀ, ଖେଳ,ନାଚ, ଗୀତ ମାଧ୍ୟମରେ ପିଲାମାନଙ୍କୁ ଓଡ଼ିଆ ଏବଂ ଗଣିତ ପାଠ ପଢ଼ାଯିବ। ଏହି କାର୍ଯ୍ୟକ୍ରମ ଟି କୋକସରା ବ୍ଲକର ପ୍ରତି ଗାଁରେ କରାଯିବା ନିମନ୍ତେ ନାଗରିକ ବିକାଶ ସଂଗଠନ ସଂକଳ୍ପବଦ୍ଧ । MSMO ଷ୍ଟେଟ୍ ମ୍ୟାନେଜର୍ ପ୍ରସନ୍ନ ପ୍ରଧାନ ଓଡ଼ିଶାରେ କମାଲ କା କ୍ୟାମ୍ପ  କିପରି ଭାବରେ ଚାଲୁଛି ଏବଂ ଜିଲ୍ଲା ସଂଯୋଜକ ଅନିଲ କୁମାର ଦାସ କଳାହାଣ୍ଡି ଜିଲ୍ଲାର 12 ଗୋଟି ବ୍ଲକରେ ଏହି କାର୍ଯ୍ୟକ୍ରମ ଚାଲିବା ବିଷୟରେ ଉପସ୍ଥାପନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ କୋକସରା ବ୍ଲକ ସଂଯୋଜକ ଉପେନ୍ଦ୍ର ସୁନାନୀ, ଜନ ସାଥୀ ତ୍ରିନାଥ ବେଶ୍ରା, ମୁକ୍ତା ଠାକୁର ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like