-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ଯୁକ୍ତ-୨ ପରୀକ୍ଷାରେ ଶ୍ରେଷ୍ଠ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ରେଡିଏନ୍ସ କଲେଜ ପକ୍ଷରୁ ସମ୍ମଦ୍ଧନା

22-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବିଜେପୁର ରେଡିଏନ୍ସ ଇନଷ୍ଟିଚ୍ୟୁଟ୍ ଅଫ୍ ଏଡଭାନସ୍ ଷ୍ଟଡିଜ୍ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିଛନ୍ତି। ଛାତ୍ରୀ ପ୍ରତୀକ୍ଷା ପଧାନ ଦଶମ ଶ୍ରେଣୀରେ ୪୦୩(୬୭.୧୭)ରଖିଥିବା ବେଳେ ଯୁକ୍ତ ଦୁଇରେ ସର୍ବାଧିକ ୫୨୭ ମାର୍କ ରଖି କଲେଜରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ଏବଂ  ଛାତ୍ରୀ ମନିଷା ନାୟକ ଦଶମ ଶ୍ରେଣୀରେ ୩୧୧ ମାର୍କ ରଖିଥିବା ବେଳେ ଯୁକ୍ତ ଦୁଇରେ ୪୭୫ମାର୍କ ରଖି ୨୭.୩୩%(୧୬୪) ମାର୍କ ସର୍ବାଧିକ ମାର୍କ ଗେନ୍ କରି କଲେଜରେ ଚମତ୍କୃତ ଇତିହାସ ସୃଷ୍ଟି କରିଛନ୍ତି। ଏଠାରେ ୧୫୩ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୮୫ଜଣ ପରୀକ୍ଷାର୍ଥୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧୦୩ ଜଣ ଛାତ୍ରଛାତ୍ରୀ ଦଶମ ମାର୍କ ଠାରୁ ଯୁକ୍ତ ଦୁଇରେ ଅଧିକ ମାର୍କ ଗେନ୍ କରିଛନ୍ତି। ଏହି ଅବସରରେ  ଅନୁଷ୍ଠାନର ଚେୟାରମେନ ଅଜିତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଶ୍ରେଷ୍ଠ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମର୍ଦ୍ଧିତ କରାଯାଇଛି।ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ପ୍ରଫେସର ଘନଶ୍ୟାମ ମେହେର, ଏକାଡେମିକ ଡାଇରେକ୍ଟର ଗୋବିନ୍ଦ ମେହେର ଓ ଆଡମିନିଷ୍ଟେଟିଭ ଡାଇରେକ୍ଟର ନେତ୍ରମଣୀ ମେହେର,ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ ବାରିକ, ଅଧ୍ୟାପକ ପ୍ରଫୁଲ୍ଲ ପଧାନ,ଲୟକାନ୍ତ କୁମ୍ଭାର,ଆଲୋକ ପୋଢ଼, ଅଧ୍ୟାପିକା ରିତା ପଧାନ,ନୀଲମ ସାହୁ, ଜ୍ୟୋତି ପଧାନ, ଦୀପାଞ୍ଜଳି ମେହେର,ହେଲିଶା ବେହେରା ସହ ଅନେକ ଅଭିଭାବକ ଓ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।ଚେୟାରମେନ ଶ୍ରୀ ମେହେର ଦ୍ବାରା ଛାତ୍ରୀ ପ୍ରତୀକ୍ଷା ପଧାନ, ସ୍ମୃତିରେଖା ସରାଫ,ଝିଲି ସାହୁ,ରୋଜି ମେହେର,ପୂଜା ମେହେର,ମାନିନୀ ମେହେର, ଝିଲି ମେହେର,ରିତିକା ସାହୁ,ନିଲେନ୍ଦ୍ରି ପଧାନ,ନିତୁ ମେହେର,ପ୍ରୀତି ମେହେର, ମନିଷା ନାୟକ ଓ ଛାତ୍ର ଯୁଧିଷ୍ଠିର ବୁଡେକ୍ ଙ୍କୁ ଅଭିନନ୍ଦନ ଜଣାଇ ସମର୍ଦ୍ଧିତ କରାଯାଇଥିଲା। ଶେଷରେ ଚେୟାରମେନ ସମସ୍ତ ଅଧ୍ୟାପକ ଅଧ୍ୟାପିକା ମାନଙ୍କୁ ଅଭିନନ୍ଦନ ଜଣାଇ ଛାତ୍ରଛାତ୍ରୀ ମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରି ସଭା କାର୍ଯ୍ୟ ସମାପ୍ତ କରିଥିଲେ।୨୦୧୬ ମସିହାରେ ପ୍ରତିଷ୍ଠିତ ଏହି ଅନୁଷ୍ଠାନରେ ଯୁକ୍ତଦୁଇ କଳା ବିଭାଗ ରେ କ୍ରମାଗତ ଭାବରେ ଛାତ୍ରଛାତ୍ରୀ ମାନଙ୍କର ଚମତ୍କାର ସଫଳତାକୁ ଦେଖି ଅଭିଭାବକ ଓ ଏ ଅଞ୍ଚଳର ବୃଦ୍ଧିଜିବୀ ମହଲରେ ପ୍ରଶଂସାର ସୂଅ ଛୁଟୁଛି।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like