-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ଝାରବନ୍ଧ ବ୍ଲକ ସ୍ତରୀୟ ସଙ୍କୀର୍ତ୍ତନ ପରିଷଦ ବୈଠକ,,,,, ସଙ୍କୀର୍ତ୍ତନ ରେ ଅଶ୍ଲୀଳ ଓ ଦୁଇ ଅର୍ଥ ବୋଧକ ପରିବେଷଣ କୁ ବିରୋଧ

22-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ସଙ୍କୀର୍ତ୍ତନ ପରିଷଦ ଆନୁକୁଲ୍ୟରେ ଝାରବନ୍ଧ ବ୍ଲକ ଅନ୍ତର୍ଗତ ଗଉଡମାଲ ଗ୍ରାମ ରେ ସ୍ଥାନୀୟ  ରାମଜୀ ମନ୍ଦିର ପ୍ରାଙ୍ଗଣ ରେ ଏକ ସାଂଗଠନିକ ବୈଠକ ଅନୁଷ୍ଟିତ ହୋଇ ଯାଇଛି । ପରିଷଦ ର କାର୍ଯ୍ୟକାରୀ ସଭାପତି ପ୍ରମୋଦ ଦାଶ ଙ୍କ ଅଧ୍ୟକ୍ଷତା ଓ ଅବସର ପ୍ରାପ୍ତ ଶିକ୍ଷକ ପ୍ରମୋଦ ପ୍ରଧାନ ଙ୍କ ସଂଯୋଜନା ରେ ଅନୁଷ୍ଟିତ ଏହି ବୈଠକ ରେ ବ୍ଲକ ର ବିଭିନ୍ନ ସଙ୍କୀର୍ତ୍ତନ ମଣ୍ଡଳୀ ର ଗାୟକ ବାୟକ ଓ ସଦସ୍ୟ ବୃନ୍ଦ ଉପସ୍ଥିତ ରହି ସାଂଗଠନିକ ବୈଠକ ରେ ଅଂଶ ଗ୍ରହଣ କରିବା ସହ ବିଭିନ୍ନ ସମସ୍ୟା ଉପସ୍ଥାପନ କରିଥିଲେ ।
ଜିଲ୍ଲା ସଙ୍କୀର୍ତ୍ତନ ପରିଷଦ ର ସମ୍ପାଦକ ପଣ୍ଡିତ ଜୟ ଦେବ ପଣ୍ଡା ପରିଷଦ ର ଆଭିମୁଖ୍ୟ ଉପସ୍ଥାପନ କରିବା ସହ ଅପସଂସ୍କୃତି ଆଡ଼କୁ ଗତି କରୁଥିବା ସଙ୍କୀର୍ତ୍ତନ ସଂସ୍କୃତି କୁ ବଞ୍ଚାଇବା ପାଇଁ ସମସ୍ତ ଙ୍କ ମିଳିତ ଉଦ୍ୟମ ଆବଶ୍ୟକ ବୋଲି ମତ ବ୍ୟକ୍ତ କରିଥିଲେ । ଜିଲ୍ଲା ପର୍ଯ୍ୟବେକ୍ଷକ ଲଳିତ ମୋହନ ପଣ୍ଡା ,ସଂସ୍କୃତି ଆବାହକ କପିଲ ବାଗ ଜିଲ୍ଲା ସଂଯୋଜକ ଗୋପବନ୍ଧୁ ପୁରୋହିତ ପ୍ରମୁଖ ଉପସ୍ଥିତ ରହି ଝାରବନ୍ଧ ବ୍ଲକ ସଙ୍କୀର୍ତ୍ତନ ପରିଷଦ ଗଠନ କରିଥିଲେ ।ଗଉଡ ମାଲ ରାମଜୀମନ୍ଦିର ସଙ୍କୀର୍ତ୍ତନ ମଣ୍ଡଳୀ ର ବରିଷ୍ଠ ସଦସ୍ୟ ଶିବାଜି ବାଗ ବ୍ଲକ ସଂଯୋଜକ ଭାବେ ମନୋନୀତ ହୋଇଥିଲେ ।ତେବେ  ସଂପ୍ରତି ଭାବ ଭକ୍ତି ଓ ସମର୍ପଣ ର ସଙ୍କୀର୍ତ୍ତନ ରେ ବିଭିନ୍ନ ସ୍ଥାନ ରେ  ପରିବେଷିତ ହେଉଥିବା  ଅଶ୍ଲୀଳ ଓ ଦୁଇ ଅର୍ଥ ବୋଧକ ସଙ୍କୀର୍ତ୍ତନ କୁ ଆଗାମୀ ଦିନ ରେ ତୀବ୍ର  ବିରୋଧ କରାଯିବା ସହ ଆଗାମୀ ଦିନ ରେ ଭୁବନେଶ୍ୱର ଠାରେ ଆୟୋଜିତ ହେବାକୁ ଥିବା  ରାଜ୍ୟ ସମାବେଶ ସମ୍ବନ୍ଧ ରେ ମଧ୍ୟ ବିସ୍ତୃତ ଆଲୋଚନା କରାଯାଇଥିଲା । ଏହି ଅବସର ରେ ଏହି ଗ୍ରାମ ର  ଏକ ଗରିବ କୁମ୍ଭକାର ପରିବାର ରେ ଜନ୍ମିତ  ଛାତ୍ର ବିଶ୍ଵ ରଣା ମ୍ୟାଟ୍ରିକ ପରୀକ୍ଷା ରେ ଏ ୱାନ ଗ୍ରେଡ ଆଣି କୃତିତ୍ବ ଅର୍ଜନ କରିଥିବାରୁ ତାଙ୍କୁ ଜିଲ୍ଲା ସଙ୍କୀର୍ତ୍ତନ ପରିଷଦ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା ।କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିବା ସମସ୍ତ ଙ୍କୁ ଜିଲ୍ଲା ସଙ୍କୀର୍ତ୍ତନ ପରିଷଦ ପକ୍ଷରୁ ପ୍ରମାଣ ପତ୍ର ବଣ୍ଟନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like