-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଯୁକ୍ତ ୨ ଫଳାଫଳ ପ୍ରକାଶିତ, ପଶ୍ଚିମ ଓଡ଼ିଶାରେ ଯୁବୋଦୟ ପୁଣିଥରେ ନିଜ ସଫଳତା ଦୋହରାଇଲା 

22-May-2025



ବଲାଙ୍ଗୀର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷାରେ ଯୁବୋଦୟର ଛାତ୍ରଛାତ୍ରୀ ମାନେ ସଫଳତା ହାସଲ କରିଛନ୍ତି । ପଶ୍ଚିମ ଓଡ଼ିଶାରେ ସବୁବର୍ଷ ପରି ଏ ବର୍ଷ ମଧ୍ୟ ସର୍ବାଧିକ ୯ଠ ପ୍ରତିଶତରୁ ଅଧିକ ମାର୍କ ରଖି ନୂତନ  କୀର୍ତ୍ତି ସ୍ଥାପନ କରିଛନ୍ତି। ସେଥିରୁ ୫୭୭ ମାର୍କ ରଖି ବରପାଲିର ତିଲକ ହୋତା, ୫୭ଠ ମାର୍କ ରଖି ସୋହେଲାର ନୈନା ବାରିକ, ୫୬୯ ମାର୍କ ସହ ସୁନ୍ଦରଗଡ଼ର ଆୟୁଷ ପଟେଲ ଓ ୫୬୯ ମାର୍କ ସହ ବରପାଲିର ପ୍ରତ୍ୟୁଷ ଦାସ ଟପ୍ପର ହୋଇଛନ୍ତି । ଅନୁଷ୍ଠାନର ସମୁଦାୟ ୫ଠ୧ ଜଣ ଛାତ୍ରଛାତ୍ରୀ ଙ୍କ ମଧ୍ୟରୁ ୪୭୪ଜଣ ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତ୫ି । ସେହିପରି ୧୬୫ଜଣ ଛାତ୍ରଛାତ୍ରୀ

୫ଶହରୁ ଅଧିକ ମାର୍କ ରଖିଛନ୍ତି । ଯୁବୋଦୟର ଛାତ୍ରଛାତ୍ରୀ ଯୁକ୍ତ ୨ ରେ ସଫଳତା ହାସଲ କରିବା ସହ ଗତ ଜେ.ଇ ଓ ନିଟ୍ ପରୀକ୍ଷାରେ ମଧ୍ୟ ଉତ୍ତମ ପ୍ରଦର୍ଶନ କରିଛନ୍ତି । ଇଣ୍ଟିଗ୍ରେଟେଡ ଶିକ୍ଷା ପର୍ଦ୍ଧତି ଦ୍ୱାରା ପ୍ରାୟ ୨୫ ଜଣ ଛାତ୍ରଛାତ୍ରୀ ମେଡିକାଲ ପ୍ରବେଶିକା ପରୀକ୍ଷା(ନିଟ୍‌) ରେ କୃତକାର୍ଯ୍ୟ ହୋଇ ପ୍ରଥମ ପର୍ଯ୍ୟାୟରେ ହିଁ ଏମ୍ସ ତଥା ଅନ୍ୟାନ୍ୟ ସରକାରୀ ମେଡିକାଲ କଲେଜରେ ନାମ ଲେଖାଇବା ପାଇଁ ଆଶାୟୀ ହୋଇଛନ୍ତି । ସେହିପରି ଗତ ଜେଇ ପରୀକ୍ଷାରେ ୫୬ଜଣ ଛାତ୍ରଛାତ୍ରୀ

ପ୍ରଥମ ଥର ପରୀକ୍ଷା ଦେଇ ୯ଠ ପ୍ରତିଶତରୁ ଅଧିକ ମାର୍କ ରଖି ସର୍ବଭାରତୀୟସ୍ତରରେ ଜଣାଶୁଣା ଏନ୍‌ଆଇଟି ଓ ଆଇଆଇଟିରେ ଅଧ୍ୟୟନ କରିବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ସମଗ୍ର ଓଡ଼ିଶାରେ ଯୁବୋଦୟ ର ଛାତ୍ରଛାତ୍ରୀ ମାନେ ଅନ୍ୟ ଶିକ୍ଷାନୁଷ୍ଠାନ ମାନଙ୍କୁ ପଛରେ ପକାଇ ବବାଜିମାତ୍ କରିଛନ୍ତି । ଏହି ଅନୁଷ୍ଠାନର ନିର୍ଦ୍ଦେଶକ ଅମ୍ବରୀଶ ଦାଶ ଛାତ୍ରଛାତ୍ରୀ ମାନଙ୍କ ଉତ୍ତମ ପ୍ରଦର୍ଶନ ପାଇଁ ଶୁଭେଚ୍ଛା ଜଣାଇବା ସହ ଏହି ରେକର୍ଡ ଅନୁଷ୍ଠାନର ଶିକ୍ଷକଶିକ୍ଷୟିତ୍ରୀ ଏବଂ କର୍ମଚାରୀଙ୍କ ପାଇଁ ସମ୍ଭବ ହୋଇପାରିଛି ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ