-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||      ସମ୍ବଲପୁରର ବିକାଶ ଓ ମୌଳିକ ସୁବିଧା ପାଇଁ ଦିଶା ଓ ଆରପିଡିଏସି ବୈଠକ ଅନୁଷ୍ଠିତ   (09-Sep-2026)       ||     

HOME   ଜିଲ୍ଲା

ପୁନିତରାମଙ୍କ ମୃତ୍ୟୁ ପାଇଁ ଦାୟୀ କିଏ ?

22-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ) -ବରଗଡ଼ ଜିଲ୍ଲା ପଦ୍ମପୁର ରେଞ୍ଜ ଅଧିନରେ ଯାଉଛି,ପାଇକମାଲ ବ୍ଲକର ଲଖମରା ଗ୍ରାମ ପଞ୍ଚାୟତ।ଏଇ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୂମାଭଟା ଗ୍ରାମର ପୁନିତରାମ ଡନସନା ୭୩ ବର୍ଷରେ ପରଲୋକ ଗମନ କରିଛନ୍ତି।ଏହା ସ୍ୱାଭାବିକ ମୃତ୍ୟୁ ନୁହେଁ।ଗତ କିଛି ଦିନ ତଳେ ଜଙ୍ଗଲରୁ ଧୂମାଭଟା ଗ୍ରାମକୁ ଏକ ବଣ ମଈଷି ଚାଲି ଆସିଥିଲା।ବଣ ମଈଷି ର ଉପଦ୍ରବରେ ସ୍ୱର୍ଗତ ପୁନିତରାମ ଡନସନାଙ୍କ ଆଜି ମୃତ୍ୟୁ ହୋଇଛି ବୋଲି ଧୂମାଭଟା ଗ୍ରାମବାସୀଙ୍କ ଠାରୁ ପ୍ରକାଶ।ବଣ ମଈଷି ଆକ୍ରମଣରେ ପୁନିତରାମ ସାଙ୍ଘାତିକ ଭାବେ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ବିଭିନ୍ନ ସରକାରୀ, ବେସରକାରୀ ହସ୍ପିଟାଲ କୁ ନେଇ ପୁଅ ଚତୁର୍ଭୁଜ ଡନସନା ବିଭିନ୍ନ ଲୋକଙ୍କ ଠାରୁ ଧାର ଉଧାର ଆଣି ବାପାଙ୍କୁ ଭଲ କରିବାକୁ ଚେଷ୍ଟାରତ ଥିଲେ।ଏ ସମ୍ପର୍କରେ ପୁଅ ବିଭାଗୀୟ ବନଖଣ୍ଡ ଅଧିକାରୀଙ୍କ ସହ ଯୋଗାଯୋଗ କଲେ ମଧ୍ୟ ଚିକିତ୍ସା ପାଇଁ କୈାଣସି ପ୍ରକାରର ସାହାଯ୍ୟ ମିଳି ପାରିନଥିଲା।ଏ ସମ୍ପର୍କରେ ବିଶ୍ୱବାଣୀ ସମ୍ବାଦପତ୍ର ଜରିଆରେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ସମ୍ବାଦ ମଧ୍ୟ ପ୍ରକାଶିତ ହୋଇଥିଲା।ହେଲେ ରାଜ୍ୟ ସରକାର ତଥା ବିଭାଗୀୟ ଅଧିକାରୀମାନଙ୍କ ସୁଦୃଷ୍ଟି ପୁନିତରାମ ଡନସନାଙ୍କ ଉପରେ ପଡ଼ିନଥିଲା। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଯଦି କୈାଣସି ବନ୍ୟଜନ୍ତୁଙ୍କୁ କେହି ଶିକାର କରେ ତେବେ ତାଙ୍କୁ ବିଭାଗ ତରଫରୁ ଜେଲଦଣ୍ଡ,ଅର୍ଥ ଦଣ୍ଡ ଭୋଗିବାକୁ ପଡ଼ିଥାଏ।କିନ୍ତୁ ବନ୍ୟଜନ୍ତୁ ଯଦି ମଣିଷ ମାରେ ତା ପାଇଁ କଣ ବନ ବିଭାଗକୁ ଦଣ୍ଡ ବିଧାନ ନାହିଁକି ବୋଲି ଜନସାଧାରଣ ପ୍ରଶ୍ନ କରନ୍ତି। ଏଭଳି ଘଟଣା ସାରା ରାଜ୍ୟରେ ଦେଖିବାକୁ ମିଳୁଥିବା ବେଳେ ପୁନିଆ ରାମଙ୍କ ଅକାଳ ମୃତ୍ୟୁ ପାଇଁ ବିଭାଗୀୟ ବନଖଣ୍ଡ ଅଧିକାରୀ ସମ୍ପୂର୍ଣ୍ଣ ରୂପେ ଦାୟୀ ବୋଲି ଜନମତ ପ୍ରକାଶ ପାଇଛି।ଏପରିକି,ପାଇକମାଲ ବ୍ଲକ ଅଧିନସ୍ଥ ଟୁଇଟର ଗାର୍ଲ ଦୀପା ବାରିକ ବଣ ମଈଷି ଆକ୍ରମଣରେ ଶିକାର ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ପୁନିତରାମ ଡନସନାଙ୍କ ସମ୍ପର୍କରେ ସ୍ଥାନୀୟ ପ୍ରଶାସନ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।ତଥାପି ଜୀବନର ଦୀପ ସବୁଦିନ ପାଇଁ ଲିଭିଗଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ   09-Sep-2026

You Might Also Like