-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର

22-May-2025



ବରୀ(ରଞ୍ଜିତ ମହାନ୍ତି):  ରାମଚନ୍ଦ୍ରପୁର ଥାନା ଉଦୟନାଥ ପୁରରୁ ବରୀକୁ ଯିବା ରାସ୍ତା କଡ଼ରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖୁବାକୁ ମିଳିଛି | ଖବରପାଇ ବରୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାରକରି ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ  ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ଅନୁଯାୟୀ ମୃତ ଯୁବକଙ୍କ ଘର ବ୍ରହ୍ମବରଦା ଥାନା ଅନ୍ତଗତ ନାଳକୁଳ ଗ୍ରାମର ସୁଶାନ୍ତ ଦାସ ଓରଫ ଧୂସା (୪୦) ବୋଲି ଜଣାପଡ଼ିଛି । ସେ ଉଦୟନାଥପୁର ପଞ୍ଚାୟତ ଚାରିମାଣିଆ ଗ୍ରାମର କୃପାସିନ୍ଧୁ ମଲ୍ଲିକଙ୍କ ଝିଅ ବିଷ୍ଣୁପ୍ରିୟା ମଲ୍ଲିକଙ୍କୁ ବିବାହ କରିଥିଲେ | ଶଶୁର ଘରକୁ ଆସି ରାସ୍ତା କଡରେ ପଡି କିଭଳି ମୃତ୍ୟୁବରଣ କଲେ ତାହା ଜଣା ପଡିନାହିଁ। ବରୀ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରିରଖୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like