-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ସମୀକ୍ଷା ବୈଠକ

22-May-2025



ବଲାଙ୍ଗିର(ଦେବାଶିଷ ବହିଦାର): ବଲାଙ୍ଗିର ଜିଲ୍ଲାରେ ଆଜି ମଧ୍ୟାହ୍ନ ରେ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀଙ୍କୁ ନେଇ  ସମୀକ୍ଷା ବୈଠକ କରିଥିଲେ ।  ସଦର ମହାକୁମା ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏହି ବୈଠକରେ ଟିଟିଲାଗଡ଼ ବିଧାୟକ ନବୀନ ଜୈନ , ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ଅତିରିକ୍ତ ଜିଲାପାଳ ଡ଼

ବିଜୟାନନ୍ଦ ସେଠୀ , ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ ମହାପାତ୍ର, ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ ତରଣୀ ସୁନା, ଟିଟିଲାଗଡ଼ ଉପଜିଲ୍ଲାପାଳ ରହାନ ଖେତ୍ରି , ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ଙ୍କ ସମେତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟତଃ  ଦାଦନ ସମସ୍ୟା ଓ ଏହାର ପ୍ରତିକାର ତଥା ହର ଘର ଜଳ , ଗ୍ରାମୀଣ ଘର , ସ୍ବଛ ଭାରତ ମିଶନ , ମନରେଗା  ସମ୍ପର୍କରେ ଆଲୋଚନା କରିଥିଲେ । ମନରେଗାରେ ଶ୍ରମିକ ମାନଙ୍କୁ ଧାର୍ଯ୍ୟ ଦିନ  କାମ ମିଳୁଛି ନା ନାହିଁ ପଚାରି ଥିଲେ | ସେହିପରି ଦାଦନ ସମସ୍ୟାକୁ କମ କରିବାକୁ ଅଧିକାରୀ କଣ ନୂତନ ପଦକ୍ଷେପ ନେଇଛନ୍ତି ପଚାରିଥିଲେ | ଚାଷୀଙ୍କ ଆୟ ପ୍ରତି  ଅଧିକାରୀ ଯତ୍ନବାନ ହେଲେ ଚାଷୀ ଦାଦନ କମିବ । ଜିଲ୍ଲାପ୍ରଶାସନ ବିଭିନ୍ନ ସମସ୍ୟା ଗୁଡିକ କ୍ଲଷ୍ଟର ତିଆରି କରିଲେ ଅଧିକ ରୁ ଅଧିକ ସମାଧାନ ମିଳିବ ବୋଲି କହିଥିଲେ | ଆଗାମୀ ଦିନରେ ଗ୍ରାମ ପଞ୍ଚାୟତ କୁ ଯାଇ ସମୀକ୍ଷା କରିବା ସହ ଘରକୁ ଘର ଯାଇ ମନରେଗା ବାବଦରେ କର୍ମ ନିଯୁକ୍ତି ମିଳୁଛି କି ନାହିଁ , କେହି କାମ ନ କରି ମିଛ ବିଲ ପାଇଥିଲେ ସାମିଲ ଥିବା ସମସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି | ସେହିପରି

ସରକାରଙ୍କ ବିଭିନ୍ନ ବିଭାଗ ଦ୍ୱାରା ବିଭିନ୍ନ ଯୋଜନା ସାହାଯ୍ୟରେ କାମ ଯୋଗେଇ ଦିଆ ଯାଉଛି ଏବଂ ଏହି ସଂଖ୍ୟା ବଢେଇବାକୁ ସମସ୍ତ ଅଧିକାରୀଙ୍କୁ କହିଥିଲେ | ସରକାର ଲୋକଙ୍କ ପାଇଁ କାମ କରୁଛି ଏବଂ ଏଥିପାଇଁ ଅଧିକାରୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି କହିଥିଲେ ।   ଲୋକଙ୍କ ଦରକାର ମୁତାବକ ପ୍ରକଳ୍ପ ହେଲେ ହିଁ ସମସ୍ୟା ର ସମାଧାନ ହେଇପାରିବ ବୋଲି ସେ କହିଥିଲେ । ମୁଖ୍ୟ ଉନ୍ନୟନ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like